Category: ରାଜ୍ୟ

SI Scam: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ଗିରଫ

ବହୁଚର୍ଚ୍ଚିତ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ଗିରଫ । ଅଭିଯୁକ୍ତ ସାଗର କୁମାର ଗୌଡ଼କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ । ଦୀଘା ମଡ୍ୟୁଲର ଦାୟିତ୍ୱରେ ସାଗର ଥିବା ଜଣାପଡ଼ିଛି । ଏହା ସହ ମାଷ୍ଟର ମାଇଣ୍ଡ…

Nuapada By-Election: ନୂଆପଡ଼ାରେ ରେକର୍ଡ ହୋଇଛି ୮୩.୪୫ ପ୍ରତିଶତ ମତଦାନ

ଦେଶରେ ୬ଟି ରାଜ୍ୟରେ ହେଉଥିବା ଉପନିର୍ବାଚନ ଶେଷ ହୋଇଛି । ଇଭିଏମରେ ବନ୍ଦ ହୋଇଯାଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଏହାରି ମଧ୍ୟରେ ନୂଆପଡ଼ା ଉପନିର୍ବାଚନରେ ରେକର୍ଡ ହୋଇଛି ୮୩.୪୫% ମତଦାନ । ଏ ନେଇ ECIଙ୍କ ପକ୍ଷରୁ ସୂଚନା ଜାରି ହୋଇଛି…

T-20: ଭାରତ-ଦକ୍ଷିଣ ଆଫ୍ରିକା ଆନ୍ତର୍ଜାତୀକ ଟି-୨୦ ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା ବୈଠକ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ…

Cuttack Bali Jatra: କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି

ଜମୁଛି କଟକ ବାଲିଯାତ୍ରା । ବାଲିଯାତ୍ରା ଦେଖିବାକୁ ଲୋକଙ୍କ ନାହିଁ ନଥିବା ଭିଡ଼ । ବହୁ ଦୂରଦୂରାନ୍ତରୁ ଲୋକ କଟକ ମହାନଦୀ ପଠାରେ ଏକାଠି ହେଉଛନ୍ତି ଆଉ ବାଲିଯାତ୍ରାର ମଜା ନେଉଛନ୍ତି । ଏହି ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି…

Bargarh Dhanujatra: ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧୫ରୁ ହେବ କଳାକାର ଚୟନ ପ୍ରକ୍ରିୟା

ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଡ଼ିସେମ୍ବର ମାସ ୨୪ରୁ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥି ପାଇଁ ୧୫ତାରିଖରୁ କଳାକାର…

Prathamastami: ଆଜି ପ୍ରଥମାଷ୍ଟମୀ; ପୋଢୁଆଁ ହେବେ ବଡଠାକୁର

ଆଜି ମାର୍ଗଶୀର କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହାକୁ ପ୍ରଥମାଷ୍ଟମୀ ତଥା ପୋଢ଼ୁଆଁ ଅଷ୍ଟମୀ ବୋଲି କୁହାଯାଏ। ନଭେମ୍ବର ୧୨ ତାରିଖରେ ପ୍ରଥମାଷ୍ଟମୀ ପାଳନ କରାଯାଉଛି, ଯାହା ଓଡ଼ିଆ ଘରଗୁଡ଼ିକୁ ପାରମ୍ପରିକ ମିଠାର ଆନନ୍ଦଦାୟକ ସୁଗନ୍ଧ ଏବଂ ଉତ୍ସବର ଆନନ୍ଦର ଶବ୍ଦରେ ପରିପୂର୍ଣ୍ଣ…

Nuapada Bye-Election: ରେକର୍ଡ ମତଦାନ ପାଇଁ ନୂଆପଡାବାସୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେପି ସଭାପତି

ଉପନିର୍ବାଚନ ରେ ସକ୍ରିୟ ଅଂଶ ଗ୍ରହଣ କରିଥିବା ଏବଂ ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରିଥିବା ନୂଆପଡ଼ାର ଜନତାଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ବସନ୍ତ…

Nuapada Bye-Election: ନୂଆପଡ଼ାରେ ରେକର୍ଡ ଭୋଟିଂ;୮୧% ରୁ ଅଧିକ ମତଦାନ

ନୂଆପଡ଼ା ଉପ ନିର୍ବାଚନରେ ଏଥର ରେକର୍ଡ ସଂଖ୍ୟକ ଭୋଟ୍‍ଦାନ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ଭୋଟର ବିବରଣୀ ଅନୁଯାୟୀ ରାତ୍ରି ୧୧ ଟା ବେଳକୁ ନୂଆପଡା ରେ ରେକର୍ଡ ୮୧.୭୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ।…

Nuapada Assembly Bypoll: ଅତି ସମ୍ବେଦଶୀଳ ବୁଥ ରେ ସର୍ବାଧିକ ୯୨.୬୩% ମତଦାନ

ନୂଆପଡାରେ ସାରିଛି ଗଣତନ୍ତ୍ରର ମହାପର୍ବ । ଅତ୍ୟଧିକ ଉତ୍ସାହର ସହିତ ଭୋଟ ଦେଇଛନ୍ତି ଭୋଟର । ନୂଆପଡା ଜିଲ୍ଲା ସୁନାବେଡ଼ାରେ ମାଓପ୍ରବଣ ୮ଟି ବୁଥ୍ ରହିଛି । ସେଇମଧ୍ୟରୁ ଗାତିବେଡା – ୨ ବୁଥ ନମ୍ୱର୍ ୩୨୮ ରେ ମୋଟ ଭୋଟ…

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ମତଦାନ

ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ପାଇଁ ସାରିଛି ମତଦାନ। ଏଥିସହ ଶାନ୍ତିଶୃଙ୍ଖଳାର ସହ ଭୋଟିଂ ସରିଛି। ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ଇଭିଏମରେ ସିଲ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ। ସୁରୁଖୁରୁରେ ମତଦାନ ପାଇଁ ବ୍ୟାପକ ପଦକ୍ଷେପ…