Category: ରାଜ୍ୟ

Vigilance Raids In Malkangiri: ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀ; ୪ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରି ସଦର ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ। ମାଲକାନଗିରି ଏବଂ ନବରଙ୍ଗପୁର…

Ex MLA Sanchita Mohanty Passes Away: ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ବାସଭବନରେ ଆଖି ବୁଜିଲେ ସଞ୍ଚିତା ମହାନ୍ତି । ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ…

Khordha Mahotsav 2025: ଖୋର୍ଦ୍ଧା ମହୋତ୍ସବ ୨୦୨୫ରେ ପ୍ରାୟ ୫୧୬ କୋଟି ଟଙ୍କାର ବ୍ୟୟ ବରାଦରେ ୩୯ଟି ପ୍ରକଳ୍ପର ଶୁଭରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି ଟଙ୍କାର…

Constitution In Santhali Language: ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଏହା ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଗର୍ବ ଏବଂ ଖୁସିର ବିଷୟ। ଭାରତର…

Atal Bihari Vajpayee’s Birth Anniversary: ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର, ଓୟୁଏଟି ସମ୍ମିଳନୀ କକ୍ଷରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ‘ସୁଶାସନ ଦିବସ’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି…

Jagannath Idol: ପୁରୀ ବେଳାଭୂମିକୁ ଭାସି ଆସିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି; ଭିଡ଼ିଓ ଭାଇରାଲ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଭିଡିଓଟି ପୁରୀ ବେଳାଭୂମି ବୋଲି ଜଣାପଡ଼ୁଛି । ଏହି ଦୃଶ୍ୟ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି। ସମୁଦ୍ର ଭିତରେ ମହାପ୍ରଭୁ…

Kandhamal Maoist Encounter: ସୁରକ୍ଷାକର୍ମୀଙ୍କ ଗୁଳିରେ ମାଓନେତା ଗଣେଶ ସମେତ ୪ ନିହତ

କନ୍ଧମାଳ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ । ଚକାପାଦ ଥାନା ଅଞ୍ଚଳରେ ଜଏଣ୍ଟ ଅପରେସନରେ ବଡ଼ ସଫଳତା । ଏନ୍‌କାଉଣ୍ଟରରେ ଟପ୍ ମାଓନେତା ଗଣେଶ ସମେତ ୪ ନିହତ । ସେଣ୍ଟ୍ରାଲ କମିଟି ମେମ୍ବର ୬୯ ବର୍ଷୀୟ ଗଣେଶ…

Chandbali Bandh: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା: ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ 

ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା। ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ ପାଳନ କରାଯାଉଛି। ନାବାଳିକା ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଆଜି ଦୁଇ ବିରୋଧୀ ଦଳ ବିଜେଡ଼ି ଏବଂ କଂଗ୍ରେସ ପୃଥକ ପୃଥକ ୬ ଘଣ୍ଟିଆ ବନ୍ଦ…

BJP Government: ତିନି ବେପାର ମାଲେମାଲ୍

ଓଡ଼ିଶାରେ କିଛି ବେପାର ଭଲ ଚାଲିଚି । ଯମିତି ଫାଷ୍ଟଫୁଡା ଟେକ୍ସଷ୍ଟାଇଲ ପାର୍କ ହେଇନପାରୁ ପଛେ ରାଜଧାନୀରେ ଅନେକ ଗୁଡିଏ ଖାଉଗଳି ଗଢ଼ିଉଠି ସାରିଚି । ସଞ୍ଜ ବେଳେ ଗଳି ଦେଇ ଗାଡ଼ି ନେଇଯିବା ଦହଗଞ୍ଜର କାମ। ୧୦ଟା ବେଳକୁ ପ୍ରାୟ…

Economic Region In Odisha: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍

ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ…