Category: ରାଜ୍ୟ

ଓଡିଶା ଭାଷା ଓ ସଂସ୍କୃତିର ସୁରକ୍ଷା ଓ ସମୃଦ୍ଧି ପାଇଁ ବୁଦ୍ଧିଜୀବି ପ୍ରକୋଷ୍ଠ ତରଫରୁ ଆଲୋଚନାଚକ୍ର

ରାଜ୍ୟ ବିଜେପି ବୁଦ୍ଧିଜୀବି ପ୍ରକୋଷ୍ଠ ଆନୁକୁଲ୍ୟରେ ଗତ କାଲି ଓଡିଆ ଭାଷା ସୁରକ୍ଷା ଓ ସମୃଦ୍ଧି ବିଷୟରେ ଏକ ଆଲୋଚନା ଚକ୍ର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ…

ଓଡିଶା ର ସାମ୍ବାଦିକ ଙ୍କୁ ପେନସନ ଦିଆଯାଉ : ରାଜ୍ୟପାଳ ରଘୁବର ଦାସ

ବଦଳୁଛି ସାମ୍ବାଦିକସାମ୍ପ୍ରତିକ ପରିସ୍ଥିତିରେ ସାମ୍ବାଦିକତାର ଗତି ଓ ଧାରା ବଦଳିବାରେ ଲାଗିଛି । ମୁଦ୍ରଣ ମାଧ୍ଯମ ସହିତ ବୈଦ୍ୟୁତିକ ଗଣମାଧ୍ଯମ ଓ ସାମାଜିକ ଗଣମାଧ୍ଯମରେ ପରିବର୍ତନ ଘଟିବାରେ ଲାଗିଛି । ଓଡ଼ିଶାରେ ସାମ୍ବାଦିକତାର ଏଭଳି ପରିବର୍ତ୍ତନ ଆସି ସାରିଛି । ବଦଳୁଥିବା…

କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ବାଟବଣା, ଋଣ ଯନ୍ତା ରେ ବେକାର ଯୁବକ ଯୁବତୀ

ବେକାରୀ ସମସ୍ୟା ଦୂର କରିବା ପାଇଁ ବେକାର ଯୁବକ, ଯୁବତୀମାନଙ୍କୁ କର୍ମ ସଂସ୍ଥାନ ଯୋଗାଇ ଦେବାକୁ କେନ୍ଦ୍ର ଠାରୁ ଆରମ୍ଭ କରି ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି । ଏସ୍ଏସ୍ଏମ୍ଇ ଓ ପିଏମ୍‌ଇଜିପି ମାଧ୍ଯମରେ ବେକାର ଯୁବତୀ ଯୁବକଙ୍କ ପାଇଁ…

ଖାଦ୍ୟ ଅଭାବ ରୁ ତେନ୍ତୁଳି ମଞ୍ଜି ଖାଇବାକୁ ବାଧ୍ୟ ହେଉଛନ୍ତି ଡଙ୍ଗରିଆ ଆଦିବାସୀ

କନ୍ଧମାଳ ଜିଲ୍ଲାରେ ଆମ୍ବ କୋଇଲି ଜାଉ ଖାଇ ମୃତ୍ଯୁ ଘଟଣା ରାଜନୈତିକ ମହଲରେ ବିତର୍କ ସୃଷ୍ଟି କରିଥିବାବେଳେ ରାୟଗଡ଼ାରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟଶସ୍ୟ ଉପଲବ୍ଧ ନ ଥିବାରୁ ଦୁର୍ବଳ ଜନଜାତି ଗୋଷ୍ଠୀ (ପିରିଟିକି) ଡଙ୍ଗରିଆ ଆଦିବାସୀମାନଙ୍କ ତେନ୍ତୁଳି ମଞ୍ଜି ଖାଇବା ଜାରି…

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଅନ୍ୟତମ ଆକର୍ଷଣ ‘ଓଡ଼ିଶା ମଣ୍ଡପ’

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ରେ ଝଟକୁଛି ‘ଓଡ଼ିଶା ମଣ୍ଡପ’। ଦେଶ ବିଦେଶରୁ ପ୍ରତିଦିନ ଏହି ମେଳାକୁ ଆସୁଥିବା ଦର୍ଶକମାନେ ଓଡ଼ିଶା ମଣ୍ଡପ ବୁଲିବାକୁ ଆସୁଛନ୍ତି। ଓଡ଼ିଶାର ବିଭିନ୍ନ ଆକର୍ଷଣୀୟ ଉତ୍ପାଦ କିଣିବାକୁ ଆଗ୍ରହ ଦେଖାଉଛନ୍ତି। ଚଳିତବର୍ଷ…

ଲୋକସେବା ଭବନରେ ମହିଳାଙ୍କ ପାଇଁ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଲୋକସେବା ଭାବନର ମହିଳା କର୍ମଚାରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ମହିଳା କର୍ମଚାରୀଙ୍କ ସୁବିଧା ନିମନ୍ତେ ଆଜି ଲୋକସେବା ଭବନରେ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଓ ସାନିଟାରୀ ନାପକିନ୍ ଡିସପୋଜେବଲ ମେସିନ୍ ସ୍ଥାପନକୁ ଉଦଘାଟନ କଲେ…

ହରିୟାଣାକୁ ହରାଇ ୧୪ତମ ହକି ଇଣ୍ଡିଆ ସିନିୟର ପୁରୁଷ ଜାତୀୟ ଚମ୍ପିୟାନସିପ୍ ହତେଇଲା ଟିମ୍ ଓଡ଼ିଶା

୧୪ତମ ହକି ଇଣ୍ଡିଆ ସିନିୟର ପୁରୁଷ ଜାତୀୟ ଚମ୍ପିୟାନସିପ୍ ରେ ଓଡ଼ିଶା ହକି ଦଳ ଆଜି ସ୍ବର୍ଣ୍ଣ ପଦକ ହାସଲ କରିଛି। ଚେନ୍ନାଇର ମେୟର ରାଧାକ୍ରିଷ୍ଣନନ୍‌ ହକି ଷ୍ଟାଡିୟମ୍ ଠାରେ ଖେଳାଯାଇଥିବା ଫାଇନାଲ ମୁକାବିଲାରେ ହରିୟାଣାକୁ ୫-୧ ଗୋଲରେ ପରାସ୍ତ କରି…

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କୁ ମିଳିଲା ‘ଉତ୍କଳ ସାମ୍ବାଦିକ ରତ୍ନ’ ସମ୍ମାନ

ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ପକ୍ଷରୁ ଆଜି ପାଳନ ହୋଇଛି ‘ପ୍ରେସ ଡେ’ । ଏହି କାର୍ଯ୍ୟକ୍ରମରେ ଦୈନିକ ସମ୍ବାଦପତ୍ର ‘ସତ୍ୟର ସ୍ୱର ନିର୍ଭୟ’ର ସମ୍ପାଦକ ତ‌ଥା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କୁ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ଵାରା ଉତ୍କଳ ସାମ୍ବାଦିକ…

ଭରତପୁର ଥାନା ମାମଲା: ତଦନ୍ତ କରୁଥିବା କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି

ଭରତପୁର ଥାନା ଏବଂ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯ୍ୟାତନା ମାମଲାରେ ଗଠିତ ହୋଇଥିବା ତଦନ୍ତ କମିଶନଙ୍କ ଅଧ୍ୟକ୍ଷ ଥିବା ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ସରକାର । ୨୦୨୫, ଜାନୁୟାରୀ ୩୧ ପର୍ଯ୍ୟନ୍ତ ତଦନ୍ତ କମିଶନର ଅଧ୍ୟକ୍ଷ…

ଜିଲ୍ଲା ପରିଷଦଙ୍କୁ ଦୁର୍ବ୍ୟବହାର ଘଟଣା: ଅମିନ ସସ୍‌ପେଣ୍ଡ

ରେଢାଖୋଲରେ ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାୟକଙ୍କ ଦୁର୍ବ୍ୟବହାର ଘଟଣାରେ ଅମିନଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ।ସମ୍ବଲପୁର ଜିଲ୍ଲାପାଳ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଏହି ନେଇଛନ୍ତି । ଅମିନ କୁଳମଣି ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବାବେଳେ ତହସିଲଦାର…