ରାଜ୍ୟ ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ February 7, 2025 Papirani ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି…
ରାଜ୍ୟ କ୍ଷମତା ଲୋଭ ଛାଡ଼ି ପାରିବେନି କି ସୁରେଶ ? February 7, 2025 Papirani ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଏବଂ କମିଶନର ସଦସ୍ୟ କିଏ ହେବେ ଏହାକୁ ନେଇ କଳ୍ପନାଜଳ୍ପନା ଜୋର ଧରିଥିବାବେଳେ ହଠାତ ଆବେଦନକାରୀଙ୍କ ତାଲିକା ସାର୍ବଜନୀନ ହେବାକୁ ନେଇ ଅନେକ ସନ୍ଦେହ ଉଙ୍କି ମାରିଛି । ପୂର୍ବରୁ କେବେ ଆବେଦନକାରୀଙ୍କ ତାଲିକା…
ରାଜ୍ୟ ମୋ ବସ୍ ଧକ୍କାରେ ୨ ଯୁବତୀ ଗୁରୁତର, କେବେ ମିଳିବ ମୋ ବସ୍ ଦୁର୍ଘଟଣାରୁ ତ୍ରାହି? February 6, 2025 Nirvay ମୋ ବସ୍ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ମୋ ବସ୍ ଧକ୍କାରେ ନାବଳିକାଙ୍କ ଜୀବନ ଚାଲିଯିବା ଘଟଣାକୁ ୨ ଦିନ ବିତିଥିବା ବେଳେ ପୁଣି ଦୁର୍ଘଟଣା ଘଟାଇଛି ମୋ ବସ୍ । ଚନ୍ଦ୍ରଶେଖରପୁର ବିଡିଏ ଛକରେ ଧକ୍କା ଦେଇଛି…
ରାଜ୍ୟ ଡମ୍ବରୁ ଧରି ଖଣ୍ଡଗିରି ମେଳାରେ ରାଣୀ ପ୍ରିୟଦର୍ଶିନୀ; ଘଉଡାଇଲେ ସାଧୁ February 6, 2025 Nirvay ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ରାଣୀ ପ୍ରିୟଦର୍ଶିନୀ। ଦୟା ନଦୀରେ ବୁଡ଼ ପକାଇ, ଡମ୍ବରୁ ଧରି ଗେରୁଆ ବସ୍ତ୍ର ପିନ୍ଧି, ଟିକା ତିଳକ ମାରି, ହର୍ ହର୍ ମହାଦେବ କହି ଖଣ୍ଡଗିରି ମେଳାରେ ନାଗା ସାଧୁଙ୍କ ଆଶୀର୍ବାଦ ନେବାକୁ ଯାଇ ତଡ଼ା…
ତାଜା ଖବର ରାଜ୍ୟ ବଦଳିବ ଭୂମିହୀନଙ୍କ ସଂଜ୍ଞା: ସୁରେଶ ପୂଜାରୀ February 6, 2025 Papirani ବଦଳିବ ଭୂମିହୀନଙ୍କ ସଂଜ୍ଞା । ଜାଗା ସରକାର ଦେବେ ବୋଲି ଆଜି କହିଛନ୍ତି ମନ୍ତ୍ରୀ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ସେଟଲମେଣ୍ଟ ଆକ୍ଟ ଅନୁଯାୟୀ ଜାଗା ମିଳିବ । ଉତ୍ତରାଧିକାରୀ ସୂତ୍ରରୁ ୪ ଡିସିମିଲରୁ କମ୍ ଥିଲେ…
ତାଜା ଖବର ରାଜ୍ୟ ନିଶା ନିବାରଣ କେନ୍ଦ୍ରରେ ଅନ୍ତେବାସୀଙ୍କ ସନ୍ଦେହଜନକ ମୃତ୍ୟୁ; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ February 6, 2025 Papirani ପୁଣି ଏକ ନିଶା ନିବାରଣ କେନ୍ଦ୍ର ବିରୋଧରେ ଆସିଲା ହତ୍ୟା ଅଭିଯୋଗ। ନିଶା ଛାଡ଼ିବା ପାଇଁ ନିଶା ନିବାରଣ କେନ୍ଦ୍ରରେ ଛାଡ଼ିଥିଲେ କିନ୍ତୁ ମିଳିଲା ମୃତ ଦେହ। ଭୁବନେଶ୍ୱର ଝାରପଡ଼ା ମହାଦେବ ନଗର ସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ରହସ୍ୟମୟ…
ତାଜା ଖବର ରାଜନୀତି ରାଜ୍ୟ ଅଶ୍ଲୀଳ ନୃତ୍ୟ ବନ୍ଦ ହେବା ପାଇଁ ହୋଇଥିବା ବାବୁ ସିଂଙ୍କ ଠେଙ୍ଗା ବାହିନୀକୁ ନେଇ ବୟାନବାଜି ଆରମ୍ଭ February 6, 2025 Papirani ଏକାମ୍ର ବିଧାୟକ ବାବୁ ସିଂହ ଗଠନ କରିଛନ୍ତି ଠେଙ୍ଗା ବାହିନୀ । ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନକୁ ରୋକିବା ପାଇଁ ବାବୁ ସିଂ ଗଢିଥିବା ଠେଙ୍ଗା ବାହିନୀକୁ ନେଇ ଏବେ ଆରମ୍ଭ ହୋଇଛି ବୟାନବାଜି । ଆଜି ବାବୁ ସିଂଙ୍କ…
ତାଜା ଖବର ରାଜ୍ୟ ଷୋଡ଼ଶ ଅର୍ଥ କମିଶନଙ୍କ ନିକଟରେ ଦାବି ରଖିଲେ ରାଜ୍ୟ ସରକାର February 6, 2025 Papirani ଷୋଡ଼ଶ ଅର୍ଥ କମିଶନଙ୍କ ସହ ରାଜ୍ୟ ସରକାରଙ୍କ ସହ ଶେଷ ହୋଇଛି ବୈଠକ । ଷୋଡ଼ଶ ଅର୍ଥ କମିଶନଙ୍କ ସହ ରାଜ୍ୟ ସରକାରଙ୍କ ବୈଠକରେ ବିଭିନ୍ନ ଦାବି ରଖିଥିବା ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାମ୍ବାଦିକ…
ତାଜା ଖବର ରାଜ୍ୟ ଚଳିତ ବର୍ଷ ହୋଇପାରିବ ନାହିଁ ମାଟ୍ରିକ ପ୍ରଶ୍ନପତ୍ର ଲିକ୍; ଜାଣନ୍ତୁ କଣ ନିଆଯାଇଛି ପଦକ୍ଷେପ February 6, 2025 Papirani ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ଏହା ପୂର୍ବରୁ ଆଜି ବୋର୍ଡ ପକ୍ଷରୁ ପ୍ରେସମିଟ୍ କରାଯାଇଛି । ସାମ୍ୱାଦିକ ସମ୍ମିଳନୀରେ ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା…
ତାଜା ଖବର ରାଜ୍ୟ ଲୋକଙ୍କ ସମସ୍ୟା ତ୍ବରିତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଲେ ସିଏମ୍ଓ February 6, 2025 Papirani ଜନଶୁଣାଣିର ଅଭିଯୋଗ ତୁରନ୍ତ ସମାଧାନ କରିବାକୁ ସିଏମ୍ଓରୁ ଚିଠି । ସିଏମ୍ଓ ପକ୍ଷରୁ ମୁଖ୍ୟ ଶାସନ ସଚିବ, ପୋଲିସ ଓ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଥିବା ସୂଚନା । ଅଭିଯୋଗ ପତ୍ର ଗୁଡ଼ିକର ତ୍ବରିତ ସମାଧାନ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।…