Category: ରାଜ୍ୟ

ଭିତର ରତ୍ନଭଣ୍ଡାରର ସମସ୍ତ ଅଳଙ୍କାର ହେଲା ସ୍ଥାନାନ୍ତରଣ

ସବୁ ପ୍ରତୀକ୍ଷାର ଘଟିଲା ଅନ୍ତ । ଭିତର ରତ୍ନଭଣ୍ଡାରର ସମସ୍ତ ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ସ୍ଥାନାନ୍ତରଣ କଲା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ବାହାରକୁ ଆସିଲା…

ନବୀନ ପଟ୍ଟନାୟକଙ୍କ ଛାୟା କ୍ୟାବିନେଟକୁ ହାସ୍ୟାସ୍ପଦ ବୋଲି କହିଲେ ସମୀର ଦାଶ

ନବୀନ ପଟ୍ଟନାୟକ ଗଠନ କରିଥିବା ଛାୟା କ୍ୟାବିନେଟକୁ ନେଇ ବିଜେପି ଟାର୍ଗେଟ କରିବାରେ ଲାଗିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ତେର୍ଚ୍ଛା ନିଶାନା ଦେଇ କହିଛନ୍ତି ନବୀନ ସରକାରରେ…

ଏଏସ୍ଓଙ୍କୁ ମାଡମାରିବା ଘଟଣା: ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

ଦିନକୁ ଦିନ ଘନେଇବାରେ ଲାଗିଛି ଏଏସ୍ଓ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ବିବାଦ । ରାଜ୍ଯପାଳଙ୍କ ପୁଅଙ୍କ ଦ୍ବାରା ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ନେଇ ବିଜୁ ଯୁବ ଓ ଛାତ୍ର ଜନତା…

ଯାଜପୁରର ବିଭିନ୍ନ ଖଣି ଖାଦାନ ଉପରେ ରାଜ୍ୟ ଖଣି ବିଭାଗର ଚଢ଼ାଉ

ଆଜି ଖଣି ଦୁର୍ନୀତି ଅଭିଯୋଗରେ ଯାଜପୁରର ଧର୍ମଶାଳାରେ ବିଭିନ୍ନ ଖଣି ଓ ପଥର ଖାଦାନା ଉପରେ ଏକ ବଡ଼ ଧରଣର ଚଢାଉ କରିଛି ରାଜ୍ଯ ଖଣି ବିଭାଗ। ପୂର୍ବ ବିଜେଡି ସରକାର ସମୟରେ ଖଣି କାରବାରରେ ଅନିୟମିତତା ହୋଇଥିବା ଧର୍ମଶାଳା ବିଧାୟକ…

ପିଏମ୍ଓ ନିର୍ଦ୍ଦେଶକୁ ଅଣଦେଖା: ୮ ବର୍ଷ ହେଲା ଦୁର୍ଗନ୍ଧମୟ ପରିବେଶରେ ରହୁଛନ୍ତି ଭିଏଏନଗର କଲୋନୀବାସୀ

ବର୍ଷେ କି ଦୁଇବର୍ଷ ନୁହେଁ ୮ ବର୍ଷ ଧରି ଦୂର୍ଗନ୍ଧମୟ ପରିବେଶରେ କଲବଲ ହେଉଛନ୍ତି ଭିଏସ୍ଏସ୍ ନଗର ହାଉସିଂ ବୋର୍ଡ କଲୋନୀ ବାସିନ୍ଦା । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସମସ୍ୟା ସମାଧାନ ପାଇଁ ନିର୍ଦେଶ…

ଆକ୍ସନ ମୋଡ଼ରେ ମୋହନ ସରକାର: ବୁଲିଲା ବୁଲଡୋଜର

ଜବରଦଖଲ ଉଛେଦ ନେଇ ଆକ୍ସନ ମୋଡ଼କୁ ଆସିଛନ୍ତି ମୋହନ ସରକାର । ଝାରସୁଗୁଡ଼ା ବନ୍ଧବାହାଲରେ ପ୍ରଥମ ବୁଲଡୋଜର ଭୁଲିଛି । ଆପରାଧିକ ମାମଲାରେ ଜଡ଼ିତ ଥିବା ବ୍ୟକ୍ତିଙ୍କ ଦୋକାନ ଭଙ୍ଗା ହୋଇଛି। ମାଂସ ଦୋକାନ, ଗ୍ୟାରେଜ ଓ ରାସନ ଦୋକାନରେ ବୁଲଡୋଜର…

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଏତଲା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ମଧ୍ୟ ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବିପୂରଣ…

ବଡ଼ ଘୋଷଣା: ବନ୍ଦ ହେବନି ଆହାର ଯୋଜନା

ଆହାର ଯୋଜନା ବନ୍ଦ କରାଯିବନି କହିଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର ପ୍ରତି ଲୋକଙ୍କ ଆଗ୍ରହ ଅଛି, ତେଣୁ ସେଥିପ୍ରତି ଗୁରୁତ୍ବ ଦିଆଯାଉଛି। ଆହାର ନାଁ ପରିବର୍ତ୍ତନ ନେଇ ପରବର୍ତ୍ତୀ ସମୟରେ ସମୀକ୍ଷା ହେବ। କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨ ଦିନରେ…

ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକକୁ ନା

ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍ ଉପରେ ବ୍ୟାନ ଲଗାଯାଇଛି। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀ ସଂପୂର୍ଣ୍ଣ ନିଷେଧ ହୋଇଛି। ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ କାଉଡିଆମାନେ ଶ୍ରାବଣ ମାସ ସୋମବାରରେ…