Category: ରାଜ୍ୟ

ଖୋଲିବ ସବୁ ପୁରୁଣା ମାମଲା: ପୃଥ୍ୱୀରାଜ ହରିଚନ୍ଦନ

ସ୍ୱର୍ଗତ ନବ ଦାସ ହତ୍ୟାକାଣ୍ଡର ପୁନଃ ତଦନ୍ତ କରିବେ ରାଜ୍ୟ ସରକାର ବୋଲି ଆଜି ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ସ୍ୱର୍ଗତ ନବ ଦାସ ହତ୍ୟା ମାମଲା ସହ ଥଣ୍ଡା ପଡ଼ିଥିବା…

ଏସ୍‌ସିବି ମେଡିକାଲରେ ୨ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ

କଟକରେ ଥିବା ଏସ୍‌ସିବି ମେଡ଼ିକାଲରେ ୨ ରୋଗୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ମେଡ଼ିକାଲକୁ ଚିକିତ୍ସିତ ହେବାକୁ ଆସିଥିବା ଜଣେ ଡାକ୍ତରଙ୍କ ମା’ ଓ ମାଇଁକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି…

ସ୍ଥଗିତ ହେଲା କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ

କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ କରିବାକୁ ନିର୍ଦ୍ଦେଶ । ହାଇକୋର୍ଟଙ୍କ ରୋକ୍‌ ଥିବାରୁ ଏବେ ନିର୍ବାଚନ ନକରିବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ସେଥିପାଇଁ ମଧ୍ୟ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଏବେ ନିର୍ବାଚନ ନକରିବାକୁ…

ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ: ପ୍ରଭାତୀ ପରିଡ଼ା

ସେପ୍ଟେମ୍ୱର ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କ ପାଇଁ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି ଖାଲି ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ ବୋଲି…

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ଦାବି କଲେ ଧର୍ମେନ୍ଦ୍ର

ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ…

ରଥ ଉପରେ ବଡ଼ ଠାକୁର ପଡ଼ିବା ଘଟଣାର ତଦନ୍ତ ଆରମ୍ଭ

ରଥଯାତ୍ରା ସମୟରେ ବଡ଼ ଠାକୁର ବଳଭଦ୍ର ରଥ ଚାରମାଳ ଉପରେ ମୁହଁ ମାଡି ପଡିଯାଇଥିଲେ। ରଥ ଉପରେ ଆବଶ୍ୟକଠାରୁ ଅଧିକ ଲୋକ ଥିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଏଭଳି ଅଘଟଣ ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଥିବାବେଳେ ଭକ୍ତଙ୍କ ଭାବନାକୁ କୁଠାରଘାତ…

ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ମିଶ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

ଅମାପ ସମ୍ପତ୍ତିର ମାଲିକ ତଥା ରାସ୍ତା ଓ ଗୃହ ନିର୍ମାଣ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଗିରଫ ହୋଇଛନ୍ତି । ସମ୍ପତ୍ତି ଦେଖିଲେ ତାଜୁବ ହେବେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଵିଭାଗ ଗିରଫ କରିଥିବା…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଆଜି ଜାତୀୟ ରାଜପଥ ନିର୍ମାଣ ନେଇ ସମୀକ୍ଷା ବୈଠକ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମୀକ୍ଷା ବୈଠକରେ ସାମିଲ ହେବେ। ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ବିଶେଷ…

ବାରରେ ନାଚି ପାରିବେନି ଯୁବତୀ

ଅସାମାଜିକଙ୍କ ଦୁର୍ବ୍ୟବହାର ଓ ଅଶ୍ଳୀଳ ଆଚରଣକୁ ନେଇ ବାର ଗର୍ଲଙ୍କ ଉପରେ କଟକଣା ଲାଗୁ ହୋଇଛି। ଅବକାରୀ ବିଭାଗ ଏହି କଟକଣା କରିଛି। ଆଉ ବାରରେ ନାଚି ପାରିବେନି ଯୁବତୀ । ବାର ଗର୍ଲଙ୍କୁ ନିର୍ଯ୍ୟାତନା ଓ ଗଣ୍ଡଗୋଳକୁ ନେଇ ଦୃଢ଼…

ବିଜେଡିର ଜନଜାଗରଣ ପ୍ରତିଶୃତି ହାସ୍ୟାସ୍ପଦ: ଡ. ଯତୀନ ମହାନ୍ତି

ନିର୍ଲଜତାର ସବୁ ସୀମା ପାର କରିଛି ବିଜେଡି । ହତାଶ ଏବଂ ପରାଜୟ ଗ୍ଲାନିରେ ନିରାଶ ଭାବକୁ ପ୍ରକାଶ କରିବା ପାଇଁ ଯେତେବେଳେ କୌଣସି ରାସ୍ତା ନଥାଏ, ସେତେବେଳେ ଏଭଳି ଔଷଧ ବିକଳରେ ତାଟିଆ କାମୁଡିବା ପ୍ରକୃତି ଦେଖାଯାଏ । ୨୫…