Category: ରାଜ୍ୟ

ଛାତ୍ର ସଂସଦ ନିର୍ବାଚନ ଦାବିରେ ବିକ୍ଷୋଭ

ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଛାତ୍ର କଂଗ୍ରେସ କର୍ମୀ ଆନ୍ଦୋଳକୁ ଓହ୍ଲାଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଛାତ୍ର କଂଗ୍ରେସ ଆନ୍ଦୋଳନ ଜାରି ରଖିଛନ୍ତି। ବିଧାନସଭା ଘେରାଉ ଉଦ୍ୟମ ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…

ଝୋଟ ବ୍ୟାଗ୍‌ ଖର୍ଚ୍ଚ ୨୪୭ କୋଟି !

ନିର୍ବାଚନ ପୂର୍ବରୁ ଗତ ବିଜେଡି ସରକାର ଝୋଟ ବ୍ୟାଗ୍‌ ବଣ୍ଟନ ପାଇଁ କେତେ ଟଙ୍କା ଖର୍ଚ୍ଚ କରିଥିଲେ ସେ ନେଇ ତଥ୍ୟ ଆସିଛି । ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚର ତଥ୍ୟ ଶୁଣିଲେ ହୋସ ଉଡିଯିବ। ଝୋଟ…

ଆଧାର ସଂଶୋଧନ ବେଳେ ଦଳାଚକଟା

ସୁଭଦ୍ରା ଯୋଜନାରେ ଆବେଦନ କରିବାକୁ ଆଧାର ସଂଶୋଧନ ପାଇଁ ସୋର ମୁଖ୍ୟ ପୋଷ୍ଟ ଅଫିସରେ ଠେଲାପେଲା ଓ ଦଳାଚକଟା ଦେଖିବାକୁ ମିଳିଛି । ରାତି ୪ଟାରୁ ଆସି ପୋଷ୍ଟ ଅଫିସ ଆଗରେ ଗହଳି ଲଗାଇଛନ୍ତି। ଦଳାଚକଟା ଯୋଗୁଁ ତୀବ୍ର ଅସନ୍ତୋଷ ପ୍ରକାଶ…

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ୍ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀ ହେଲେ କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ସୂଚନାଯୋଗ୍ୟ,…

ମା’ ସମଲେଶ୍ୱରୀଙ୍କ ନିକଟକୁ ଆସିଲା ସରିଆ ଧାନ

ଆସନ୍ତା ୮ ତାରିଖରେ ପାଳନ ହେବାକୁ ଯାଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୁଆଁଖାଇରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ନବାନ୍ନ ଅର୍ପଣ ହେବ। ଆଜି ଚାଷୀ ନିଜ କ୍ଷେତରେ ଅମଳ ହୋଇଥିବା ସରିଆ ଧାନ ମୁଖ୍ୟ ପୂଜକଙ୍କୁ ପ୍ରଦାନ…

ବିଧାନସଭାରେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ଉଠାଇ ପୂର୍ବ ସରକାରଙ୍କୁ ଟାର୍ଗେଟ

ଆଜି ବିଧାନସଭାରେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ। ଖଣି ବିଭାଗର ଖର୍ଚ୍ଚ ଦାବି ବିଷୟରେ ଆଲୋଚନା ହେଉଥିବା ବେଳେ ପାରାଦୀପ ଉପକୂଳରେ ବୁଡ଼ିଥିବା ବ୍ଲାକରୋଜ୍‌ ଜାହାଜ କାହାର ବୋଲି…

ରାଜ୍ୟରେ ଆରମ୍ଭ ହେଲା ବିଜେପିର ସଦସ୍ୟତା ଅଭିଯାନ

ଆଜି ବିଜେପିର ସଦସ୍ୟ ଅଭିଯାନ ନେଇ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି। ରାଜ୍ୟ…

‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ହେଉଛି ଆଧାର ଅଥେଣ୍ଟିକେସନ: ମଦନ ମୋହନ ରାଉତ

ସୁଭଦ୍ରା ଯୋଜନା ଆବେଦନ ପାଇଁ ଜନସେବା କେନ୍ଦ୍ରରେ ଭିଡ଼ ପ୍ରସଙ୍ଗରେ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତଙ୍କ ସୂଚନା । ସେ କହିଛନ୍ତି ‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ହେଉଛି ଆଧାର ଅଥେଣ୍ଟିକେସନ। ମୋବାଇଲ, ବାୟୋମେଟ୍ରିକ, ଫେସ୍‌,…

ସୁନୀତି ମୁଣ୍ତଙ୍କୁ ବିଜେପି ପାର୍ଟି ଅଫିସରୁ ତଡ଼ିଦେଲେ ବିଜେପି କର୍ମୀ 

ବିଜେପି ପାର୍ଟି ଅଫିସରେ ବିଜେପିରୁ ନିଲମ୍ୱିତ ହୋଇଥିବା ସୁନୀତି ମୁଣ୍ଡଙ୍କୁ ଦୁର୍ବ୍ୟବହାର । ସଭାପତି ମନମୋହନ ସାମଲଙ୍କୁ ଭେଟିବାକୁ ଆସିଥିବା ବେଳେ ସୁନୀତି ମୁଣ୍ଡଙ୍କୁ ଜୋରଦାର ବିରୋଧ କରିଥିଲେ ବିଜେପି ସଦସ୍ୟ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ଘଉଡ଼ାଇ ରାସ୍ତାରେ…

ଚିକିଟି ମଦମୃତ୍ୟୁ ମାମଲା; ଅପମିଶ୍ରଣ ବା ବିଷକ୍ରିୟାରୁ ହୋଇଛି ମୃତ୍ୟୁ !

ଗଞ୍ଜାମ ଜିଲା ଚିକିଟିରେ ବିଷାକ୍ତ ମଦମୃତ୍ୟୁକୁ ନେଇ ଏମ୍‌କେସିଜି ଅଧୀକ୍ଷକଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ବାହାରୁ କିଛି ବିଷାକ୍ତ ପଦାର୍ଥ ମିଶାଯାଇ ଥାଇପାରେ କାରଣ ରୋଗୀ ଲକ୍ଷଣରୁ ବାହାରୁ କିଛି ବିଷାକ୍ତ ପଦାର୍ଥ ମିଶାଯାଇଥିବା ଲାଗୁଛି । ଅପମିଶ୍ରଣ ବା…