ତାଜା ଖବର ରାଜନୀତି ରାଜ୍ୟ Indian Road Congress: ଆଜିଠୁ ରୋଡ୍ କଂଗ୍ରେସ ମହାକୁମ୍ଭ ଆରମ୍ଭ November 6, 2025 Papirani ଆଜିଠୁ ଜନତା ମୈଦାନରେ ରୋଡ୍ କଂଗ୍ରେସ ମହାକୁମ୍ଭ ।୮୪ତମ ଅଧିବେଶନରେ ଅଂଶଗ୍ରହଣ କରିବେ ୩ହଜାରରୁ ଅଧିକ ପ୍ରତିନିଧି । ଶୁକ୍ରବାର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ମୁଖ୍ୟମନ୍ତ୍ରୀ । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଠାରୁ…
ରାଜ୍ୟ RI Exam in Odisha: ଆରଆଇ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ November 6, 2025 Nirvay ଆଜି ରାଜ୍ୟରେ ରାଜସ୍ୱ ନିରୀକ୍ଷକ ଓ ଅମିନ ପରୀକ୍ଷା ଅନୁଷ୍ଠିତ ହେଉଛି । ହେଲେ ଆରମ୍ଭରୁ ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ ଦେଖାଦେଇଛି । ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ହେବା ଦ୍ୱାରା ପରୀକ୍ଷାର୍ଥୀମାନେ ବିଳମ୍ବରେ କେନ୍ଦ୍ର ଭିତରକୁ ଯାଇଛନ୍ତି…
ରାଜନୀତି ରାଜ୍ୟ Congress Manifesto: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ November 6, 2025 Nirvay ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ନିର୍ବାଚନୀ ଇସ୍ତାହାରରେ ନୂଆପଡାର ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଶିଳ୍ପ ପ୍ରତିଷ୍ଠା, ଶୀତଳ ଭଣ୍ଡାର ନିର୍ମାଣ, ତିଖାଲି ପ୍ରକଳ୍ପ ଉନ୍ନତିକରଣ, ପତୋରା ଡ୍ୟାମ ଉନ୍ନତିକରଣ, କୃଷିର ଉନ୍ନତିକରଣ,…
ରାଜ୍ୟ Bali Jatra 2025: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା November 5, 2025 Nirvay ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୋଇତରେ ଆସି ବାଲିଯାତ୍ରାର ଉଦ୍ଘାଟନ କରିଛନ୍ତି । ବାଲିଯାତ୍ରା ଉଦଘାଟନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମହାନଦୀ ତଟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରୁ…
ରାଜ୍ୟ Boita Bandana Utsav: ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ November 5, 2025 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା ସମ୍ପର୍କରେ ଆଲୋକପାତ କରିଛନ୍ତି ଏବଂ ରାଜ୍ୟର ଅର୍ଥନୈତିକ…
ରାଜନୀତି ରାଜ୍ୟ Nuapada Bye-Election: ବିଜେପିର ଶାଢ଼ୀ ଓ ଟଙ୍କା ବଣ୍ଟା ନେଇ ଅଭିଯୋଗ କଲା କଂଗ୍ରେସ November 5, 2025 Nirvay ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ବିଜେପି କର୍ମୀଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରି ଓଡ଼ିଶା ପ୍ରଦେଶ କଂଗେସ ପକ୍ଷରୁ ଏକ ୫ ଜଣିଆ ମହିଳା ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ତଥ୍ୟ…
ରାଜ୍ୟ Debi Ratha Death: ଯାତ୍ରା କଳାକାର ଦେବୀ ରଥଙ୍କ ମୃତ୍ୟୁକୁ ନେଇ ପୁଅ ଆଣିଲେ ଗୁରୁତର ଅଭିଯୋଗ November 5, 2025 Nirvay ଯାତ୍ରା କଳାକାର ଦେବୀ ରଥଙ୍କ ମୃତ୍ୟୁକୁ ନେଇ ପୁଅ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ପାରାଦୀପ ଗଡ଼ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶୋଭାଯାତ୍ରା ସମୟରେ ବିଳମ୍ବିତ ରାତ୍ରିରେ ଡିଜେର ବିକଟାଳ ଶବ୍ଦରେ ତାଙ୍କ ବାପାଙ୍କ ଜୀବନ ଚାଲିଗଲା…
ରାଜନୀତି ରାଜ୍ୟ Nuapada Campaign: ଆସନ୍ତା ୭ ତାରିଖରେ ପୁଣି ନୂଆପଡା ଯିବେ ନବୀନ ପଟ୍ଟନାୟକ November 5, 2025 Nirvay ଆସନ୍ତା ୭ ତାରିଖରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ଖରିଆର ରୋଡ୍ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ । ୭ ତାରିଖରେ ନବୀନ ଦ୍ଵିତୀୟ…
ରାଜନୀତି ରାଜ୍ୟ Nuapada Campaign: କାଲି ନୂଆପଡ଼ାରେ ପ୍ରଚାର କରିବେ ୨ ମୁଖ୍ୟମନ୍ତ୍ରୀ November 5, 2025 Nirvay ଆସନ୍ତାକାଲି ନୂଆପଡ଼ାରେ ପ୍ରଚାର କରିବେ ଦୁଇ ମୁଖ୍ୟମନ୍ତ୍ରୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଆସନ୍ତାକାଲି ପ୍ରଚାର କରିବେ । ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା କୋମନାରେ…
ରାଜ୍ୟ Debi Prasad Ratha Dies: ଆରପାରିରେ ଯାତ୍ରା ଜଗତର ଚର୍ଚ୍ଚିତ ଅଭିନେତା-ନିର୍ଦ୍ଦେଶକ ଦେବୀ ପ୍ରସାଦ ରଥ November 5, 2025 Nirvay ଆରପାରିରେ ଯାତ୍ରା ଜଗତର ଚର୍ଚ୍ଚିତ ଅଭିନେତା-ନିର୍ଦ୍ଦେଶକ ଦେବୀ ପ୍ରସାଦ ରଥ । ଆଜି ନିଜ ଘର ପାରାଦୀପଗଡ଼ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଡିଜେ ସାଉଣ୍ଡ ପାଇଁ…