Category: ରାଜ୍ୟ

ଭିଜିଲାନ୍ସ ପଞ୍ଝାରେ ଗୋଲାମୁଣ୍ଡା ବ୍ଲକ ବିଡିଓ

ସରକାରୀ ଅଧିକାରୀ ଲାଞ୍ଚ ନେଇ ଧରାପଡ଼ିବା ନିତିଦିନିଆ ଘଟଣା ହୋଇଗଲାଣି। କାଲି ଜଟଣୀ ବ୍ଲକ ସହାକାରୀ ଯନ୍ତ୍ରୀ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଥିବା ବେଳେ ଆଜି ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ଗୋଲାମୁଣ୍ଡା ବ୍ଲକ ବିଡିଓ ଅକ୍ଷାମିତା କାର୍ତ୍ତିକ। ଭବାନୀପାଟଣାରୁ…

ବିଜେଡିର ଆରୋପ; ବିଜେପି ପ୍ରଲୋଭନରେ ଦଳ ଛାଡ଼ିଛନ୍ତି ମମତା

ନିଜର ବ୍ୟକ୍ତିଗତ ସ୍ୱାର୍ଥ ହାସଲ ଲକ୍ଷ୍ୟରେ ଚଞ୍ଚକତା କରି ବିଜେଡ଼ି ତଥା ରାଜ୍ୟସଭାର ସଦସ୍ୟ ପଦରୁ ମମତା ମହାନ୍ତ ଇସ୍ତଫା ଦେଇଛନ୍ତି ବୋଲି ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପୂର୍ବତନ ମନ୍ତ୍ରୀ, ପୂର୍ବତନ ରାଜ୍ୟସଭା ସାଂସଦ…

ବିଜେପିରେ ଯୋଗଦେଲେ ମମତା ମହନ୍ତ 

ଆଜି ଦିଲ୍ଲୀରେ ବିଜେପିରେ ଯୋଗଦେଇଛନ୍ତି ମମତା ମହନ୍ତ । କାଲି ରାଜ୍ୟସଭା ସାଂସଦ ପଦ ଓ ବିଜେଡି ଦଳରୁ ଇସ୍ତଫା ଦେଇଥିଲେ ମମତା ମହନ୍ତ । ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ଆଜି ସାମିଲ ହୋଇଛନ୍ତି…

ପିସିସି ସଭାପତିଙ୍କ ନାମ ଘୋଷଣା ପାଇଁ କଂଗ୍ରେସ ହାଇକମାଣ୍ଡଙ୍କୁ ଜୟଦେବଙ୍କ ଚିଠି

ଓଡ଼ିଶାରେ ତୁରନ୍ତ ପିସିସି ସଭାପତିଙ୍କ ନାମ ଘୋଷଣା କରିବା ପାଇଁ ଖଡ଼ଗେ, ରାହୁଲ ଓ ସୋନିଆଙ୍କୁ ଚିଠି ଲେଖିଲେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା । କଂଗ୍ରେସ ନେତାଙ୍କୁ ଏକଜୁଟ କରିବାକୁ ସହ ଯିଏ ଦଳକୁ ଆଗକୁ ନେବେ, ତାଙ୍କୁ…

ସାମ୍ବାଦିକା ମଧୁମିତା ଆତ୍ମହତ୍ୟା ଘଟଣାରେ ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଲା ପୋଲିସ

ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଘଟଣାରେ ଅଧିକ ତଥ୍ୟ ହାସଲ କରିବା ପାଇଁ ଅଭିଯୁକ୍ତ ସ୍ୱାମୀ ଶ୍ରୀଧର ଜେନାଙ୍କୁ ରିମାଣ୍ଡରେ ଆଣିଲା ପୋଲିସ । ଦିନିକିଆ ରିମାଣ୍ଡରେ ଆଣି ଘର ସର୍ଚ୍ଚ କରିବା ପାଇଁ ଅଭିଯୁକ୍ତ ଶ୍ରୀଧରଙ୍କୁ ଧଉଳି ପୋଲିସ ଆଣିଥିବା…

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହେଲେ ଅପରାଜିତା ଷଡ଼ଙ୍ଗୀ

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପବ୍ଲିକ ଆକାଉଣ୍ଟ ସଂସଦୀୟ କମିଟିରେ ଉଭୟ ସଦନ ରାଜ୍ୟସଭା ଓ ଲୋକସଭାରେ ମୋଟ୍ ୧୫ ଜଣ ସଦସ୍ୟ ନିର୍ବାଚିତ ହୋଇଥିବା ବେଳେ ସେଥିମଧ୍ୟରୁ…

୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ…

ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଉଦ୍ଧାର ହେଲେ ମହିଳା

ମହାନଦୀରେ ପ୍ରାୟ ୫୦ କିଲୋମିଟର ଭାସି ଆସିଲେ ମହିଳା। ଛତିଶଗଡ଼ ପୁରଥରୁ ମହାନଦୀ ପାଣିରେ ଭାସି ଆସି ସୁରକ୍ଷିତ ଅବସ୍ଥାରେ ଝାରସୁଗୁଡ଼ା ପଲସଦାରୁ ଉଦ୍ଧାର ହେଇଛନ୍ତି। ପଲସଦାଠାରେ ମତ୍ସ୍ୟଜୀବୀମାନଙ୍କ ଦ୍ୱାରା ମହିଳାଙ୍କୁ ଉଦ୍ଧାର କରାଯାଇଛି। ତେବେ ମହିଳା ଜଣଙ୍କ କିଏ ଓ…

ପିସିସି ସଭାପତି ରେସରେ ତାରା ବାହିନୀପତି

କିଏ ଧରିବେ ଓଡ଼ିଶାରେ କଂଗ୍ରେସ ନେତୃତ୍ବର ମଙ୍ଗ । ଏ ନେଇ ଦିଲ୍ଲୀରେ ଅଙ୍କକଷା ଆରମ୍ଭ ହୋଇଛି । କାହା ନେତୃତ୍ବରେ ଓଡ଼ିଶାରେ କଂଗ୍ରେସ କେତେ ଲାଭବାନ ହେବ। କଂଗ୍ରେସ ହାଇକମାଣ୍ଡ ଏମିତି ଜଣେ ନେତାଙ୍କୁ ପିସିସି ଗାଦିରେ ବସାଇବାକୁ ଚାହୁଁଛନ୍ତି…

ପିଏମ ଫସଲ ବୀମା ଆବେଦନ ଅବଧି ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ବଢ଼ିଲା

ଚଳିତ ଖରିଫ ଋତୁ ପାଇଁ ପିଏମ ଫସଲ ବୀମା ଯୋଜନା (ପିଏମଏଫବିୱାଇ) ଅଧିନରେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଜୁଲାଇ ୩୧ ଶେଷ ତାରିଖ ଥିଲାବେଳେ ଆଉ ୧୦ ଦିନ ବୃଦ୍ଧି ନେଇ ନିର୍ଦ୍ଦେଶନାମା ଜାରି…