Category: ରାଜ୍ୟ

୨୦୨୭ ଶେଷ ସୁଦ୍ଧା ସରିବ ଭୁବନେଶ୍ଵର ମେଟ୍ରୋ ପ୍ରକଳ୍ପ କାମ

ବହୁତ ଶୀଘ୍ର ରାଜ୍ୟରେ ଚାଲିବ ମେଟ୍ରୋ ଟ୍ରେନ୍‌ । ଏ ନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ। ସେ କହିଛନ୍ତି ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱରରେ ସରିବ ମେଟ୍ରୋ ପ୍ରକଳ୍ପ କାମ। ଏହି ପ୍ରକଳ୍ପ ପାଇଁ…

ଓଡ଼ିଶା ସିଭିଲ୍ ସର୍ଭିସ୍ ପ୍ରିଲିମ୍ ପରୀକ୍ଷା ୨୦୨୩ ଡିସେମ୍ବର ୧୫ରେ ଅନୁଷ୍ଠିତ ହେବାର ସମ୍ଭାବନା

ଓଡ଼ିଶା ପବ୍ଲିକ ସର୍ଭିସ୍ କମିଶନ (ଓପିଏସସି) ବୁଧବାର ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମିନାରୀ ପରୀକ୍ଷା ୨୦୨୩-୨୪ପାଇଁ ସମ୍ଭାବ୍ଯ ତାରିଖ ଘୋଷଣା କରିଛି। ନୋଟିସ ଅନୁଯାୟୀ , ଓସିଏସ୍ ପ୍ରିଲିମିନାରୀ ପରୀକ୍ଷା ଡିସେମ୍ବର ୧୫,୨୦୨୪ ରବିବାର ଦିନ ଧାର୍ଯ୍ୟ କରାଯାଇଛି |ଓପିଏସସି ଏକ…

ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି

ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…

ମୋ ବସ୍‌ରେ ଲାଗିବ ସ୍ପିଡ୍ ଗଭର୍ଣ୍ଣର; ଏଥର ସାବାଡ୍ ହେବେ ଅମାନିଆ ଡ୍ରାଇଭର

ଦିନକୁ ଦିନ ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍‌ ଦୁର୍ଘଟଣା ଘଟାଇବା ନେଇ ଜନଅସନ୍ତୋଷ ବଢ଼ିବାରୁ ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ । ଏହି ସଂପର୍କରେ ଆଜି…

ଆରଡିସି ତଦନ୍ତ ପରିସରଭୁକ୍ତ ହେବେ କି ସିଏସଓ ଜ୍ଞାନେନ୍ଦ୍ର ମିଶ୍ର ?

କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କାର ଆମ୍ବ ଟାକୁଆ ଜାଉ ଭକ୍ଷଣ ଜନିତ ମୃତ୍ୟୁ ଘଟଣାର ତଦନ୍ତ କରିବେ ଆରଡିସି ବୋଲି ସରକାର ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି । ତେବେ କନ୍ଧମାଳ ସିଏସଓ ଜ୍ଞାନେନ୍ଦ୍ର ମିଶ୍ର ଓ ଯୋଗାଣ ଅଧିକାରୀଙ୍କୁ ଆରଡିସି ତଦନ୍ତ…

୭ ଦିନ ଭିତରେ ଲୋକଙ୍କୁ ମିଳିବ ବାତ୍ୟା କ୍ଷତିପୂରଣ ଟଙ୍କା: ରାଜସ୍ବ ମନ୍ତ୍ରୀ

୭ ଦିନ ଭିତରେ ଲୋକଙ୍କୁ ମିଳିବା ବାତ୍ୟା କ୍ଷୟକ୍ଷତି ଟଙ୍କା । ବାତ୍ୟା କ୍ଷତିପୂରଣ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇ କହିଛନ୍ତି । ସଂଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ଟଙ୍କା । ଏହାପରେ ୭…

ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣାରେ ପୁଣି ବର୍ଷିଲା ବିଜେଡି

କନ୍ଧମାଳରେ ଘଟିଥିବା ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣାକୁ ନେଇ ସରକାରଙ୍କୁ ପୁଣି ଟାର୍ଗେଟ୍ କଲା ବିଜେଡି । ଏକ ପ୍ରେସମିଟରେ ବିଜେଡି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ଖାଦ୍ୟ ଚାଉଳ ନ…

ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ; ଜୁନିୟର ଛାତ୍ରକୁ ରଡରେ ପିଟିଲେ ସିନିଅର

କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିଲେ ୫ ସିନିଅର । ଲୁହା ରଡରେ ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ମେଡିକାଲରେ ଛାତ୍ରକୁ ଭର୍ତ୍ତି କରାଯାଇଛି । ଏ ନେଇ ନେଇ…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ସକାଳୁ ଇଡକୋ ଜୁନିଅର ମ୍ୟାନେଜର(ସିଭିଲ୍) ବିଜୟ କୁମାର ଉଦୟସିଂହଙ୍କ ଘରେ ଚଢ଼ଉ କରାଯାଇଛି । ଖୋର୍ଦ୍ଧା, ଭୁବନେଶ୍ବର ଓ…