ତାଜା ଖବର ରାଜ୍ୟ ଫେରିଲେ ଏସପି ଡ଼. ଶ୍ରବଣ ବିବେକ; ମଦ ମାଫିଆ, ବାଲି ଚୋର ଓ ସୁନା ବେପାରୀ ଥରହର October 1, 2024 Nirvay ରବିବାର ମୋହନ ସରକାର ତାଙ୍କର ବହୁ ପ୍ରତିକ୍ଷିତ ପୋଲିସ ପ୍ରଶାସନରେ ଐତିହାସିକ ଅଦଳବଦଳ କରିଛନ୍ତି। ୨୨ ଜଣ ଏସପିଙ୍କୁ ବଦଳି କରାଯାଇଥିଲା ବେଳେ ବ୍ରହ୍ମପୁରରେ ଏସପି ଭାବେ ପୁଣି ଶ୍ରବଣ ବିବେକ ଏମଙ୍କୁ ଅବସ୍ଥାପିତ କରାଯାଇଛି। ଗତ ସାଧାରଣ ନିର୍ବାଚନର ଅବ୍ୟବହିତ…
ତାଜା ଖବର ରାଜ୍ୟ ଧାମନଗରରେ ପହଞ୍ଚିଲେ ଡିଜିପି ୱାଇ. ବି ଖୁରାନିଆ October 1, 2024 Nirvay ଭଦ୍ରକ ଧାମନଗରରେ ପହଞ୍ଚିଲେ ପୋଲିସ ଡିଜି ୱାଇ.ବି ଖୁରାନିଆ। ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ ଆଲୋଚନା ଚାଲିଛି। ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍ପି ମଧ୍ୟ ଉପସ୍ଥିତ ଅଛନ୍ତି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା ପରେ ସ୍ଥିତି…
ତାଜା ଖବର ରାଜନୀତି ରାଜ୍ୟ ନବୀନ ବାବୁ ରାଜନୈତିକ ଫାଇଦା ପାଇଁ ସାମ୍ପ୍ରଦାୟିକ ବୟାନବାଜି କରୁଛନ୍ତି: ଅନିଲ ବିଶ୍ୱାଳ October 1, 2024 Nirvay ଭାଙ୍ଗି ପଡିଥିବା ବିଜେଡି କର୍ମୀଙ୍କୁ ବୋଧ ଦେବାକୁ ଯାଇ ବିଜେଡି ସଭାପତି ନବୀନ ବାବୁ ନିଜେ ଶେଷରେ ଏତେ ତଳକୁ ଖସିଯିବେ ତାହା ଆଶ୍ଚର୍ଯ୍ୟ ଲାଗୁଛି । ନବୀନ ବାବୁଙ୍କ ବକ୍ତବ୍ୟରୁ ଏହା ପ୍ରମାଣିତ ହେଉଛି ଯେ ନବୀନ ବାବୁ ନିଜେ…
ତାଜା ଖବର ରାଜ୍ୟ ଦୁର୍ଗାପୂଜାରେ ଡିଜେ ଫାୟାର ଗନ୍ ମନା September 30, 2024 Nirvay କଟକରେ ପାର୍ବଣକୁ ସୁରକ୍ଷିତ କରିବାକୁ ବିଭିନ୍ନ କଟକଣା ଜାରି କରାଯାଇଥିବା ବେଳେ ଏବେ ଜିଲ୍ଲାପାଳ ଡିଜେ ଫାୟାର ଗନ୍ ବ୍ୟବହାରକୁ ମନା କରିଛନ୍ତି। ନଭେମ୍ବର ୨୬ ପର୍ଯ୍ୟନ୍ତ ଡିଜେ, ଏଲ୍ଇଡି ଲାଇଟ୍, ଫାୟାର ଗନ୍ ମନା କରାଯାଇଛି। ପୂଜା ପେଣ୍ଡାଲ, ଭସାଣ…
ତାଜା ଖବର ରାଜ୍ୟ ଦବଙ୍ଗଗିରି କରି ରାଜନଗର ଥାନା ଏଏସଆଇ ନିଲମ୍ବିତ September 30, 2024 Nirvay ଭରତପୁର ଥାନା ବିବାଦ ଥମି ନଥିବା ବେଳେ ଏବେ ପୁଣି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅଂଚଳରେ ପୋଲିସର ଦବଙ୍ଗଗିରି ଦେଖିବାକୁ ମିଳିଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ଏଏସଆଇ ନରେନ୍ଦ୍ର ସିଂ ନିଲମ୍ବିତ ହୋଇଛନ୍ତି। ଅଭିଯୋଗ ଆଧାରରେ ଏଏସଆଇଙ୍କ ନାଁରେ…
ତାଜା ଖବର ରାଜ୍ୟ ସାଇବର୍ କାଫେରେ ଆରଆଇ ପରୀକ୍ଷାକୁ ନେଇ ବିବାଦ September 30, 2024 Nirvay ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ କମିଶନ ଓଏସ୍ଏସ୍ଏସସି ଦ୍ୱାରା ପରିଚାଳିତ ରାଜସ୍ବ ନିରୀକ୍ଷକ (ଆରଆଇ), ଆଇସିଡିଏସ୍ ସୁପରଭାଇଜର, ଏଆରଆଇ, ଅମିନ ଓ ଏସ୍ଏଫ୍ଏସ୍ ପଦବୀରେ ନିଯୁକ୍ତି ପାଇଁ ପରୀକ୍ଷା କେନ୍ଦ୍ର ଥିବା ଭୁବନେଶ୍ୱରର ଏକ ସାଇବର କାଫେରେ ଉତ୍ତେଜନା ପ୍ରକାଶ…
ତାଜା ଖବର ରାଜନୀତି ରାଜ୍ୟ ବାପାଙ୍କ ଠାରୁ ଭିନେ ପୁଅକୁ ମିଳିବ ପକ୍କା ଘର September 30, 2024 Papirani ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ପୁଅକୁ ମିଳିବ ପକ୍କା ଘର । ପିଏମ୍ ଆବାସ ଯୋଜନାରେ ଚତୁର୍ଥ ପର୍ଯ୍ୟାୟରେ ଆସୁଥିବା ପକ୍କା ଘର କ୍ଷେତ୍ରରେ କିଛି ପରିବର୍ତ୍ତନ କରିଛନ୍ତି ସରକାର । ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ…
ତାଜା ଖବର ରାଜ୍ୟ ଭରତପୁର ଥାନା ମାମଲା: ନିଲମ୍ବିତ ୫ ପୋଲିସଙ୍କ ଆଗୁଆ ଜାମିନ ଆବେଦନ September 30, 2024 Papirani ବହୁଚର୍ଚ୍ଚିତ ଭରତପୁର ଥାନାରେ ନିର୍ଯାତନା ଘଟଣାକୁ ନେଇ ବିଚାରବିଭାଗୀୟ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଜି ନିଲମ୍ବିତ ୫ ପୋଲିସ ଆଗୁଆ ଜାମିନ ପାଇଁ ଆବେଦନ କଲେ । ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍ଆଇ ବୈଶାଳିନୀ ପଣ୍ଡା, ଏଏସ୍ଆଇ ସାଗରିକା…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ମୁହାଁମୁହିଁ ହେଲେ ୨ ଗୋଷ୍ଠୀ September 30, 2024 Papirani ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ବିଜେଡ଼ିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ଭଦ୍ରକ ଜିଲ୍ଲା ସମୀକ୍ଷା ବେଳେ…
ତାଜା ଖବର ରାଜନୀତି ରାଜ୍ୟ ପିଲାଙ୍କୁ ଛତୁଆ ବଦଳରେ ଦିଆଯିବ ମାଣ୍ଡିଆ ! September 30, 2024 Papirani ରାଜ୍ୟରେ ପିଲାଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ପରିପୂରକ ପୃଷ୍ଟି ଯୋଜନାରେ ଛତୁଆ ସମେତ ଅନ୍ୟାନ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି । ହେଲେ ଅନେକ କ୍ଷେତ୍ରରେ ଦେଖାଦେଇଛି ଯେ ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି ପାଇଁ ଯୋଗାଇ ଦିଆଯାଉଥିବା ଛତୁଆ ଅତି…