Category: ରାଜ୍ୟ

ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ…

ଆସୁଛି ଦୁଇ ଦୁଇଟି ଲଘୁଚାପ; ରାଜ୍ୟରେ ପୁଣି ପ୍ରବଳ ବର୍ଷା

ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ଯୋଗୁଁ ରାଜ୍ୟରେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ…

ବିଜେଡିରୁ ବିଦା ହେଲେ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ

ଠକେଇ ଅଭିଯୋଗ ପରେ ବିଜେଡିରୁ ଜିଲ୍ଲା ପରିଷଦ ସଭ୍ୟା ବିଦା । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ…

ସେପ୍ଟେମ୍ବରରେ ମୋହନ ସରକାର କରିବେ ନିଯୁକ୍ତି ମେଳା

ଆସନ୍ତା ମାସ ଅର୍ଥାତ୍ ସେପ୍ଟେମ୍ବରରେ ରାଜ୍ୟ ସରକାର ଅନୁଷ୍ଠିତ କରିବାକୁ ଯାଉଛନ୍ତି ନିଯୁକ୍ତି ମେଳା । ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯିବ । ଏହି ମେଳାରେ ପ୍ରାୟ ୩୫ ହଜାର ଯୁବକ ଯୁବତୀଙ୍କୁ…

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ

ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହେବା ପରେ ବିଧାନସଭାରେ ପହଞ୍ଚି ସାର୍ଟିଫିକେଟ ନେଇଛନ୍ତି ମମତା ମହାନ୍ତ। ସୂଚନା ମୁତାବକ; ନିକଟରେ ମମତା ମହାନ୍ତ ବିଜେଡି…

ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ

ବିଭିନ୍ନ ଅଭିଯୋଗ ଆଧାରରେ ରାଜ୍ୟର ମୋଟ ୯୧ ବିଡିଓଙ୍କ ବିରୋଧରେ ରାଜ୍ୟସରକାର ନେଇପାରନ୍ତି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନ ରାଜ୍ୟର କେଉଁ କେଉଁ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧିନ ଅଛି,…

ଭୁବନେଶ୍ୱରରେ ଭଙ୍ଗାଯିବ ୧୯୧ ଆପାର୍ଟମେଣ୍ଟ

ରାଜ୍ୟର ବିଭିନ୍ନ ସହରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ । ସେଥିପାଇଁ ରାଜଧାନୀ ଭୁବନେଶ୍ୱରରେ ୧୯୧ଟି ବେଆଇନ ଆପାର୍ଟମେଣ୍ଟ ଭଙ୍ଗାଯିବ । ବେଆଇନ ଆପାର୍ଟମେଣ୍ଟ ନିର୍ମାଣ ପ୍ରସଙ୍ଗରେ ବିଧାୟକ ରଣେନ୍ଦ୍ର ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତରରେ ଏହି ଭଳି ସୂଚନା…

ଏୟାରପୋର୍ଟରୁ ସୁନା ରୂପା ଜବତ ପରେ ଜିଏସଟି ଅଫିସରେ ସୁନା ଦୋକାନୀଙ୍କ ଭିଡ଼

ଜିଏସଟି ଅଫିସରେ ସୁନା ଦୋକାନୀଙ୍କ ଭିଡ଼ । ଗତକାଲି ଭୁବନେଶ୍ବର ଏୟାରପୋର୍ଟରୁ ୮୦ କେଜି ସୁନା ଓ ଅନ୍ୟ କଣ୍ଟେନରରେ ଦେଢ କ୍ବିଣ୍ଟାଲ ରୂପା ଜବତ ହେବା ପରେ ଆଜି ଜିଏସଟି ଅଫିସରେ ପହଞ୍ଚିଲେ ଏକାଧିକ ସୁନା ଦୋକାନୀ । ସେଠାରେ…

ନାମାଙ୍କନ ପ୍ରତ୍ୟାହାର କଲେ ଜଗନ୍ନାଥ

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ। ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ। ଏଥିସହ ନାମାଙ୍କନ ପ୍ରତ୍ୟାହାର ନେଇ ପ୍ରତିକ୍ରିୟା ରଖିଛନ୍ତି ଜଗନ୍ନାଥ ପ୍ରଧାନ । ଦଳୀୟ ନେତୃତ୍ୱଙ୍କ ନିଷ୍ପତ୍ତି ଅନୁସାରେ…

ସୁନ୍ଦରଗଡ଼ରେ ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ

ସାରା ରାଜ୍ୟରେ ସୁନ୍ଦରଗଡ଼ରେ ଡେଙ୍ଗୁ ଆକ୍ରାନ୍ତଙ୍କ ସବୁଠୁ ଅଧିକ। ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ବର୍ତ୍ତମାନ ସୁଦ୍ଧା ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଓ…