Category: ରାଜ୍ୟ

ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିଲେ ଗଜପତି ମହାରାଜା। ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖାଯାଇଛି। ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ। ମୂଲ୍ୟବାନ ସାମଗ୍ରୀ…

ଅଧ୍ଯକ୍ଷଙ୍କ ଲୋକ ଟେଣ୍ଡର ନପାଇବାରୁ ବାତିଲ ହେବ ବିଜୁ ସଭାଘର ?

ନବୀନ ସରକାରରେ କିଭଳି ଟେଣ୍ଡର ଫିଲିଂ ହେଉଥୁଲା, ଭାତ ହାଣ୍ଡିରୁ ଗୋଟିଏ ଚିପିଲା ପରି ଏଠାରେ ଗୋଟିଏ ଉଦାହରଣ ଦେଲେ ଯଥେଷ୍ଟ ହେବ । ପିସି ବନ୍ଦ କରିବା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆହ୍ବାନ ଦେବା ପରେ ପିସି…

ଭିତର ରତ୍ନଭଣ୍ଡାରକୁ ପ୍ରବେଶ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଆଜି ନିର୍ଦ୍ଧାରିତ ସମୟରେ ଖୋଲାଯାଇଛି ଭିତର ରତ୍ନଭଣ୍ଡାର । ଭିତର ରତ୍ନଭଣ୍ଡାର ବୁଲି ତଦାରଖ କରିବା ପାଇଁ ଦକ୍ଷିଣ ଦ୍ବାର ଦେଇ ପ୍ରବେଶ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶ୍ରୀମନ୍ଦିର ରତ୍ନ…

ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…

ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଅନୁପମ ଅତିରିକ୍ତ ସଚିବ ଭାବେ ନିଯୁକ୍ତ

କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

କଳା ହିଁ ଜୀବନ: ଦୃଢ଼ ଇଛାଶକ୍ତି ବଳରେ ବଳୀୟାନ ଶ୍ବେତପଦ୍ମା

ଇଛାଶକ୍ତି ଆଗରେ ହାରମାନିଛି ଶାରୀରିକ ଅସୁସ୍ଥତା। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କେନ୍ଦୁଝର ଜିଲ୍ଲା ବ୍ରାହ୍ମଣୀ ଗାଁରେ ଜନ୍ମିତ ଶ୍ଵେତପଦ୍ମା ମିଶ୍ର। ସେ ଦୂରାରୋଗ୍ୟ ସ୍ନାୟବିକ ରୋଗରେ ପୀଡିତ। ବାପା-ମା’, ସାନ ଭାଇ, ଭାଉଜ ଓ ଜେଜେ ମା’ଙ୍କୁ ନେଇ…

ଆନ୍ଦୋଳନ ଥମିଲା: କାଲିଠୁ ସ୍ବାସ୍ଥ୍ୟସେବା ସ୍ବାଭାବିକ

ଏସ୍‌ସିବି ନର୍ସିଂ ଅଫିସର ଓ ହାଉସ ସର୍ଜନ ବିବାଦରୁ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଫଳରେ ଆଉଟଡୋର, ୱାର୍ଡ, ICU, OTରେ କାର୍ଯ୍ୟ ବନ୍ଦ ହୋଇଥିଲା। ହେଲେ ଏବେ ଆନ୍ଦୋଳନରୁ ଓହରିଛି ହାଉସ ସର୍ଜନ ସଂଘ। କଳାବ୍ୟାଜ ପିନ୍ଧି ନର୍ସିଂ ସଂଘ…

ନବୀନଙ୍କ ଛାୟା ମନ୍ତ୍ରୀମଣ୍ଡଳ

ଦଳ ଗଠନ ହେବା ଦିନଠୁ ରାଜ୍ୟବାସୀଙ୍କୁ ଶାସନ କରି ପ୍ରଥମ ଥର ହାରିବାର ସ୍ୱାଦ ଚାଖିଛି ବିଜେଡି। ପ୍ରଥମ ଥର ବିରୋଧୀ ଦଳ ଭାବେ ଉଭା ହୋଇଛି । ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ଇତିହାସ ରଚିବାକୁ…

ଯୋଜନା ବୋର୍ଡ ଭାଙ୍ଗିବା ପାଇଁ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିଲେ ସରକାର । ଯୋଜନା ବୋର୍ଡ ଭାଙ୍ଗିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ ।ପୂର୍ବ ସରକାର ସମୟରେ ଏହି ପଦକୁ ଏକ ରାଜନୈତିକ ଥଇଥାନ କେନ୍ଦ୍ର ଭାବରେ ବ୍ୟବହାର କରାଯାଉଥିଲେ । ନୂତନ ସରକାର ଆସିବ…