Category: ରାଜ୍ୟ

ଶ୍ରୀମନ୍ଦିର ପରିସରରେ ନିଷେଧ ହେଲା ମୋବାଇଲ; ପୋଷ୍ଟର ମାରିଲା ପୁରୀ ପୋଲିସ

ଗତକାଲି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଆଜି ପୁରୀ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ପରିସରରେ ମୋବାଇଲ ଫୋନକୁ ନିଷେଧ ନେଇ ପୁରୀ ପୋଲିସ ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି । ଏପରିକି ଏହି…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ତୁରନ୍ତ ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କଲେ ନବୀନ

ଦିନକୁ ଦିନ ପୁରୀ ଜିଲ୍ଲା କଣାସରେ ବ୍ୟାପିବାରେ ଲାଗିଛି ହଇଜା । ୧୦ ଦିନ ହେଲା ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି । ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…

ନ୍ୟାୟ ଦାବିରେ ବରଗଡ଼ ବନ୍ଦ ପାଳନ: ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହେବା ଏବଂ କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାରେ ନ୍ୟାୟ ଦାବିରେ ଆଜି ବରଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ସହରରେ ଥିବା ସମସ୍ତ ଦୋକାନ…

ଆଜିଠୁ ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା ଆରମ୍ଭ

ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରଣୟନ ନେଇ ରାଷ୍ଟ୍ରୀୟ କର୍ମଶାଳା ଆରମ୍ଭ ହୋଇଛି । ଆଜିଠୁ ଆରମ୍ଭ ହୋଇଛି ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା । ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ କର୍ମଶାଳା ଆରମ୍ଭ ହୋଇଛି । ଜାନୁଆରୀ ୨୩ ପର୍ଯ୍ୟନ୍ତ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୪ ମାଓବାଦୀ ମୃତ

ଓଡ଼ିଶା ଏବଂ ଛତିଶଗଡ଼ ପୋଲିସର ମିଳିତ କୁମ୍ବିଂ ଅପରେସନରେ ବଡ଼ ସଫଳତା ମିଳିଛି । ନୂଆପଡ଼ା ଓ ଗରିଆବନ୍ଧ ଜିଲ୍ଲା ସୀମା କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଗଲା ୩୬ ଘଣ୍ଟା ହେବା ଉଭୟ ରାଜ୍ୟର ସୀମାନ୍ତରେ…

ବୋଥ୍ରାଙ୍କ ତତ୍ତ୍ବାବଧାନରେ କ୍ରାଇମ୍‌ବ୍ରାଞ୍ଚ କାହାକୁ ସୁରକ୍ଷା ଦେଉଥିଲା ?

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟାକାଣ୍ଡକୁ ୨ ବର୍ଷ ହେବାକୁ ବସିଥିଲେ ମଧ୍ୟ ଏଯାଏଁ ଘଟଣାର ସତ୍ୟାସତ୍ୟ ଉପରୁ ପରଦା ଉଠିନାହିଁ । ସେତେବେଳେ ଅରୁଣ ବୋଥ୍ରାଙ୍କ ତତ୍ତ୍ୱାବଧାନରେ କ୍ରାଇମ୍‌ବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଥିଲା । ହେଲେ ପରେ ତତ୍କାଳୀନ…

କଣାସରେ ବ୍ୟାପୁଛି ଛାଡାବାନ୍ତି, ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

ବିଷ ପାଲଟିଛି ପୁରୀ ଜିଲ୍ଲା, କଣାସ ଅଞ୍ଚଳର ଦୟାନଦୀ ଜଳ । ଝାଡାବାନ୍ତି ବ୍ୟାପି କଣାସ ଅଞ୍ଚଳର ୬ ପଞ୍ଚାୟତରେ ବ୍ୟାପିଛି ଝାଡ଼ାବାନ୍ତି । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଚିକିତ୍ସା ହେଉଛନ୍ତି…

ପ୍ରତାପ କେଶରୀ ଦେବ ବିଜେଡି ସାଂଗଠିନକ ନିର୍ବାଚନର ନିର୍ବାଚନ ଅଧିକାରୀ ନିଯୁକ୍ତ

ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…

ଜାତୀୟ ଶିକ୍ଷା ନୀତି- ୨୦୨୦ ପାଇଁ ଆସିଲା ବିଜ୍ଞପ୍ତି; ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ ବର୍ଷ

୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ନାମଲେଖାକୁ ନେଇ ଆସିଲା ରାଜ୍ୟ ସରକାରଙ୍କ ବିଜ୍ଞପ୍ତି । ନୂତନ ଜାତୀୟ ଶିକ୍ଷା ନୀତି (NEP) ଅନୁଯାୟୀ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୀମା ୬ ବର୍ଷ ଧାର୍ଯ୍ୟ ହୋଇଛି । ଗଣଶିକ୍ଷା…

ରାଜଧାନୀରେ ଯୁବ କଂଗ୍ରେସର ବିକ୍ଷୋଭ

ରାଜଧାନୀ ଭୁବନେଶ୍ବରରେ କଂଗ୍ରେସର ଏକ ବିଶାଳ ‘ଯୁବ ଅସନ୍ତୋଷ ସମାବେଶ’ କରାଯାଇଛି । ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ବିଫଳତା ଅଭିଯୋଗ ଆଣି ରାଜରାସ୍ତାରେ ପ୍ରତିବାଦ କରିଛି କଂଗ୍ରେସ। ଆଜି ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁଙ୍କ ନେତୃତ୍ୱରେ ୮ ଦଫା ଦାବି…