ତାଜା ଖବର ରାଜନୀତି ରାଜ୍ୟ Nuapada Bypoll Results: ନୂଆପଡ଼ା ଫଳାଫଳ; ବିଜୟ ମୁହାଁ ଜୟ; ଦଶମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ମିଳିଛି ୫୦,୩୩୩ ଭୋଟ୍ November 14, 2025 Papirani ଖୁବ୍ ଶୀଘ୍ର ନୂଆପଡ଼ା ବିଧାନସଭା ନିର୍ବାଚନୀ ମଣ୍ଡଳୀ ଦେଖିବ ନୂତନ ବିଧାୟକ । ଆଉ ମାତ୍ର କେତେ ଘଣ୍ଟା ପରେ ଜନାଦେଶ ସ୍ପଷ୍ଟ ହୋଇଯିବ । ନୂଆପଡା ପାଇଁ ଗଣତି ଚାଲିଥିବା ବେଳେ ଏପର୍ଯ୍ୟନ୍ତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ…
ତାଜା ଖବର ରାଜନୀତି ରାଜ୍ୟ Nuapada Counting Result: ନୂଆପଡ଼ା ଉପନିର୍ବାଚନ; ସପ୍ତମ ରାଉଣ୍ଡ ସୁଦ୍ଧା ବିଜେପି ୨୫ ହଜାର ୩୪୬ ଭୋଟ୍ରେ ଆଗୁଆ November 14, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତିରେ ବିଜେଡି ଆଗଧାଡିରେ ରହିଛି । ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଏପର୍ଯ୍ୟନ୍ତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ । ସପ୍ତମ ରାଉଣ୍ଡ ସୁଦ୍ଧା ବିଜେପି…
ତାଜା ଖବର ରାଜନୀତି ରାଜ୍ୟ Nuapada Counting Day: ନୂଆପଡ଼ା ଉପନିର୍ବାଚନ; ପଞ୍ଚମ ରାଉଣ୍ଡ ସୁଦ୍ଧା ୧୮୩୯୮ ଭୋଟ୍ରେ ଆଗୁଆ ବିଜେପି ପ୍ରାର୍ଥୀ November 14, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନର ଗଣତି ଜାରି ରହିଛି। ଏପର୍ଯ୍ୟନ୍ତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ । ପଞ୍ଚମ ରାଉଣ୍ଡ ସୁଦ୍ଧା ୧୮ ହଜାର ୩୯୮ ଭୋଟ୍ରେ ଆଗୁଆ। ପଞ୍ଚମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୨୫୧୯୫ ଭୋଟ୍ ପାଇଥିବା ବେଳେ…
ତାଜା ଖବର ରାଜନୀତି ରାଜ୍ୟ Nuapada Counting Day: ନୂଆପଡ଼ା ଉପନିର୍ବାଚନ; ଚତୁର୍ଥ ରାଉଣ୍ଡ ସୁଦ୍ଧା ୧୨୮୧୫ ଭୋଟ୍ରେ ଆଗୁଆ ଜୟ ଢୋଲକିଆ November 14, 2025 Papirani ନୂଆପଡ଼ାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ । ଚତୁର୍ଥ ରାଉଣ୍ଡ ସୁଦ୍ଧା ୧୨ ହଜାର ୮୧୫ ଭୋଟ୍ରେ ଆଗୁଆ । ଚତୁର୍ଥ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୧୮୯୦୩ ଭୋଟ୍ ପାଇଥିବା ବେଳେ ଦ୍ୱିତୀୟ ସ୍ଥାନରେ କଂଗ୍ରେସର ଘାସିରାମଙ୍କୁ ୬୦୮୮ ଭୋଟ୍…
ତାଜା ଖବର ରାଜନୀତି ରାଜ୍ୟ Nuapada Counting Day: ନୂଆପଡ଼ା ଉପନିର୍ବାଚନ; ଦ୍ବିତୀୟ ରାଉଣ୍ଡରେ ୭୪୧୩ ଭୋଟରେ ଆଗୁଆ ବିଜେପି ପ୍ରାର୍ଥୀ November 14, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗଣତି । ଜୟ ଢ଼ୋଲକିଆ ଆଗୁଆ ରହିଛନ୍ତି । ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆ ଆଗୁଆ ରହିଛନ୍ତି । ପ୍ରଥମ ଓ ଦ୍ବିତୀୟ ରାଉଣ୍ଡରେ ଆଗୁଆ ଥିବା ଜଣାପଡ଼ିଛି। ପ୍ରଥମ ରାଉଣ୍ଡରେ ବିଜେପିର…
ରାଜନୀତି ରାଜ୍ୟ Nuapada Bypoll Results: ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗଣତି November 14, 2025 Nirvay ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗଣତି । କଡ଼ା ସୁରକ୍ଷା ଭିତରେ ଖୋଲିଲା ଷ୍ଟ୍ରଙ୍ଗରୁମ୍ । ନୂଆପଡ଼ା ନ୍ୟାସନାଲ୍ କଲେଜରେ ସୁରକ୍ଷା କଡ଼ାକଡ଼ି କରାଯାଇଛି ।ପ୍ରାରମ୍ଭିକ ଗଣତି ଅନୁଯାୟୀ, ପ୍ରଥମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆ ୩୫୪୭ ଭୋଟରେ…
ରାଜନୀତି ରାଜ୍ୟ Nuapada Bypoll: ଆସନ୍ନ ପରାଜୟର ହତାଶ ହୋଇ ବିଜେଡି ପ୍ରଳାପ ଆରମ୍ଭ କରିଛି: ବିରଂଚି ନାରାୟଣ ତ୍ରିପାଠୀ November 13, 2025 Nirvay ନୂଆପଡ଼ା ଉପନିର୍ବାଚନରେ ବିଜେପି ଇତିହାସ ରଚିବାକୁ ଯାଉଛି । ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ଯେତେ ଉପନିର୍ବାଚନ ହୋଇଛି ତା’ଠାରୁ ଅଧିକ ଭୋଟ ବ୍ୟବଧାନରେ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜେପି ବିଜୟୀ ହେବାକୁ ଯାଉଛି । ବିଜେଡି ବୋଧହୁଏ ଏକଥା ଅନୁଭବ କରିସାରିଲାଣି ।…
ରାଜ୍ୟ Sardar Vallabhbhai Patel: ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ‘ଏକତା ପଦଯାତ୍ରା’ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ November 13, 2025 Nirvay ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି ।…
ଦେଶ ରାଜ୍ୟ Winter Session of Odisha Assembly: ୨୭ରେ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି November 13, 2025 Nirvay ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେବ । ପ୍ରଥମଥର ପାଇଁ ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବ ମନୋଜ…
ତାଜା ଖବର ରାଜ୍ୟ New Road Project: ନିର୍ମାଣ ହେବ ନୂଆ ୨୦ଟି ରାସ୍ତା; ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ November 13, 2025 Papirani ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ତିଆରି ହେବ ୨ ଥାକିଆ ରାସ୍ତା। କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲକୋ ଏଲିଭେଟେଡ କରିଡ଼ର ପାଇଁ ଯୋଜନା କରିଛି ପୂର୍ତ୍ତି ବିଭାଗ। କରିଡର ପାଇଁ ପ୍ରାରମ୍ଭିକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ…