Category: ରାଜ୍ୟ

ନବ ଦାସ ହତ୍ୟାକାଣ୍ଡ: କିଏ ପ୍ରକୃତ ଦୋଷୀ ?

ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀ କିଏ ତାହାକୁ ନେଇ ବଢ଼ିଲା ଚର୍ଚ୍ଚା । ଆଜି ଯାଏଁ ସନ୍ଦେହ ଘେରରେ ରହିଛି ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ନବ ଦାସ ହତ୍ୟା ମାମଲା । ନବ ଦାସଙ୍କୁ କାହିଁକି ହତ୍ୟା କରାଗଲା,…

ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ । ନବ ଦାସଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍‌ ହୋଇଥିବା ସୂଚନା ଦେଇଛନ୍ତି ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ । ଗୁଳିମାଡ଼ ହେବା ପରେ ଝାରସୁଗୁଡ଼ା ଜିଲ୍ଲା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ; ସିବିଆଇ ତଦନ୍ତ ପାଇଁ କଲେ ନିବେଦନ

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ…

ଖୋର୍ଦ୍ଧାରେ ଖୋଲିବ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି

ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି । ଖୋର୍ଦ୍ଧାରେ ନ୍ୟାସନାଲ୍‌ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ: କେ.ଭି. ସିଂହଦେଓ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ । ଆଜି ଗୃହରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର; ମାଗଣା ବିଜୁଳି ଯୋଜନା’ରେ…

ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆସନ୍ତା ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ । ସକାଳ ୭ଟାରୁ ୯ ଟା ଯାଏ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଖରାବଢ଼ିଲେ ଘରକୁ ପଠାଯିବ…

ବେଆଇନ ମାଙ୍କଡ଼ା ପଥର ଖାଦାନରେ ଚଢ଼ଉ; ୩୩ଟି ଗାଡ଼ି ଜବତ

ବେଆଇନ ମାଙ୍କଡ଼ାପଥର ଖାଦାନରେ ବଡ଼ ଧରଣର ଚଢାଉ । ଆଜି ସକାଳୁ ପୋଲିସ ଓ ଖଣି ବିଭାଗ ପକ୍ଷରୁ ମିଳିତ ଭାବେ ଖୋର୍ଦ୍ଧା ଉପକଣ୍ଠରେ ଥିବା ସରଧାପୁର ମାଙ୍କଡ଼ା ପଥର ଖଣି ଉପରେ ଚଢ଼ଉ କରାଯାଇଛି। ଏହି ଚଢ଼ାଉରେ ୨୩ଟି ୪…

୨୧ରେ ଓଡ଼ିଶା ଆସିବେନି ଅମିତ ଶାହ

୨୧ରେ ଓଡ଼ିଶା ଆସିବେ ନାହିଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ସ୍ଥଗିତ କରାଯାଇଥିବା ସୂଚନା । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସୂଚନା ନ…

ସୁଭଦ୍ରା ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା ହିତାଧିକାରୀ।…

ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌; ଅନୁମତି ଦେଲେ ଓପିଆଇଡି କୋର୍ଟ

ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌ ।ଗତକାଲି ୫ ଦିନିଆ ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ୍‌ ଆବେଦନ କରିଥିବା ବେଳେ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଲେ…