Category: ରାଜ୍ୟ

ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ମହାରାଷ୍ଟ୍ର ତଡ଼ବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ମହାବଳ ବାଘୁଣୀ ଜିନ୍ନତ ଏବେ ଯାଇ ଝାଡ଼ଖଣ୍ଡରେ ବୁଲୁଛି। ଏନେଇ ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ଼ଃ ପ୍ରକାଶ…

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ପହଞ୍ଚି ନାମାଙ୍କନ ଭରିଲେ ସୁଜିତ କୁମାର । ନାମାଙ୍କନ ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ, ବିଜେପି ସଭାପତି ମନମୋହନ…

ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ୍: ମୁକେଶ ମହାଲିଙ୍ଗ

ରାଜ୍ୟରେ ୩୦ଟି ଜିଲ୍ଲାରେ ଖୋଲିବ ମେଡ଼ିକାଲ । ଆଜି ବିଧାନସଭାରେ ଏହି ସୂଚନା ଦେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ମେଡିକାଲ କଲେଜ ଖୋଲିବା ଜରୁରୀ ଏବଂ ଏହା ନିର୍ବାଚନୀ ସଂକଳ୍ପ ପତ୍ରରେ କହିଥିଲୁ…

ରାଜ୍ୟସଭା ଉପନିର୍ବାଚନ ପାଇଁ ସୁଜିତ୍‌ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଉପନିର୍ବାଚନ ପାଇଁ ସୁଜିତ୍‌ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଓଡ଼ିଶାରେ ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଇଛି । ସେଥିପାଇଁ ଆଜି ଭାରତୀୟ ଜନତା ପାର୍ଟୀ ପକ୍ଷରୁ ପୂର୍ବତନ ରାଜ୍ୟସଭା ସାଂସଦ…

ଆନ୍ଦୋଳନକୁ ଓହ୍ଲାଇଲେ ହଜାର ହଜାର ଲୋୟର ପିଏମଜି ମହିଳା

ଭୁବନେଶ୍ବର ଲୋୟର ପିଏମଜିରେ ମହିଳାଙ୍କ ଗର୍ଜନ । ବକେୟା ଦରମା ଓ ସ୍ଥାୟୀ ନିଯୁକ୍ତି ଦାବିରେ ରାଜରାସ୍ତାରେ ଲୋୟର ପିଏମଜିର ହଜାର ହଜାର ମହିଳାଙ୍କ ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଅଲ ଓଡ଼ିଶା ଜି.ପି.ଏଲ.ଏଫ ମିଶନ ଶକ୍ତି ସାମୁଖ୍ୟ । ଆନ୍ଦୋଳନରେ ଏମବିକେ,…

ଭୁବନେଶ୍ବରରେ ସିବିଆଇର ଚଢ଼ାଉ; ବ୍ରିଜ ଆଣ୍ଡ ରୁଫ୍ କମ୍ପାନୀର ଟେଣ୍ଡର ଫିକ୍ସିଂ, ରିମାଣ୍ଡରେ ଗଲେ ୩

ଶନିବାର ରାତି ୯ଟା ୩୦ ମିନିଟ୍ ସମୟରେ ହୋଟେଲ ମେ’ ଫେୟାର ସମ୍ମୁଖରେ ଏକ ମର୍ସିଡିଜ ମେବ୍ୟାକ୍ କାର୍ ଉପରେ ଚଢ଼ାଉ ସହ ସିବିଆଇକୁ ମିଳିଥିଲା ବିଡ଼ାବିଡ଼ା ନୋଟ୍ ଏବଂ କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର । ଆଉ ରବିବାର ଏହି ଘଟଣାର…

ଡବଲ ଇଞ୍ଜିନ ସରକାରଙ୍କ ଡବଲ ଚମତ୍କାର; କୁଟ୍ଟେ ଗଲେ ବିଏସ୍ଏଫ୍ ଆଇଜି ହୋଇ

ରାଜନୀତିରେ ବିଶ୍ଵାସ ସୃଷ୍ଟି କରିବା କଷ୍ଟ । କିନ୍ତୁ ବିଶ୍ବାସ ହରାଇବା ଭାରି ସହଜ । ନବୀନ ପଟନାୟକ ଏହାର ଜ୍ବଳନ୍ତ ଉଦାହରଣ। ୧୯ ବର୍ଷ କାଳ ଲୋକଙ୍କ ଭିତରେ ଯେଉଁ ବିଶ୍ବାସ ସୃଷ୍ଟି କରିପାରିଥିଲେ, ୫ ବର୍ଷ ଭିତରେ ଭିକେ…

ନବରଙ୍ଗପୁର ‘ମଣ୍ଡେଇ ୨୦୨୪’ ର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର ନବରଙ୍ଗପୁର ଜିଲ୍ଲାର ଡଙ୍ଗର ପାହାଡ ଓ ଜଙ୍ଗଲର ଶାନ୍ତ ସବୁଜ ପରିବେଶକୁ ଦେଖିଲେ ସ୍ୱର୍ଗୀୟ ସୁଖ ଅନୁଭବ ହୋଇଥାଏ। ଜନଜାତି ବହୁଳ ନବରଙ୍ଗପୁର ଜିଲ୍ଲାର ନିଜସ୍ୱ ସଂସ୍କୃତି ଓ ଜନଜାତି ଜୀବନଧାରା ଓଡିଶାର ସାଂସ୍କୃତିକ ଚିତ୍ରପଟ୍ଟକୁ…

କେନ୍ଦ୍ରୀୟ ଡେପୁଟେସନରେ ବିଏସଏଫ ଆଇଜି ହୋଇ ଯିବେ ଡିଏସ କୁଟ୍ଟେ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବହୁ ଚର୍ଚ୍ଚିତ ଅଧିକାରୀ ଧୀରେନ୍ଦ୍ର ସମ୍ଭାଜୀ କୁଟ୍ଟେ । କେନ୍ଦ୍ରସରକାରଙ୍କ ପକ୍ଷରୁ ଏନେଇ ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଚିଠି ହୋଇଛି । ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ବର୍ତ୍ତମାନ ରାଜ୍ୟ ସରକାରଙ୍କ ଗୃହ ବିଭାଗରେ…

ଚାଷୀ ଭାଇମାନେ ପାଇଲେ ୮୦୦ ଟଙ୍କା ଇନ୍‌ପୁଟ ସହାୟତା, କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କା

ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମା ମାନଙ୍କୁ ସୁଭଦ୍ରା ଯୋଜନାରେ ସହାୟତା ଦେଇ ମା ମାନଙ୍କ ସରକାର ଭାବେ ମଧ୍ୟ ସୁନାମ କରିଥିଲେ। ଆଜି ଚାଷୀ…