Category: ରାଜ୍ୟ

ଗାଲାଣ୍ଟ୍ରି ଆୱାର୍ଡରେ ସମ୍ମାନିତ ହେବେ ଓଡ଼ିଆ ପୁଅ ଅଜୟ କୁମାର ଭଞ୍ଜ

ଭାରତର ସ୍ମରଣୀୟ କାର୍ଗିଲ ଯୁଦ୍ଧକୁ ପୁରିଛି ୨୫ବର୍ଷ । ଜୁଲାଇ ୨୬ ତାରିଖ, ଭାରତୀୟ ଇତିହାସରେ ଏକ ସ୍ମରଣୀୟ ଦିନ।ଭାରତୀୟ ଯବାନ ମାନେ ଏହି ଦିନ ନିଜ ବୀରତ୍ୱ ଓ ସାହାସର ନିଦର୍ଶନ ପ୍ରଦର୍ଶନ କରିଥିଲେ। ୧୯୯୯ ମସିହା ମେ ମାସରୁ…

ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହି ବସ୍‌; ୩ ମୃତ, ୨୦ ଆହତ

ମୟୁରଭଞ୍ଜ ଜିଲ୍ଲା ୧୮ ନମ୍ବର ଜାତୀୟ ରାଜପଥ ବୁଢ଼ିଖମାର ଛକ ନିକଟରେ ଆଜି ଭୋରରୁ ଯାତ୍ରୀବାହି ବସ୍‌ ଓ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି । ବସଟି ହାଇଦ୍ରାବାଦରୁ କାଶୀ ବିଶ୍ୱନାଥ ଅଭିମୁଖେ ଯାଉଥିବା ବେଳେ ଟ୍ରକକୁ ପଛରୁ ଧକ୍କା ଦେଇଛି…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟିକା ଦୀପାଳି ଦାସ

ଗତକାଲି ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନକୁ ନେଇ ପିଟିସନ ଦାଖଲ କଲେ ପୂର୍ବତନ ବିଧାୟିକା ଦୀପାଳି ଦାସ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ…

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଜି. ପ୍ରଭାକର ପାତ୍ର। ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲେ ଭିଜିଲାନ୍ସ ଟିମ୍। ଗିରଫ ହେଲେ ଅଧିକାରୀ । ତୁଷୁରାର ଗଜାନନ ରାଇସ ମିଲ ମାଲିକ ଆଶିଷ…

ଡିସେମ୍ବର ୨୭ରେ ହକି ଇଣ୍ଡିଆ ଲିଗର ପ୍ରଥମ ମ୍ୟାଚ୍‌

ପୁଣି ଫେରିବ ହକି ଇଣ୍ଡିଆ ଲିଗ୍‌ । ଡିସେମ୍ବର ୨୭ରୁ ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍। ଫେବ୍ରୁଆରୀ ୧ ପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟ ଖେଳାଯିବ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ କହିଛନ୍ତି। ପୁରୁଷରେ ୫ଟି ଓ ମହିଳାରେ ୬ଟି…

ରାଜଧାନୀରେ ବିଳମ୍ବିତ ରାତି ଯାଏଁ ବାର୍ ଖୋଲା ରହିଲେ କାର୍ଯ୍ୟାନୁଷ୍ଠାନ ହେବା ସହ ରଦ୍ଦ ହେବ ଲାଇସେନ୍ସ

ବାର୍ ମାଲିକଙ୍କୁ ଚେତାବନୀ। ରାଜଧାନୀର ଅନେକ ବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ବାରମ୍ବାର ଅଭିଯୋଗ ଆସିବାପରେ ରାଜ୍ୟ ଅବକାରୀ ବିଭାଗର ବାର୍ ମାଲିକଙ୍କୁ ଦେଇଛନ୍ତି ଚେତାବନୀ। ଅବକାରୀ ବିଭାଗ ଆୟୁକ୍ତ ନରସିଂହ ଭୋଳ ରାଜଧାନୀର ସମସ୍ତ ବାରଗୁଡ଼ିକୁ ନିୟମ…

ଦକ୍ଷିଣ ମୋଡ଼ ନେଲା ୩ ରଥ

ପାଖେଇଆସୁଛି ବାହୁଡ଼ା ଯାତ୍ରା ।ହେରାପଞ୍ଚମୀ ନୀତି ପରେ ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଆଜି ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥକୁ ଦକ୍ଷିଣମୋଡ଼ କରାଯାଇଥିବା। ଏହାପରେ ବଡ଼ ଠାକୁରଙ୍କ…

ରାଜ୍ୟରେ କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ: ସ୍ୱାସ୍ଥ୍ୟ ମନ୍ତ୍ରୀ

ବହୁତଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବାକୁ ଯାଉଛି ୩ଟି ମେଡିକାଲ କଲେଜ । ଯାଜପୁର, କନ୍ଧମାଳ, ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ । ଏହି ସମ୍ପର୍କରେ ଏସସିବି ମେଡିକାଲ ପରିସରରେ ଅନୁଷ୍ଠିତ ହୋଇଥ‌ିବା ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗ…

ବଜେଟ୍ ପାଇଁ ଅନଲାଇନରେ ଆସିଛି ୧୨ ହଜାର ଲୋକଙ୍କ ମତାମତ: ମୁଖ୍ୟମନ୍ତ୍ରୀ

ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଚଳିତବର୍ଷ ଅନଲାଇନ ମାଧ୍ୟମରେ ଆସିଛି ୧୨ ହଜାରରୁ ଅଧିକ ଲୋକଙ୍କ ମତାମତ । ପୂର୍ବ ବର୍ଷ ତୁଳନାରେ ଏହା ୬ ଗୁଣା ଅଧିକ ଆସିଛି ମତାମତ । ଲୋକଙ୍କ ଆଶା…

ନିର୍ବାଚନରେ ବିଜେଡି ଲୋକ ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ

ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ସେ କହିଛନ୍ତି ବିଜେଡି ହିଁ ବିଜେଡିକୁ ହରାଇଛି । ବିଭିନ୍ନ ଜାଗାରେ ମୂଷା ଥିଲେ। ଅନେକ କ୍ଷେତ୍ରରେ ବିଜେଡ଼ି ଲୋକ ବିଜେଡ଼ିକୁ ହିଁ ହରାଇବାକୁ ଲାଗିଥିଲେ । ଜିତିଛୁ, ଜିତିବୁ, ଓଭର…