Category: ରାଜ୍ୟ

ବରଗଡ଼ରେ ନାବାଳିକା ପୋଡ଼ି ଘଟଣା: ବୁର୍ଲା ମେଡିକାଲରେ ଆଖି ବୁଜିଲେ ଛାତ୍ରୀ

ବରଗଡ଼ରେ ନାବାଳିକା ପୋଡ଼ି ଘଟଣାରେ ବୁର୍ଲା ମେଡିକାଲରେ ଆଖି ବୁଜିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ । ବରଗଡ଼ ଗାଇସିଲେଟ ଥାନା ଫିରଙ୍ଗିମାଲ ଗାଁର ଥିବା ଫୁଟବଲ ପଡିଆରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିଲା ମୃତଦେହ । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା…

ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲା: ଆଜି ୧୨ ଘଣ୍ଟିଆ ବିଜେଡିର ରାଇଘର ବ୍ଲକ ବନ୍ଦ ଡାକରା

ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେଡିର ପ୍ରତିବାଦ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ରାଇଘର ବ୍ଲକ ବନ୍ଦ ଡାକରା ଦେଇଛି ବିଜେଡି । ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି ।…

ଦେହରେ ନିଆଁ ଲଗାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ଗତ କିଛି ମାସ ହେବ ରାଜ୍ୟରେ ନାବାଳିକା ହେଉ କି ଯୁବତୀ ପୋଡି ମାମଲା ବଢିବାରେ ଲାଗିଛି । ଗୋଟିଏ ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଆଉ ଗୋଟେ ଘଟଣା ସାମ୍ନାକୁ ଆସିଯାଇଛି । ପଟ୍ଟାମୁଣ୍ଡାଇରେ ଯୁବତୀଙ୍କୁ ଘରେ ଜଳିଯିବା…

କଣ୍ଟିନେଣ୍ଟାଲ ୱାର୍ଲ୍ଡ ଟୁର୍ ବ୍ରୋଞ୍ଜ୍‌ ପ୍ରତିଯୋଗିତାରେ ଚମକିଲେ ଓଡ଼ିଶାର ଅନିମେଶ କୁଜୁର ଓ ପ୍ରଜ୍ଞା ପ୍ରଶାନ୍ତି ସାହୁ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଚମକିଲେ ଅନିମେଶ କୁଜୁର । ଭାରତରେ ପ୍ରଥମ ଥର ପାଇଁ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ଠାରେ କରାଯାଇଥିଲା। ଏହି ଏକଦିବସୀୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ୨୦୦ ମିଟରରେ ଅନିମେଶ…

ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତାକାଲି ବିଜେଡିର ୧୨ ଘଣ୍ଟିଆ
ରାଇଘର ବନ୍ଦ ଡାକରା

ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀର ମୃତ୍ୟୁକୁ ତୀବ୍ର ନିନ୍ଦା କରୁଛି ବିଜୁ ଜନତା ଦଳ । ଏହି ସରକାର ଓଡ଼ିଶାରେ ନାରୀକୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ପ୍ରତିଦିନ ନାରୀ ନିର୍ଯାତନା ଘଟଣା ଉଦବେଗଜନକ ଭାବେ ବୃଦ୍ଧି ପାଉଛି…

ଚନ୍ଦ୍ରଭାଗା ବେଳାଭୂମିରେ ବୁଡ଼ି ୩ ଯୁବକ ମୃତ

ପୁରୀ ଚନ୍ଦ୍ରଭାଗା ବେଳାଭୂମିରେ ଅଘଟଣ। ଗାଧେଇବା ବେଳେ ବୁଡ଼ି ଯାଇ ୩ ଜଣ ଯୁବକ ପ୍ରାଣ ହରାଇଛନ୍ତି। ଚନ୍ଦ୍ରଭାଗା ଇକୋରିଟ୍ରିଟ୍ ନିକଟରେ ୨ ଜଣ ବୁଡି ଯାଇ ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ ଯୁବକ ସାମାନ୍ୟ ଦୂରରେ ଗାଧୋଉଥିବାବେଳେ ସମୁଦ୍ରରେ ବୁଡି…

୮୨ ବର୍ଷରେ ପାଦ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ; ଧୁମଧାମରେ ପାଳନ କଲେ ଜନ୍ମଦିନ

୮୨ ବର୍ଷ ବୟସରେ ପାଦ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ପ୍ରତିବର୍ଷ ଭଳି ଆଜି ମଧ୍ୟ ସେ ବେଶ ଧୁମଧାମରେ ନିଜ ଜନ୍ମଦିନ ପାଳିଛନ୍ତି। ମୁକୁଟ ପିନ୍ଧି, ଫୁଲମାଳ ପକାଇ ଶୁଭେଚ୍ଛା ଦେଉଥିବା ଲୋକଙ୍କୁ କୁଣ୍ଢେଇ ପକାଉଛନ୍ତି ।…

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ…

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣା: ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପଚରା ଉଚୁରା ପରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ପୋଲିସ ଗିରଫ କରିଛି । ମୃତ ଯୁବତୀଙ୍କ ଅଶ୍ଳୀଳ ଫଟୋ ପ୍ରମୋଦଙ୍କ ମୋବାଇଲରୁ ମିଳିଥିବା ସୂଚନା ଦେଇଛନ୍ତି…

ବଳଙ୍ଗାରେ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା

ଦିନକୁ ଦିନ ରାଜ୍ୟରେ ବଢୁଥିବା ନାରୀ ନିର୍ଯ୍ୟାତନାକୁ ନେଇ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା । ବଳଙ୍ଗାରେ କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା ଆରମ୍ଭ ହୋଇଛି । ବଳଙ୍ଗା ଝିଅକୁ ନ୍ୟାୟ ଦେବା ଏବଂ ନାରୀଙ୍କ ସୁରକ୍ଷା ପାଇଁ କଂଗ୍ରେସ ଦଳର…