Category: ରାଜ୍ୟ

ଚାରିବର୍ଷରେ ଓଡ଼ିଶାର ରପ୍ତାନି ୪୦%ରୁ ଅଧିକ ହ୍ରାସ

ପରିବର୍ତ୍ତିତ ଭୌଗୋଳିକ ରାଜନୈତିକ ପରିସ୍ଥିତି ମଧ୍ୟରେ, ଏହି ସପ୍ତାହରେ ଆମେରିକା ଭାରତରୁ ଆସୁଥିବା ସାମଗ୍ରୀ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପୂର୍ବରୁ ମଧ୍ଯ ଓଡ଼ିଶାର ରପ୍ତାନି ପ୍ରଦର୍ଶନ ନିମ୍ନଗାମୀ ହୋଇଛି। କିଛିବର୍ଷ ପୂର୍ବେ ଦେଶର ଦ୍ରୁତତମ ଅଭିବୃଦ୍ଧିଶୀଳ ରପ୍ତାନି…

ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ଭିସୁଟ୍ ଛାତ୍ରଙ୍କ ମୃତଦେହ

ସମ୍ବଲପୁର ବୁର୍ଲା ଭିସୁଟ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ପଢୁଥିବା ଛାତ୍ରଙ୍କ ମୃତଦେହ। ତେବେ ମୃତ ଛାତ୍ର ଜଣକ ବୁର୍ଲା ଭିସୁଟର ମେକାନିକାଲ ଇଂଜିନିୟରିଂର ଶେଷ ବର୍ଷର…

ସୃଷ୍ଟି ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ…

ଟିଚର ଇଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ରାୟ ଦେଲେ ସୁପ୍ରିମକୋର୍ଟ

ଟିଚର ଇଲିଜିବିଲିଟି ଟେଷ୍ଟ (TET) ରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି । ଯେଉଁ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଚାକିରିରେ ଅଛନ୍ତି ସେମାନଙ୍କୁ ୨ ବର୍ଷରେ TET ପାସ୍‌ କରିବାକୁ ପଡ଼ିବ । ଯେଉଁ ଶିକ୍ଷକଙ୍କ…

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ…

ବାଦ୍ ପଡ଼ିଥିବା ୩୯ଟି ଅଞ୍ଚଳକୁ ଏନଏସି ଘୋଷଣା ନକଲେ ରାଜରାସ୍ତାକୁ ଓହ୍ଲାଇବୁ: ବିଜେଡି

ସ୍ୱାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଦ୍ୱାରା ୧୬ ନୂଆ ଏନଏସି ଓ ୭ଟି ମ୍ୟୁନିସିପାଲଟି ଘୋଷଣା କରାଯାଇଥିବା ବେଳେ, ବିଜେଡି ସରକାରଙ୍କ ଦ୍ୱାରା ଘୋଷିତ ୫୭ଟି ଏନଏସି ମଧ୍ୟରୁ ୩୯ଟି ଅଞ୍ଚଳକୁ କାର୍ଯ୍ୟକାରୀ ନକରିବା ଦୁର୍ଭାଗ୍ୟଜନକ ବୋଲି ବିଜୁ…

୮୦୦ ଏକର ଜାଗାରେ ତିଆରି ହେବ ନୂଆ ଭୁବନେଶ୍ୱର

୮୦୦ ଏକର ଜାଗାରେ ତିଆରି ହେବ ନୂଆ ଭୁବନେଶ୍ୱର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବାକୁ ରାଜ୍ୟ ସରକାର ଅନେକ କାର୍ଯ୍ୟକ୍ରମ…

ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ

ଶ୍ରୀମନ୍ଦିର ପରିସରରେ ଶିଶୁ ଏବଂ ମାଆଙ୍କ ପାଇଁ ଆରମ୍ଭ ହେଲା ସ୍ବତନ୍ତ୍ର ବ୍ୟବସ୍ଥା । ଶ୍ରୀମନ୍ଦିର ପରିସରରେ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ପାଇଁ ଆଉ କୌଣସି ଅସୁବିଧାର ସମ୍ମୁଖୀନ ହେବେନି ମାଆମାନେ । ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ…

ଚଳିତବର୍ଷ ଦୁର୍ଗା ପୂଜା ଭସାଣିରେ ବାଜିବ ନାହିଁ ଡିଜେ

ଚଳିତବର୍ଷ ଭୁବନେଶ୍ବର ଦୁର୍ଗା ପୂଜା ଭସାଣିରେ ବାଜିବନି ଡିଜେ । ଆଉ କିଛି ପରେ ଧରାପୃଷ୍ଠରେ ମାଆଙ୍କ ଆଗମନ ହେବାକୁ ଯାଉଛି। ସେଥିପାଇଁ ଚାରିଆଡେ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ କିପରି କରାଯିବ, ସେଥିପାଇଁ ପ୍ରଶାସନିକ ସ୍ତରରେ…

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ୍: ଉଷା ପାଢ଼ୀ

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ୍ । ଏ ନେଇ ସୂଚନା ଦେଇଛନ୍ତି ପରିବହନ ସଚିବ ଉଷା ପାଢ଼ୀ । ସେ କହିଛନ୍ତି ବିଶ୍ୱସ୍ତରୀୟ ସହର ହେବ ଭୁବନେଶ୍ୱର । ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ…