ରାଜନୀତି ରାଜ୍ୟ ପିସିସି ସଭାପତି ରେସରେ ତାରା ବାହିନୀପତି August 1, 2024 Nirvay କିଏ ଧରିବେ ଓଡ଼ିଶାରେ କଂଗ୍ରେସ ନେତୃତ୍ବର ମଙ୍ଗ । ଏ ନେଇ ଦିଲ୍ଲୀରେ ଅଙ୍କକଷା ଆରମ୍ଭ ହୋଇଛି । କାହା ନେତୃତ୍ବରେ ଓଡ଼ିଶାରେ କଂଗ୍ରେସ କେତେ ଲାଭବାନ ହେବ। କଂଗ୍ରେସ ହାଇକମାଣ୍ଡ ଏମିତି ଜଣେ ନେତାଙ୍କୁ ପିସିସି ଗାଦିରେ ବସାଇବାକୁ ଚାହୁଁଛନ୍ତି…
ତାଜା ଖବର ରାଜ୍ୟ ପିଏମ ଫସଲ ବୀମା ଆବେଦନ ଅବଧି ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ବଢ଼ିଲା July 31, 2024 Nirvay ଚଳିତ ଖରିଫ ଋତୁ ପାଇଁ ପିଏମ ଫସଲ ବୀମା ଯୋଜନା (ପିଏମଏଫବିୱାଇ) ଅଧିନରେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଜୁଲାଇ ୩୧ ଶେଷ ତାରିଖ ଥିଲାବେଳେ ଆଉ ୧୦ ଦିନ ବୃଦ୍ଧି ନେଇ ନିର୍ଦ୍ଦେଶନାମା ଜାରି…
ତାଜା ଖବର ରାଜ୍ୟ ଅଗଷ୍ଟ ୫ରେ ପ୍ରକାଶ ପାଇବ ପିଜି ମେରିଟ୍ ଲିଷ୍ଟ July 31, 2024 Nirvay ପିଜି ନାମଲେଖା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଗଷ୍ଟ ୫ ଅପରାହ୍ନ ୪ଟାରେ ପିଜି ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୫ରୁ ୧୨ ତାରିଖ ମଧ୍ୟରେ ଚଏସ୍ ଫିଲିଂ ହେବ । ଅଗଷ୍ଟ ୨୦…
ତାଜା ଖବର ରାଜ୍ୟ ସାଂଘାତିକ ଅଭିଯୋଗ: ନିବେଦିତା ମାଡାମଙ୍କ ବିନା ଅନୁମତିରେ କିଛି କାମ ହୁଏନି July 31, 2024 Nirvay ଭିଜିଲାନ୍ସ ପଞ୍ଝାରେ ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି। ମଙ୍ଗଳବାର ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ଶ୍ରୀମତୀ ମହାନ୍ତିଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ବିଲ୍ ପାସ କରିଦେବା…
ତାଜା ଖବର ରାଜନୀତି ରାଜ୍ୟ ଦୁର୍ନୀତି ଅଭିଯୋଗରେ ଦୁଇଟି ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର July 31, 2024 Papirani ରାଜ୍ୟରେ ଦୁର୍ନୀତି ଅଭିଯୋଗରେ ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମକୁ ଭାଙ୍ଗିଲେ ରାଜ୍ୟ ସରକାର। ଏଣିକି ରାଜ୍ୟ ସରକାର ଦୁଇଟି ବୋର୍ଡର ବ୍ୟାପାର ବୁଝିବେ ବୋଲି ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ତାଜା ଖବର ଦେଶ ରାଜନୀତି ରାଜ୍ୟ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ July 31, 2024 Papirani ୨୦୨୦ ମସିହାରେ ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦ ଓ ବିଜେଡି ଦଳରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା ଦେଇଥିବା ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ରାଜ୍ଯସଭାରେ ନବୀନଙ୍କ ନୀତିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ July 31, 2024 Papirani ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ରାଜ୍ଯସଭାରେ ବିରୋଧୀ ଦଳ ଆଗୁଆ ସୂଚନା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ଏହାର ଉତ୍ତରରେ ୱାୟନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ…
ତାଜା ଖବର ରାଜ୍ୟ ମୃତକ ଓ ନିଖୋଜଙ୍କ ପରିବାରର ସହାୟତା ପାଇଁ ୱାୟନାଡ଼ ଗଲେ ଦୁଇ ଓଡ଼ିଆ ଅଧିକାରୀ July 31, 2024 Papirani କେରଳର ଭୂସ୍ଖଳନରେ ଓଡ଼ିଆ ଡାକ୍ତର ମୃତକ ଓ ନିଖୋଜଙ୍କ ପରିବାରକୁ ସହାୟତା ପାଇଁ ୱାୟନାଡ଼ ଗଲେ ଦୁଇ ଓଡ଼ିଆ ଅଧିକାରୀ । ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ ୱାୟନାଡ଼କୁ ପଠାଯାଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
ତାଜା ଖବର ଦେଶ ରାଜନୀତି ରାଜ୍ୟ କେରଳର ଭୂସ୍ଖଳନରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ July 31, 2024 Papirani କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନରେ ନିଖୋଜ ଦୁଇ ଓଡ଼ିଆ ଡାକ୍ତରଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କର ମୃତ୍ୟୁ ଖବର ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ତାଙ୍କ…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ପରିଚାଳନାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ପରିଚାଳନା କମିଟିର ହେବ ନବକଳେବର July 31, 2024 Papirani ଚଳିତ ବର୍ଷ ଅଗଷ୍ଟ ମାସରେ ବର୍ତ୍ତମାନର ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ସରିବ। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପରିଚାଳନାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ଚାଳିତବର୍ଷ ଶ୍ରୀମନ୍ଦିର ପରିଚାଳନା କମିଟିର ନବକଳେବର ହେବ ବୋଲି ଆଇନ ବିଭାଗ ପକ୍ଷରୁ…