Category: ରାଜ୍ୟ

Kalinga Studio Reopens: କଳିଙ୍ଗ ଷ୍ଟୁଡିଓର ନବକଳେବର: ଆସନ୍ତାକାଲି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ସିନେମା ଜଗତ ପ୍ରେମୀ ଓ ଓଡ଼ିଆ ସିନେମା ଜଗତ ପାଇଁ ଏକ ଖୁସିର ଖବର। ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଐତିହାସିକ କଳିଙ୍ଗ ଷ୍ଟୁଡିଓରେ ପୁଣିଥରେ ଶୁଟିଂ ଲାଇଟ୍ ଜଳିବାକୁ ଯାଉଛି। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରାୟ…

Child Labour Allegation at Dhenkanal ISKCON Center: ଢେଙ୍କାନାଳ ଇସ୍କନ୍ କେନ୍ଦ୍ରରେ ଚଢ଼ାଉ: ଚିଲ୍‌ଡ୍ରେନ୍ କ୍ଲାସ୍‌ ନାମରେ ଶିଶୁ ଶ୍ରମିକ ଖଟାଉଥିବା ଅଭିଯୋଗ

ଢେଙ୍କାନାଳ ଦକ୍ଷିଣକାଳୀ ଅଞ୍ଛଳରେ ଥିବା ଇସ୍କନ କେନ୍ଦ୍ରରେ ଚିଲ୍‌ଡ୍ରେନ୍ କ୍ଲାସ୍ ନାମରେ ଛୋଟ ଛୋଟ ପିଲାଙ୍କୁ ବିଭିନ୍ନ କାମରେ ନିୟୋଜିତ କରାଯାଉଥିବା ନେଇ ଏକ ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ଛାତ୍ରଛାତ୍ରୀଙ୍କୁ ପାଠପଢ଼ା ଓ ଶିକ୍ଷାଦାନ ବାହାନାରେ ସେଠାରେ ବିଭିନ୍ନ ଶ୍ରମଭିତ୍ତିକ…

Violence in Dharmasala: ଧର୍ମଶାଳାରେ ରାଜନୈତିକ ଉତ୍ତେଜନା: ପୂର୍ବତନ ବିଧାୟକ ପ୍ରଣବ ବଲବନ୍ତରାୟଙ୍କ ଗାଡ଼ି ଉପରକୁ ଟେକାମାଡ଼

ଯାଜପୁର ଜିଲ୍ଲା ଧର୍ମଶାଳା ଅଞ୍ଚଳରେ ପୁଣି ଥରେ ରାଜନୈତିକ ହିଂସା ଦେଖାଦେଇଛି। ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ବଲବନ୍ତରାୟଙ୍କ ଗାଡ଼ି ଉପରକୁ ଦୁର୍ବୃତ୍ତମାନେ ଟେକାମାଡ଼ କରିଥିବା ଅଭିଯୋଗ ହୋଇଛି। ଗଡ଼ମାଧବପୁର ପଞ୍ଚାୟତ ସଭାପତିଙ୍କ ବାସଭବନରେ ଆୟୋଜିତ ଏକ ଗୁରୁତ୍ବପୂର୍ଣ୍ଣ…

Nayapalli Rape Case: ନୟାପଲ୍ଲୀ ଦୁଷ୍କର୍ମ ମାମଲା: ଅଭିଯୁକ୍ତ ଶ୍ରୀଧର ପଣ୍ଡାର ୨ ସହଯୋଗୀ ଗିରଫ

ରାଜଧାନୀ ଭୁବନେଶ୍ୱରର ଚର୍ଚ୍ଚିତ ନୟାପଲ୍ଲୀ ବନ୍ଧୁକ ଦେଖାଇ ଦୁଷ୍କର୍ମ ମାମଲାରେ ପୋଲିସକୁ ଆଉ ଏକ ବଡ଼ ସଫଳତା ମିଳିଛି। ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ୨ ଜଣ ସହଯୋଗୀଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁଇ…

Panchayat Election: ପଞ୍ଚାୟତ ନିର୍ବାଚନ ପାଇଁ ବିଜେପିର ମାନସ ମନ୍ଥନ: ଜିତିବାକୁ ପ୍ରସ୍ତୁତ ହେଲା ସ୍ୱେଶାଲ ରଣନୀତି  

ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ବ୍ୟାପକ ମାନସ ମନ୍ଥନ ଆରମ୍ଭ ହୋଇଯାଇଛି। ଦଳକୁ ତୃଣମୂଳ ସ୍ତରରୁ ଆହୁରି ମଜବୁତ କରିବା ସହ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଦଳୀୟ ନେତୃବୃନ୍ଦଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା…

Focus on Strengthening Party Organisation: ଓଡ଼ିଶାରେ ଦଳୀୟ ସଂଗଠନ ସୁଦୃଢ଼ କରିବା ଉପରେ ଗୁରୁତ୍ୱ

ନବନିଯୁକ୍ତ ରାଜ୍ୟ ପ୍ରଭାରୀ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଓ ସାଂସଦ ଡି.ପୁରନ୍ଦେଶ୍ୱରୀ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତ ଅବସରରେ କହିଛନ୍ତି, “ଦ୍ୱିତୀୟ ଥର ପାଇଁ ଓଡିଶାର ପ୍ରଭାରୀ ଭାବେ ଦାୟିତ୍ୱ ମିଳିଛି । ରାଜ୍ୟରେ ସରକାର ଓ ସଂଗଠନ ମଧ୍ୟରେ…

Varsities to Get New Faculties: ନଭେମ୍ବର ସୁଦ୍ଧା ଅଧ୍ୟାପକ ନିଯୁକ୍ତି ସାରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟାକୁ ନଭେମ୍ବର ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ୧୪ଟି ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ରାଜ୍ୟପାଳ ତଥା କୁଳାଧିପତି ଡ. ହରିବାବୁ କମ୍ଭମପତି…

Accused Injured in Police Encounter: ନୟାପଲ୍ଲୀ ଦୁଷ୍କର୍ମ ମାମଲା: ପୋଲିସ ଏନ୍‌କାଉଣ୍ଟରରେ ଅଭିଯୁକ୍ତ ଆହତ

ଭୁବନେଶ୍ୱରସ୍ଥିତ ନୟାପଲ୍ଲୀରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ପୋଲିସ ଅଭିଯୁକ୍ତ ଶ୍ରୀଧର ପଣ୍ଡାକୁ ଗିରଫ କରିଛି । ତାଙ୍କୁ ଧରିବା ପାଇଁ ପୋଲିସ ଚଢ଼ଉ କରୁଥିବା ବେଳେ ସେ ଖସିଯିବାକୁ ଉଦ୍ୟମ କରି ପୋଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ…

CM Pushes Odisha on Global Tourism Map: ଓଡ଼ିଶାକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ନୂଆ ପରିଚୟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଓ ବ୍ୟାପକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ରାଜଧାନୀ ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…