Category: ରାଜ୍ୟ

ବାରହା ମାରିବାକୁ ଇଲେକ୍ଟ୍ରି କରେଣ୍ଟ ବ୍ୟବହାର କରୁଥିଲେ ସାବଧାନ ; ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

ଆଜି ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ରହିଛି । ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଇଲେକ୍ଟ୍ରି କରେଣ୍ଟ ପାଇଁ ହାତୀଙ୍କ ମୃତ୍ୟୁ ହେଉଥିବାରୁ ବଡ ପଦକ୍ଷେପ ନେଇଛନ୍ତି । ସେ ଚେତାବନୀ ଦେଇ…

କାର୍ଯ୍ୟକୁ ଫେରିଲେ ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ

କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ । ଅର୍ଥ ବିଭାଗରେ ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି…

ଭିଜିଲାନ୍ସ ଜାଲରେ କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରିଛି…

ସୁଜିତ ଯିବେ ଭାଜପାରୁ, ବିଜଦ ପାଇଁ ବାଜିଲା ବିପଦ ଘଣ୍ଟି

ଓଡ଼ିଶାରେ ଖାଲି ପଡ଼ି ଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ ଡିସେମ୍ବର ୨୦ରେ । ଏଥିସହିତ ୪ଟି ରାଜ୍ୟର ୬ଟି ଆସନ ପାଇଁ ମଧ୍ଯ ହେବ ଉପନିର୍ବାଚନ। ନିର୍ବାଚନ କମିଶନଙ୍କ ଘୋଷଣା ସହ ବିଜୁ ଜନତା ଦଳ ପାଇଁ…

ଦାନା କ୍ଷୟକ୍ଷତି ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିଲେ ଆନ୍ତ-କେନ୍ଦ୍ରୀୟ ଟିମ

‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ…

ସୁଜାତା କାର୍ତ୍ତିକେୟନଙ୍କ ଛୁଟି ବୃଦ୍ଧି ଆବେଦନ ଅଗ୍ରାହ୍ୟ

ଓଡ଼ିଶା ସରକାର ବରିଷ୍ଠ ଅମଲାତନ୍ତ୍ରୀ ତଥା ବିଜେଡ଼ି ନେତା ଭି. କେ. ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଆର. କାର୍ତ୍ତିକେୟନଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।2000 ବ୍ୟାଚ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ମେ 31 ରେ ତାଙ୍କ ଝିଅର ଯତ୍ନ ନେବା…

ରାଜଧାନୀ ରେ ନରେନ୍ଦ୍ର ମୋଦି ଙ୍କ ରୋଡ ସୋ : ଦଳୀୟ କର୍ମୀ ଙ୍କୁ ଦେବେ ପରାମର୍ଶ

ଭୁବନେଶ୍ୱରରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ ସୋ କରିବେ। ଜୁନ୍ 29ରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଏହି ରୋଡ ସୋ ଆରମ୍ଭ ହୋଇ ରାଜଭବନରେ ଶେଷ ହେବ। ଏହି କାର୍ଯ୍ଯକ୍ରମରେ ଭାରତୀୟ ଜନତା ପାର୍ଟି…

ବିଧାନସଭାରେ ୧୨୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ଯମନ୍ତ୍ରୀ ମାଝୀ

ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ 2024-25 ପାଇଁ 12,156 କୋଟି ଟଙ୍କାର ସପ୍ଲିମେଣ୍ଟାରୀ ବଜେଟ୍ ଉପସ୍ଥାପନ କରିଛନ୍ତି। ଆସନ୍ତା ବର୍ଷ ଜାନୁଆରୀରେ ଭୁବନେଶ୍ୱରରେ ହେବାକୁ ଥିବା…

ଓଡ଼ିଶା ଓ କୋଲକାତା ର ଖଣି କମ୍ପାନୀ ପରିସରରେ ଆୟକର ବିଭାଗ ଚଢ଼ାଉ

ଆୟକର (ଆଇଟି) ଅଧିକାରୀମାନେ ମଙ୍ଗଳବାର ଦିନ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏକ ଖଣି କମ୍ପାନୀର ଅନେକ ସ୍ଥାନରେ ଏକକାଳୀନ ଚଢାଉ କରିଥିଲେ। ସୂଚନା ଅନୁଯାୟୀ , ଜୋଦାର ଏସ୍. ଏନ୍. ମୋହନ୍ତୀ ଗ୍ରୁପ୍ ଏବଂ କେଉଁଝରର ବଡ଼ବିଲ ସହିତ ଜଡିତ ଅନେକ…

ନୌସେନା ଦିବସରେ ପୁରୀରେ ୧୦ ଦିନିଆ ସାମୁଦ୍ରିକ ମାଛଧରା ନିଷେଧାଦେଶ ଜାରି

ଆସନ୍ତା ନୌସେନା ଦିବସ ପାଳନକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ମଙ୍ଗଳବାର ଦିନ ପୁରୀ ଉପକୂଳରେ ବଙ୍ଗୋପସାଗରରେ ୧୦ ଦିନିଆ ମାଛଧରା ନିଷେଧାଦେଶ ଜାରି କରିଛି। ଏହି କଟକଣା ନଭେମ୍ବର ୨୬ରୁ ଡିସେମ୍ବର ୫ ପର୍ଯ୍ଯନ୍ତ ବଳବତ୍ତର ରହିବ। ପୁରୀ…