Category: ରାଜ୍ୟ

ମଦ ମାଫିଆଙ୍କଠାରୁ କଳାଟଙ୍କା ଜବତ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଭୁବନେଶ୍ୱର: ସମଗ୍ର ଦେଶରେ ପ୍ରଥମ ଥର ପାଇଁ ସବୁଠୁ ବଡ ମାତ୍ରାରେ କଳା ଟଙ୍କା ଜବତ୍ ହେବା ଘଟଣାକୁ ଆଜି ମାସେ ପୁରିଲା । ଓଡିଶାରେ ଜଣେ ମଦ ବ୍ୟବସାୟୀଙ୍କ ଉପରେ ଆୟକର ବିଭାଗ ତରଫରୁ ରେଡ୍ କରାଯାଇ ୩୫୦କୋଟିରୁ ଉର୍ଦ୍ଧ୍ୱ…

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା

ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ପ୍ରେସମିଟ୍‌ରେ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ । ସେଥିରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧…

ରାଉରକେଲାରେ ବିଜେପିର ମାନସ ମନ୍ଥନ

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ଦେଖାଯାଇଛି। ନେତାମାନେ ଲୋକ ସମର୍ଥନ ସଂଗ୍ରହ କରିବାରେ ବ୍ୟସ୍ତ ରହୁଛନ୍ତି। ଆଗାମୀ ଦିନରେ କେନ୍ଦ୍ରୀୟ ନେତାମାନେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ୨୧…

କଟକରେ ନୂଆ-ଓ କାର୍ଯ୍ୟକ୍ରମ : ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଗୁରୁମନ୍ତ୍ର

କଟକ : କଟକ ବାଲିଯାତ୍ରା ତଳ ପଡିଆରେ ନୂଆ-ଓ କାର୍ଯ୍ୟକ୍ରମ। ଏଥିରେ ଯୋଗ ଦେଇଥିଲେ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ନୂଆ ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି 5T ଅଧ୍ୟକ୍ଷ। ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ…

ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ମାମଲା; ସାମ୍ନାକୁ ଆସିଲା ବଡ଼ ଟ୍ୱିଷ୍ଟ୍

ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାକୁ ନେଇ ବଡ଼ ଟ୍ୱିଷ୍ଟ । ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଉପୁଜିଛି ବିବାଦ । ମୃତ ଘୋଷିତ ହୋଇଥିବା ଦିଲ୍ଲୀପ ସାମନ୍ତରାୟ ଜୀବିତ କି ମୃତ ତାକୁ ନେଇ ନ୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ଗତ…

ସରିଲା ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ଚଳିତ ବର୍ଷ ଚିଲିକାରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ ଅଧିକ ଥିବା ସତ୍ତ୍ୱେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଜଣାପଡିଛି। ଚଳିତ ବର୍ଷ ଆଜିର ଗଣନା ରିପୋର୍ଟ ଅନୁସାରେ,…

ଚାରା ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ବାବୁ ସିଂ

ଭୁବନେଶ୍ୱର: ନବୀନ ସରକାରରେ ପଂଚାୟତ ଠାରୁ ବ୍ଲକ ସବୁଆଡେ ଅଫିସରମାନେ ଦୁର୍ନୀତିରେ ଉବୁଟୁବୁ । ଗତ ୨୪ବର୍ଷର ନବୀନ ସରକାର ଓଡ଼ିଶାବାସୀଙ୍କୁ କେବଳ ପ୍ରତାରଣା ନୁହେଁ ବରଂ ଦୁର୍ନୀତିର ପାହାଡ ଭେଟିରେ ଦେଇଛନ୍ତି । ଓଡ଼ିଶାର ଦୁର୍ନୀତିର କର୍ଣ୍ଣଧାରା ତଥା ମୁଖମଣ୍ଡଳ…

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ; ୫ଟି ରେଞ୍ଜରେ ୨୧ଟି ଟିମ୍ ନିୟୋଜିତ

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୫ଟି ରେଞ୍ଜରେ ସକାଳ ୬ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଛି । ବାଲୁଗାଁ, ସାତପଡ଼ା, ନୂଆପଡ଼ା, ଟାଙ୍ଗୀ ଓ ରମ୍ଭା ରେଞ୍ଜରେ ଗଣନା ହୋଇଛି । ପ୍ରତି ଟିମରେ ୬ ରୁ ୭…

ଟୁରିଷ୍ଟ ବସ୍‌ ଦୁର୍ଘଟଣା; ଗାଡିରେ ଥିଲେ ୪୦ରୁ ଅଧିକ ଯାତ୍ରୀ

କାମାକ୍ଷାନଗର : ସାମ୍ନାକୁ ଆସିଲା ଟୁରିଷ୍ଟ ବସ୍‌ ସହ ଟ୍ରକ ଓ ହାଇଓ୍ୱା ଧକ୍କା ଦୁର୍ଘଟଣା ଘଟଣା । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି…