ତାଜା ଖବର ରାଜ୍ୟ ମାଓବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ; ଦୁଇ ମାଓବାଦୀ ନିହତ January 20, 2025 Papirani ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ସୀମାନ୍ତ ଗରିଆବନ୍ଧ ଜିଲ୍ଲା କୁଲାରୀଘାଟ ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ । ଏନ୍କାଉଣ୍ଟରରେ ଦୁଇ ମାଓବାଦୀ ନିପାତ ହୋଇଥିବା ବେଳେ ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି…
ରାଜ୍ୟ ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ January 20, 2025 Papirani ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ । ସମ୍ବଲପୁର ସିଟି ଷ୍ଟେସନ ନିକଟସ୍ଥ ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଏହି ରେଡ କରାଯାଉଛି…
ତାଜା ଖବର ରାଜ୍ୟ ୨୪ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଆବାସ ସର୍ଭେ କାର୍ଯ୍ୟ January 20, 2025 Papirani ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟରେ ପ୍ରଧାନମନ୍ତୀ ଆବାସ ସର୍ଭେ କାର୍ଯ୍ୟ। ସର୍ଭେ ନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ। ସେ କହିଛନ୍ତି ୨୪ରୁ ଆରମ୍ଭ ହେବ ସର୍ଭେ କାର୍ଯ୍ୟ । ଏଥିପାଇଁ ଅଫ୍ଲାଇନ୍…
ତାଜା ଖବର ରାଜ୍ୟ ଖଣିମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 20, 2025 Papirani କୋଣାର୍କ ଇକୋ ରିଟ୍ରିଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ‘ବିକଶିତ ଭାରତ ୨୦୪୭’ର ପରିକଳ୍ପନା ଅନୁଯାୟୀ ଆୟୋଜନ କରାଯାଉଛି। ତୃତୀୟ ଜାତୀୟ…
ତାଜା ଖବର ରାଜ୍ୟ ଶୀତରେ କଲବଲ ସାରା ରାଜ୍ୟ; ୧୦ ଡିଗ୍ରୀ ତଳେ ୫ ସହରର ତାପମାତ୍ରା January 20, 2025 Papirani ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ରାଜ୍ୟରେ ରାତି ତାପମାତ୍ରା କମିବା ସହିତ କୁହୁଡ଼ି ମଧ୍ୟ ଦୃଶ୍ୟମାନ ହେଉଛି । ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ୧୦ ଡିଗ୍ରୀ ତଳେ ରହିଛି ୫ ସହର । ୭…
ତାଜା ଖବର ରାଜ୍ୟ ଆଜିଠୁ ଆରମ୍ଭ ହେଲା ଚିଲିକାରେ ଡଲଫିନ୍ ଗଣନା January 20, 2025 Papirani ଆଜି ଚିଲିକାରେ ଆରମ୍ଭ ହୋଇଛି ଡଲଫିନ୍ ଗଣନା । ଚିଲିକା ହ୍ରଦର ସାତପଡ଼ା ଓ ବାଲୁଗାଁ ରେଞ୍ଜରେ ବିଭିନ୍ନ ସ୍ଥାନରେ ୧୮ଟି ଟିମ୍ ନିୟୋଜିତ କରାଯାଇଛି । ଏଥିରେ ବାଲୁଗାଁ ବନଖଣ୍ଡର ୧୦ ଓ ସାତପଡ଼ାର ୮ଟି ଟିମ୍ ସାମିଲ ରହିଛନ୍ତି।…
ରାଜ୍ୟ ଗୋପାଳ ବନ୍ଧୁକର ଫରେନସିକ୍ ରିପୋର୍ଟରେ ବି ହେରାଫେରି ! January 20, 2025 Papirani ନବ ବାସ ହତ୍ୟାକାଣ୍ଡ ଚକ୍ରାନ୍ତକୁ ନବୀନ ସରକାର, କ୍ରାଇମବ୍ରାଞ୍ଚ ଏବଂ କିଛି ବରିଷ୍ଠ ପୁଲିସ ଅଧିକାରୀ କବର ଦେଇସାରିଛନ୍ତି । ସିବିଆଇ ତଦନ୍ତ ଦ୍ବାରା କିଛି ଲାଭ ମିଳିବାର ସମ୍ଭାବନା ଅତ୍ୟନ୍ତ କ୍ଷୀଣ। ଇତିଶ୍ରୀ ହତ୍ୟା ମାମଲାରେ ଯାହା ହୋଇଥିଲା ନବ…
ରାଜ୍ୟ ନୟାଗଡ଼ ମାଟିତଳେ ଲିଥିୟମ୍ ଭଣ୍ଡାର January 20, 2025 Papirani ପ୍ରାକୃତିକ ସମ୍ପଦରେ ଭରପୁର ଓଡ଼ିଶା ପାଇଁ ଖୁସିର ଖବର । କିଛି ମାସ ତଳେ କେନ୍ଦୁଝର ଜିଲ୍ଲାର ମାଟି ତଳେ ସୁନା ଥିବାର କଥା କହିଥିଲା ଜିଓଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ। ଏବେ ନୟାଗଡ଼ ଜିଲ୍ଲାର ମାଟି ତଳେ ଲିୟମ ଭଣ୍ଡାର…
ରାଜ୍ୟ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ January 19, 2025 Nirvay ଆଜି ସନ୍ଧ୍ୟାରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ୍ ବିଭାଗରେ…
ରାଜ୍ୟ ପୁଣି ଭାଇରାଲ ହେଲା ଗର୍ଭଗୃହ ଫଟୋ; ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ January 19, 2025 Nirvay ଶ୍ରୀମନ୍ଦିର ସୁରକ୍ଷା ନେଇ ପୁଣି ଉଠିଲା ପ୍ରଶ୍ନ । ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଦୃଶ୍ୟ । ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି । ଗରୁଡ ସ୍ତମ୍ଭ ପାଖରୁ ଗର୍ଭ ଗୃହର…