Category: ରାଜ୍ୟ

ମୋହନ ସରକାରଙ୍କୁ ପୁରିଲା ୬ ମାସ

ମୋହନ ସରକାରଙ୍କୁ ଗୁରୁବାର ପୁରିଛି ୬ ମାସ। ଗତ ଜୁନ୍ ୧୨ ତାରିଖରେ ଏକ ଭବ୍ୟ ଶପଥ ଗ୍ରହଣ ସମାରୋହରେ ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ଚରଣ ମାଝୀ । ୨୪ ବର୍ଷର ବିଜୁ ଜନତା ଦଳକୁ…

ଭୁଲ ଇଂଜେକ୍ସନ ପାଇଁ ଛାତ୍ରଙ୍କ ଜୀବନ ଗଲା

କେନ୍ଦୁଝର ଜିଲ୍ଲା ସାହାରପଡାରେ ଘଟିଛି ଦୁଃଖଦ ଘଟଣା । କାଛୁ କୁଣ୍ଡିଆ ରୋଗ ପାଇଁ ମେଡିସିନ ଦୋକାନୀ ଇଂଜେକ୍ସନ ଦେବା ପରେ ଜଣେ ଦଶମ ଶ୍ରେଣୀର ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଲେ କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଧରାପଡା…

ବିଜେଡି ଛାଡିଲେ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ସଭାପତି ଜଳଧର ସାହୁ

ବିଜେଡିକୁ ପୁଣି ଲାଗିଲା ଝଟକା । ବିଜେଡି ଛାଡିଲେ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ସଭାପତି ଜଳଧର ସାହୁ। ଅସୁସ୍ଥତା କାରଣ ଦର୍ଶାଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫାପତ୍ର ଜିଲ୍ଲା ବିଜେଡି ସଭାପତି ସରୋଜ…

ଯାଜପୁର: ପୁରୁଣା ସ୍ଥାନକୁ ଫେରିବ ବିରଜା ହାଟ

ପୁରୁଣା ସ୍ଥାନକୁ ଫେରିବ ବିରଜା ହାଟ। ବିରଜା ହାଟକୁ ନେଇ ଯାଜପୁର ଜିଲାପାଳଙ୍କ ବଡ଼ ନିଷ୍ପତ୍ତି। ରବିବାରଠାରୁ ପୁରୁଣା ସ୍ଥାନରେ ବସିବ ବିରଜା ହାଟ। ୧୧ ମାସ ତଳେ ସନ୍ଥମାଧବକୁ ସ୍ଥାନାନ୍ତର ହୋଇଥିଲା ବିରଜା ହାଟ। ପୁରୁଣା ସ୍ଥାନକୁ ଫେରିବା ପାଇଁ…

କଳିଙ୍ଗ ଷ୍ଟାଡିୟମ୍‌ରେ ବ୍ୟାଡମିଣ୍ଟନ ହାଇପରଫର୍ମାନ୍ସ ସେଣ୍ଟର ଉଦଘାଟିତ

ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଇନା…

ବିଜେଡିରେ ଘମାସାନ: ସୁଜିତ, ମମତା ପରେ କିଏ?

କିଛିଦିନ ଭିତରେ ରାଜ୍ୟସଭାରେ ବିଜେଡି ଶୁନ ହୋଇଯିବ ବୋଲି ଆଜି ବିଜେଡିକୁ ଟାର୍ଗେଟ କରି କହିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ସେ କହିଛନ୍ତି ଖୁବଶୀଘ୍ର ୨ ଜଣ ବିଜେଡି ରାଜ୍ୟସଭା ସାଂସଦ ବିଜେପିରେ ମିଶିବାକୁ ଯାଉଛନ୍ତି । ଜଣେ…

ଜାନୁଆରୀ ମାସରେ ଓଡିଶା ବିଜେପି ପାଇବ ନୂଆ ସଭାପତି

ରାଜ୍ୟ ଭାଜପା ପାଇବ ନୂଆ ସଭାପତି। ଜାନୁଆରୀ ମାସରେ ହେବାକୁ ଯାଉଛି ରାଜ୍ୟ ବିଜେପି ନୂଆ ସଭାପତି ନିର୍ବାଚନ । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର । ସେ କହିଛନ୍ତି ଆମର ଗଣତାନ୍ତ୍ରିକ ଦଳ,…

ସୁରକ୍ଷାକର୍ମୀ ଗୁଳିରେ ୭ ମାଓବାଦୀ ନିହତ

ଛତିଶଗଡ଼ ନାରାୟଣପୁର ଜିଲ୍ଲାର ସୀମାରେ ମାଓ-ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ । ରାତି ୩ଟାରୁ ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିବା ସୂଚନା । ଏଥିରେ ଅନେକ ହାର୍ଡକୋର ନକ୍ସଲ ନିହତ ହୋଇଥିବା ବେଳେ ଏଯାଏ ଉଦ୍ଧାର ହେଲେଣି ୭ ମୃତଦେହ । ଆଗକୁ…

ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଆଜି କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁଥିବା ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ ହିମନ୍ତ ବିଶ୍ୱଶର୍ମା । ଏହି ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କମିଶନରେଟ ପୋଲିସ ପକ୍ଷରୁ ଲୋକାର୍ପିତ ହେଲା ଜରୁରୀକାଳୀନ ERSS ସେବା

କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ନୂତନ ସେବା ଲୋକାର୍ପିତ ହୋଇଯାଇଛି । କଟକ- ଭୁବନେଶ୍ୱର କମିଶନରେଟ ପୋଲିସ ଅଧୀନରେ ଥିବା ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବା ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି । ଏହି ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ…