ତାଜା ଖବର ରାଜନୀତି ରାଜ୍ୟ ବିଜେଡି ସରକାରକୁ ଫେରିବା ଅବାସ୍ତବ କଥା: ବଦ୍ରୀପାତ୍ର November 21, 2024 Papirani ପୁଣି ବିଜେଡି ଫେରିବା ବୟାନବାଜିକୁ ନେଇ ଓଡ଼ିଶା ରାଜନୀତି ସରଗରମ ହୋଇଛି। ବିଜେଡିର ବହୁ ବରଷ୍ଠେ ନେତା, ନବୀନ ପଟ୍ଟନାୟକ ପୁଣି କ୍ଷମତାକୁ ଫେରିବେ ବୋଲି କହୁଛନ୍ତି। ତେବେ ଏହାକୁ ନେଇ ମୁହଁ ଖୋଲିଛନ୍ତି ଘସିପୁରା ବିଧାୟକ ତଥା ଦଳର ବରିଷ୍ଠ…
ତାଜା ଖବର ବ୍ୟବସାୟ ରାଜ୍ୟ ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲରେ ସିଏମସିର ଚଢାଉ November 21, 2024 Papirani କଟକ ବାଲିଯାତ୍ରାରେ କଟକ ମହାନଗର ନିଗମର ସିଏମସି ପକ୍ଷରୁ ଚାଲିଛି ଚଢାଉ । ବାଲିଯାତ୍ରାକୁ ସ୍ୱଚ୍ଛ ଓ ପ୍ରଦବୂଷଣ ମୁକ୍ତ କରିବାକୁ ଜାରି ରହିଛି ପ୍ରଶାସନର ପ୍ରୟାସ । ଏହି ପରିପ୍ରେକ୍ଷୀରେ ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇଛି…
ତାଜା ଖବର ଦେଶ ରାଜ୍ୟ ନୂଆଦିଲ୍ଲୀରେ ଡାକ୍ତର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳିତ November 21, 2024 Papirani ଜାତୀୟ ସ୍ତରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଡାକ୍ତର ହରେକୃଷ୍ଣ ମହତାବ ୧୨୫ତମ ଜନ୍ମ ବାର୍ଷିକ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗ…
ତାଜା ଖବର ରାଜ୍ୟ ଅଙ୍ଗନବାଡ଼ି କେନ୍ଦ୍ରରେ ପୋକ ସାଲୁବାଲୁ ଛତୁଆ ଘଟଣା: ଛତୁଆ ପ୍ରସ୍ତୁତକାରୀ ସଂସ୍ଥାକୁ ଏତେ ଅନୁକମ୍ପା କାହିଁକି ? November 21, 2024 Papirani ଅଙ୍ଗନବାଡ଼ି କେନ୍ଦ୍ରରେ ପୋକ ସାଲୁବାଲୁ ଛତୁଆ ଯୋଗାଣ ଓ ବଣ୍ଟନକୁ ନେଇ ଗତ ଏକମାସ ପୂର୍ବେ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିବା ଏବଂ ଅଭିଯୋଗ ଉପରେ ତଦନ୍ତ ସାରିଥିଲେ ମଧ୍ୟ ଯୋଗାଣକାରୀ ସଂସ୍ଥା ଅଥବା ବିଭାଗୀୟ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ…
ତାଜା ଖବର ରାଜ୍ୟ ଡ଼ଃ ହରେକୃଷ୍ଣ ମହତାବଙ୍କ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କରାଗଲା ମାଲ୍ୟାର୍ପଣ November 21, 2024 Papirani ଜନ୍ମବାର୍ଷିକୀ ଅବସରରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ…
ତାଜା ଖବର ରାଜ୍ୟ ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା November 21, 2024 Papirani ସୁଭଦ୍ରା ଯୋଜନାକୁ ନେଇ ଆଜି ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ରାଜ୍ୟର ସମସ୍ତ ଆଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କୁ ଡିସେମ୍ବର ସୁଦ୍ଧା…
ତାଜା ଖବର ରାଜ୍ୟ ବିରଜା ହାଟ ସ୍ଥାନାନ୍ତରକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ; ହାଟକୁ ସାମୟିକ ଭାବେ ବନ୍ଦ କଲା ପ୍ରଶାସନ November 21, 2024 Papirani ଯାଜପୁରରେ ଗତକାଲି ବିଧାୟକଙ୍କୁ ଆକ୍ରମଣ ପରେ ଆଜି ବିରଜା ହାଟର ପୁନଃଅବସ୍ଥାନକୁ ନେଇ ସପକ୍ଷ ଏବଂ ବିପକ୍ଷବାଦୀ ମୁହାଁମୁହିଁ ହୋଇଛନ୍ତି ।ଗୋଟିଏ ଗୋଷ୍ଠୀ ହାଟକୁ ପୁରୁଣା ସ୍ଥାନରେ ରଖିବାକୁ ଦାବି କରୁଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀ ନୂଆ ସ୍ଥାନରେ ହାଟ…
ତାଜା ଖବର ରାଜ୍ୟ ସୂରଜଙ୍କୁ ଫୁଲ୍ କ୍ରେଡିଟ୍ ନେବାକୁ ଦେଲେନି ସଂଜୟ November 21, 2024 Papirani ଆସନ୍ତାବର୍ଷ ଫେବୃଆରୀ ୯ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଆଉ ଅନେକ ବର୍ଷ ପରେ ଦିନିକିଆ ମ୍ୟାଚ୍ ବା ଓ୍ୱାନ ଡେ ମ୍ୟାଚ ଆମର ଖେଳା ଯିବାକୁ ଯାଉଛି…
ତାଜା ଖବର ରାଜ୍ୟ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ; ଜଣେ ମାଓବାଦୀ ମୃତ, ଜଣେ ଯବାନ ଆହତ November 21, 2024 Papirani ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଆଜି ସକାଳୁ ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲ୍ଲା ଏମ୍ ଭି-୭୯ ଥାନା ଅନ୍ତର୍ଗତ ଜିନ୍ଦେଲଗୁଡା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ…
ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ November 20, 2024 Nirvay ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ସୂଚନା ଓ ଲୋକସମ୍ପର୍କ ବିଭାଗର ସହଯୋଗରେ ଆସନ୍ତା ନଭେମ୍ବର ୨୧ ତାରିଖ ଠାରୁ ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ…