Category: ରାଜ୍ୟ

ବଳଙ୍ଗାରେ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା

ଦିନକୁ ଦିନ ରାଜ୍ୟରେ ବଢୁଥିବା ନାରୀ ନିର୍ଯ୍ୟାତନାକୁ ନେଇ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା । ବଳଙ୍ଗାରେ କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା ଆରମ୍ଭ ହୋଇଛି । ବଳଙ୍ଗା ଝିଅକୁ ନ୍ୟାୟ ଦେବା ଏବଂ ନାରୀଙ୍କ ସୁରକ୍ଷା ପାଇଁ କଂଗ୍ରେସ ଦଳର…

ରାଜ୍ୟରେ ଜାରି ରହିଛି ବର୍ଷା; ପୁଣି ଆସୁଛି ଲଘୁଚାପ 

ଆଜି ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା। ଏହି ସମୟରେ ବାଂଲାଦେଶ ଓ ପଶ୍ଚିମ ବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଫଳରେ ଆସନ୍ତା ୧୩ ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର…

ଆଜିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ

ଆଜିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଥର ଭାରତରେ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଆୟୋଜିତ ହେଉଛି। ୨୦୧୭ ଏସିଆନ ଆଥଲେଟିକ୍ସର ସଫଳ ଆୟୋଜନ ପରେ ଓଡିଶାରେ ଟ୍ରାକ…

ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହା ଦକ୍ଷିଣ ଓଡ଼ିଶା ଏବଂ ରାଜ୍ୟ ରାଜଧାନୀ ମଧ୍ୟରେ ରେଳ ସଂଯୋଗକୁ ସୁଦୃଢ଼ କରିବ । ଏନେଇ ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ଘେଷାଣା କରିଛନ୍ତି…

ବାୟୁସେନା ଯବାନ ସ୍ଵରାଜ୍ୟ ସାହୁଙ୍କ ଶେଷକୃତ୍ୟ ସମ୍ପନ୍ନ

ଆଗରେ ଚାଲିଛନ୍ତି ଶୁଭେଚ୍ଛୁ ଓ ପରିଜନ । ପଛେ ପଛେ ବୀର ଯବାନଙ୍କ ପାର୍ଥିବ ଶରୀର । ସିଲିଣ୍ଡର ବିସ୍ଫୋରଣରେ ଆହତ ହୋଇ ମୃତ୍ୟୁବରଣ କରିଥିବା ଭାରତୀୟ ବାୟୁସେନା ଜବାନ ସ୍ୱରାଜ୍ୟ ସାହୁଙ୍କ ଶେଷକୃତ୍ୟ ପୂର୍ଣ୍ଣ ସାମରିକ ସମ୍ମାନ ସହିତ କୋଣାର୍କ,…

ମୁଠି ଚାଉଳ ଆଉ ଏକ ଟଙ୍କା ସଂଗ୍ରହ କରି ଲଢ଼ିବେ ଆଦିବାସୀ: ଭକ୍ତ ଦାସ

ଓଡ଼ିଶା ପ୍ରଦେଶ ଆଦିବାସୀ କଂଗ୍ରେସ ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିଶ୍ୱ ଜନଜାତି ଦିବସ ଆଜି ଧୁମଧାମର ସହ ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ପାଳନ କରାଯାଇଛି । ଏହି ଅବସରରେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ପେସା ଆଇନ୍ ପାଇଁ ନିର୍ଦ୍ଦେଶାବଳୀ…

ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ମୃତ୍ୟୁ

ଜୀବନ ଯୁଦ୍ଧରେ ହାରିଗଲେ ନର୍ସିଂ ଛାତ୍ରୀ । ନବରଙ୍ଗପୁର ଜିଲ୍ଲା, ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । କହିରଖୁଛୁ ଯେ, ଏହି ଯୁବତୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲା ।…

ଫୋଟୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜୟପୁର ଗସ୍ତ

କୋରାପୁଟ ଜିଲ୍ଲାର ଜୟପୁର ଠାରେ “ସୁଭଦ୍ରା” ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୟପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମ ଅବସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ…

ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା

ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବାଣ୍ଟିଛନ୍ତି । ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତିର ୫ ହଜାର ଟଙ୍କା…

ନାରୀଙ୍କ ପାଇଁ ଅସୁରକ୍ଷିତ ହେଉଛି ଓଡ଼ିଶା; କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର

ଦିନକୁ ଦିନ ଓଡ଼ିଶା ଅସୁରକ୍ଷିତ ହେବାରେ ଲାଗିଛି। ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ବାହାରକୁ ଯିବା ବି କଷ୍ଟକର ହୋଇପଡ଼ିଲାଣି। ପ୍ରତିଦିନ ନାରୀ ନିର୍ଯାତନାର ଖବର ଆସୁଛି। କିନ୍ତୁ ସରକାର ଓ ପୋଲିସର କାର୍ଯ୍ୟାନୁଷ୍ଠାନ ଶୁନ। ମହିଳା ମାନଙ୍କୁ ସୁରକ୍ଷା…