Category: ରାଜ୍ୟ

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ଲାଗିବ ରୋକ୍

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍। ମନୋରଞ୍ଜନ ନାଁରେ ଚାଲିଥିବା ଅପସଂସ୍କୃତିକୁ ଆଉ ପ୍ରଶ୍ରୟ ଦିଆଯିବନି । ବନ୍ଦ ହେବ ଅଶ୍ଳୀଳ ନୃତ୍ୟ । ଯାତ୍ରାରେ ହେଉଥିବା ଅଶ୍ଳୀଳ ନୃତ୍ୟ ଯୋଗୁଁ ସମାଜ ଉପରେ ଏହାର କୁପ୍ରଭାବ ପଡୁଛି ।…

ବିକ୍ରି ହୋଇଥିଲା ଏଏସଓ ଚାକିରି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍-୨୦୨୪ ବିଧାନସଭାରେ ଆଜି ଗୃହରେ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ପରେ ଏହାକୁ କେନ୍ଦ୍ର କରି ପୂର୍ବ ସରକାର ଉପରେ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର…

ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ହେଲେ ପ୍ରଫୁଲ୍ଲ ସାମଲ

ବରିଷ୍ଠ ବିଜେଡି ନେତା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ମିଳିଲା ନୂଆ ଦାୟିତ୍ବ। ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ଭାବେ ହେଲେ ନିଯୁକ୍ତ ପ୍ରଫୁଲ୍ଲ ସାମଲ । ନିଯୁକ୍ତି ଦେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ୨୦୧୭ ଏପ୍ରିଲ ମାସରେ ବିଜେଡି…

ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଓ ପୋଲିସ ଉପରକୁ ଅଣ୍ଡା ମାଡ

ଏସସି ଏବଂ ଏସଟି ବିଦ୍ୟାଳୟ ନିର୍ମାଣରେ ଅନିୟମିତତା ଅଭିଯୋଗରେ କଂଗ୍ରେସର ବିକ୍ଷୋଭ । କଳା ତାଲିକାଭୁକ୍ତ କମ୍ପାନୀଙ୍କୁ ସ୍କୁଲ ନିର୍ମାଣ ଦେବା ପ୍ରସଙ୍ଗକୁ ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବାସଭବନକୁ ଘେରିବାକୁ ଚେଷ୍ଟା କରୁଥିବା ବେଳେ ମୁହାଁମୁହିଁ ହେଇଛନ୍ତି…

ଗ୍ୟାସ୍‌ ପାଇପ୍ ଲାଇନ୍ ମରାମତି ବେଳେ ଅଘଟଣ; ମାଟି ତଳୁ ଶ୍ରମିକଙ୍କ ମୃତ ଦେହ ଉଦ୍ଧାର

ବିପିସିଏଲ ଗ୍ୟାସ୍‌ ପାଇପ୍ ଲାଇନ୍ ମରାମତି ବେଳେ ଫସିଲେ ଶ୍ରମିକ । ମାଟି ତଳ ସମ୍ପରେ ଜଣେ ଶ୍ରମିକ ଫସି ରହିଥିବାର ଜଣାଯାଇଛି ।ମରାମତି ବେଳେ ଗ୍ୟାସ ଲିକ ମଧ୍ୟ ହେଉଥିବା ସୂଚନା ମିଳିଛି। ଗ୍ୟାସ୍ ଲିକ୍‌ ଓ ଶ୍ରମିକ ଫସିଯାଇଥିବା…

ରାଜ୍ୟରେ ଚାକିରି ଅପେକ୍ଷାରେ ଅଛନ୍ତି ୧୨ଲକ୍ଷ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ବେକାରୀ ସମସ୍ୟା । ଆଜି ନିଯୁକ୍ତି ନେଇ ଗୃହରେ ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ ବିଗତ ୫ ବର୍ଷର ତଥ୍ୟ ରଖି କହିଛନ୍ତି ୧୦ ବର୍ଷରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ସୁଯୋଗ…

ନିଜ ଜନ୍ମମାଟି ରାଇରଙ୍ଗପୁରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜନ୍ମମାଟିରେ ଆସି ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି । ପହଞ୍ଚିବା ପରେ ପାରମ୍ପରିକ ନୃତ୍ୟରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଉଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ରାଷ୍ଟ୍ରପତି…

ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗ; ଲୋକଙ୍କ ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରଖିବ ବିଜେଡି: ନବୀନ

ବିଧାନସଭାରେ ପୋଲାଭରମ ତାତି । ପୋଲାଭରମ ପ୍ରକଳ୍ପକୁ ନେଇ କମ୍ପିଛି ଗୃହ । ଏହାପରେ ପୋଲାଭରମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ବିଜେଡ଼ି ଆଗରୁ ବି ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ବାର୍ଥ…

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ସମ୍ବଲପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ…

ଭୁବନେଶ୍ୱରରେ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ନ୍ୟାୟିକ ଅଦାଲତ ଉଦଘାଟିତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆନୁଷ୍ଠାନିକ ଭାବେ ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ନ୍ୟାୟିକ କମ୍ପ୍ଲେକ୍ସକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ଯକ୍ରମକୁ ନେଇ ଉତ୍ତେଜନା ସ୍ପଷ୍ଟ, ସ୍ଥାନୀୟ ଓକିଲ ଏବଂ ବାସିନ୍ଦା ଏହି ଅବସରକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।ଆଜି ସନ୍ଧ୍ୟାରେ ଏହି ଭବ୍ଯ…