Category: ରାଜ୍ୟ

ସୃଷ୍ଟି ହେବନି ବାତ୍ୟାର ଆଖି: ମୃତ୍ୟୁଞ୍ଜୟ ମହାପାତ୍ର

ମାଡ଼ି ଆସୁଥିବା ଭୀଷଣ ବାତ୍ୟା ଦାନା ଆଖି ସୃଷ୍ଟି ହୋଇନି କି ହେବନି ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ବଡ଼ ବାତ୍ୟା ହେଲେ ଏହାର ଆଖି ସୃଷ୍ଟି ହୋଇଥାଏ। କିନ୍ତୁ ବାତ୍ୟା ଦାନା…

ବାତ୍ୟା ପାଇଁ ୧୯ଟି ଏନଡିଆରଏଫ୍ ୫୧ ଓଡ୍ରାଫ୍ ଟିମ୍‌ ମୁତୟନ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା ‘ଦାନା’ ସୃଷ୍ଟି ହୋଇଛି। ସମୁଦ୍ରରୁ ବଳ ଗୋଟାଇ ମାଡ଼ି ଆସୁଛି ଭୀଷଣ ବାତ୍ୟା ଦାନା । ଘଣ୍ଟାକୁ ୧୨ କିଲୋମିଟ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି ଦାନା ।…

ଲ୍ୟାଣ୍ଡଫଲ୍‌ ପରେ ସାମାନ୍ୟ ରିକର୍ଭ କରିପାରେ ବାତ୍ୟା “ଦାନା”

ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଲ୍ୟାଣ୍ଡଫଲ୍ କରିବା ପରେ ସାମାନ୍ୟ ଦିଗ ବଦଳାଇ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇ ପାରେ ବାତ୍ୟା “ଦାନା” । ଏନେଇ ସୂଚନା ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା…

ବାତ୍ୟା ପାଇଁ ବାଲେଶ୍ବରରେ ବସ୍ ଚଳାଚଳ ବନ୍ଦ

ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’ । ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡକୁ ମାଡିଆସୁଛି ଦାନା। ପାରାଦୀପଠାରୁ ୨୮୦ ଓ ଧାମରାଠାରୁ ୩୧୦କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ…

ମାଡିଆସୁଛି ସାମୁଦ୍ରିକ ଝଡ ‘ଦାନା’, ପାରାଦୀପରୁ ୨୮୦ କିମି ଦୂରରେ ବାତ୍ୟା

ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ ଦାନା। ୨୪ ତାରିଖ ବିଳମ୍ବିତ ରାତିରୁ ୨୫ ତାରିଖ ଭୋର ସୁଦ୍ଧା ବାତ୍ୟା ଭିତରକନିକା ଏବଂ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା। ଗୁରୁବାର ସକାଳ ୮ଟା ସୁଦ୍ଧା ବାତ୍ୟା…

‘ଦାନା’ ମୁକାବିଲା ପାଇଁ ୧୪ ଜିଲ୍ଲାର କଣ୍ଟ୍ରୋଲ ରୁମ୍ ସହ ଜରୁରୀକାଳୀନ ହେଲ୍ପଲାଇନ ନମ୍ବର ଜାରି

ଓଡ଼ିଶା ମୁହାଁ ବାତ୍ୟା ଦାନା । ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ସାଇକ୍ଲୋନ୍। ଆଜି ରାତି ଓ ୨୫ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା। ଭୀଷଣ ବାତ୍ୟା ଭାବରେ ଉପକୂଳ ଅତିକ୍ରମ କରିବ ‘ଦାନା’। ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ…

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଓ ୪ଜଣ ସଦସ୍ୟାଙ୍କୁ ବରଖାସ୍ତ କଲେ ରାଜ୍ୟ ସରକାର

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା । ରାଜ୍ୟର ସରକାର ଆଜି ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରିଛନ୍ତି । କମିଶନଙ୍କ ସହ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା…

ବାତ୍ୟା ପାଇଁ ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ…

ମାଡ଼ିଆସୁଛି ବାତ୍ୟା ଦାନା; ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ

ରାଜ୍ୟକୁ ମାଡିଆସୁଛି ବାତ୍ୟା ‘ଦାନା’ । ସମ୍ଭାବ୍ୟ ବାତ୍ୟା ପାଇଁ କଡା ସୁରକ୍ଷା ବଳୟରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ତେଣୁ ଦୁଇଦିନ ଅର୍ଥାତ୍ ୨୪ ଓ ୨୫ ତାରିଖ ବନ୍ଦ ରହିବ ନନ୍ଦନକାନନ । ଅନ୍ୟପଟେ ନନ୍ଦନକାନନର ସମସ୍ତ କର୍ମଚାରୀଙ୍କୁ…

ବାତ୍ୟା ଦାନା ପାଇଁ ଘୁଞ୍ଚିଲା ଓପିଏସସି ପରୀକ୍ଷା

ଘୁଞ୍ଚିଲା ରାଜ୍ୟରେ ୨୦୨୩ ବର୍ଷ ପାଇଁ ହେବାକୁଥିବା ଓପିଏସସି ପରିଚାଳିତ ଓସିଏସ୍ ପ୍ରିଲିମନାରୀ ପରୀକ୍ଷା । ଆସନ୍ତା ୨୭ ତାରିଖ ରବିବାରରେ ହେବାକୁ ଥିବା ଓଡିଶା ସିଭିଲ ସର୍ଭିସ ପରୀକ୍ଷା ବାତିଲ କରାଯାଇଛି। ବାତ୍ୟା ଦାନାକୁ ନେଇ ଓଡ଼ିଶା ଲୋକ ସେବା…