ତାଜା ଖବର ରାଜ୍ୟ ତାଳ ହେଲା କାଳ; ଗଲା ହାତୀ ଛୁଆର ଜୀବନ September 2, 2024 Nirvay ଭୁବନେଶ୍ବର ଚନ୍ଦକାରେ ହାତୀଛୁଆ ମୃତ୍ୟୁର କାରଣ ସାଜିଛି ତାଳ। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଓୟୁଏଟି ସେଣ୍ଟର ଫର୍ ୱାଇଲ୍ଡ ଲାଇଫ୍ ମୁଖ୍ୟ। ତାଳ ଖାଇବା ପରେ ହାତୀଛୁଆର ତଣ୍ଟିରେ ଲାଖି…
ତାଜା ଖବର ରାଜ୍ୟ ସପ୍ତାହକରେ ୩୪୧୪ ଅବକାରୀ ମାମଲା, ୧୮୩୬ ଜଣ ଗିରଫ September 2, 2024 Nirvay ସପ୍ତାହବ୍ୟାପୀ ଚାଲିଥିବା ଅଭିଯାନର ସୂଚନା ଦେଇଛି ଅବକାରୀ ବିଭାଗ। ସପ୍ତାହକ ମଧ୍ୟରେ ୩୪୧୪ ଅବକାରୀ ମାମଲା ରୁଜୁ ହୋଇଥିବା ବେଳେ ୧୮୩୬ ଜଣ ଗିରଫ ହୋଇଛନ୍ତି। ୧,୭୩,୫୧୬ ଲିଟର ଚୋରା ଦେଶୀ ରନ୍ଧା ମଦ ଜବତ ହୋଇଛି। ୧୬,୧୫,୨୭୦ କେଜି ପୋଚ…
ତାଜା ଖବର ରାଜ୍ୟ ଚିକିଟି ମଦ ବିଭୀଷିକା; ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି September 2, 2024 Nirvay ନକଲି ଓ ବିଷାକ୍ତ ମଦ ପିଇ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ସେହିଭଳି ଗଞ୍ଜାମ ଜିଲ୍ଲା ଚିକିଟିରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ବିଷାକ୍ତ ମଦ ପିଇ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଜଣଙ୍କ…
ତାଜା ଖବର ରାଜ୍ୟ ଗୃହରେ ହିନ୍ଦୀ କହିବାକୁ ବାରଣ September 2, 2024 Nirvay ବିଧାନସଭାରେ ହିନ୍ଦୀରେ ବକ୍ତବ୍ୟ ଦେବାକୁ ଉପବାଚସ୍ପତି ବାରଣ କରିଛନ୍ତି । ତେଲକୋଇ ବିଧାୟକ ଫକୀର ନାଏକ ହିନ୍ଦୀରେ କହିବା ବେଳେ ବାରଣ କରାଯାଇଥିବା ଜଣାପଡିଛି । ସ୍ୱାସ୍ଥ୍ୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ହିନ୍ଦୀରେ କହିବାକୁ ବିରୋଧ। ଓଡ଼ିଆରେ କହିବାକୁ ପରାମର୍ଶ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ସାମିଲ ନକଲେ ଆନ୍ଦୋଳନ ହେବ: ବିଜେଡି September 2, 2024 Papirani ସୁଭଦ୍ରା ଯୋଜନାର ଏସଓପିକୁ ନେଇ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଆଜି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଛୁରିଆ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ September 2, 2024 Papirani ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ପଡ଼ୋଶୀ ଦେଶ ବାଂଲାଦେଶ ହିଂସା ଓ ରାଜନୈତିକ ସଙ୍କଟ ଦେଇ ଗତି କରୁଛି।…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା September 2, 2024 Papirani ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ‘ସୁଭଦ୍ରା’ ଯୋଜନା ସମ୍ପର୍କିତ ସମସ୍ତ ତଥ୍ଯ ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ । କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ସୁଭଦ୍ରା ପୋର୍ଟାଲ- http://subhadra.odisha.gov.in ରେ ରେ ସମସ୍ତ ସୂଚନା…
ତାଜା ଖବର ରାଜନୀତି ରାଜ୍ୟ ହିଞ୍ଜିଳିରେ ୨୪ ବର୍ଷରେ ହୋଇଛି ୧୦୦ ହତ୍ୟା September 2, 2024 Papirani ୨୪ ବର୍ଷ ମଧ୍ୟରେ ହିଞ୍ଜିଳିରେ ଘଟିଛି ଶହେ ହତ୍ୟା । ଆଜି ବିଧାସଭାରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା।…
ତାଜା ଖବର ରାଜ୍ୟ ରାଜ୍ୟରେ ୩ ବର୍ଷରେ ହୋଇଛି ୧୭ ହଜାର ୭୫୮ ଆତ୍ମହତ୍ୟା September 2, 2024 Papirani ରାଜ୍ୟରେ ୩ ବର୍ଷରେ ୧୭ ହଜାର ୭୫୮ ହୋଇଛି ଆତ୍ମହତ୍ୟା । ୨୦୨୧ରୁ ୨୦୨୩ ମଧ୍ୟର ତଥ୍ୟ ଦେଲେ ମୁଖ୍ୟମନ୍ତ୍ରୀ । ଆଜି ବିଧାନସଭାରେ ବିଧାୟକ ଧ୍ରୁବ ସାହୁଙ୍କ ପ୍ରଶ୍ନର ଉତ୍ତର ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ରାଜ୍ୟରେ ୩…
ତାଜା ଖବର ରାଜନୀତି ରାଜ୍ୟ ୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍ September 2, 2024 Papirani ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ ଚଢାଉ ଉପରେ ରହିଥିବା ବେଳେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮୦…