Category: ରାଜ୍ୟ

ମହିଳା ୱାର୍ଡମେମ୍ବରଙ୍କ ପ୍ରତି ପ୍ରତାପ ଜେନାଙ୍କ ଅଶାଳୀନ ଶବ୍ଦ ପ୍ରୟୋଗ

ଏବେ ସୋସିଆଲ୍ ମିଡିଆରେ ଏକ ଭିଡିଓ ଖୁବ ଭାଇରାଲ ହେଉଛି। ଶୁଣିବାକୁ ମିଳିଛି ଭିଡିଓରେ ଅଶାଳୀନ ଶବ୍ଦ ବ୍ୟବହାର କରୁଥିବା ବ୍ୟକ୍ତି ପ୍ରତାପ ଜେନା ବୋଲି । ଭୋଟ ମାଗିବାକୁ ଯାଇ ମହିଳା ୱାର୍ଡମେମ୍ବରଙ୍କ ପ୍ରତି ବିଜେଡି ବିଧାୟକ ପ୍ରତାପ ଜେନା…

ସମ୍ବଲପୁରରେ ୧୪୪ ଧାରା ଜାରି

ରାଜ୍ୟରେ ୨ ଟି ପର୍ଯ୍ୟାୟର ମତଦାନ ସରିଛି । ଆସନ୍ତା ମେ ୨୫ ତାରିଖରେ ଓଡିଶା ଦେଖିବାକୁ ଯାଉଛି ହାଇଭୋଲଟେଜ୍ ଫାଇଟ । ପଶ୍ଚିମ ଓଡିଶାର ହଟ୍ ସିଟ୍ ସମ୍ବଲପୁର ଲୋକସଭା ଆସନ ଉପରେ ରହିଛି ସଭିଙ୍କ ନଜର । ଆସନ୍ତାକାଲି…

ମୁଖ୍ୟମନ୍ତ୍ରୀଙ୍କ ମୁକ୍ତି ପାଇଁ ଡିଜିପିଙ୍କୁ ନିବେଦନ କଲା ବିଜେପି

ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲା ରାଜ୍ୟ ବିଜେପି। ଭିକେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ଅପିଲ କରିଛି ବିଜେପି।‘ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ବନ୍ଧନ କରି ରଖିଛନ୍ତି ବୋଲି ବିଜେପି ଅଭିଯୋଗ…

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଚଳିତବର୍ଷ ନିର୍ବାଚନରେ ଓଡ଼ିଶାରେ ନିଜର ସରକାର ବନେଇବା ପାଇ ଓଡ଼ିଶା ଆସୁଛନ୍ତି ଘନଘନ ବିଜେପିର କେନ୍ଦ୍ରରେ ଥିବା ହେବିୱେଟ୍ ନେତା । ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି…

ବିକ୍ରି ବେଳେ ୨ ହାତୀ ଦାନ୍ତ ଉଦ୍ଧାର, ୧୧ ଗିରଫ

ରାଉରକେଲା : ହାତୀ ଦାନ୍ତ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ। ୧୧ ଜଣଙ୍କୁ ଗିରଫ କରିବା ସହିତ ଏମାନଙ୍କ ନିକଟରୁ ୩ କେଜି ଓଜର ଦୁଇଟି ହାତୀ ଦାନ୍ତ ଜବତ ହୋଇଛି । ରାଜ୍ୟରେ ହାତୀଙ୍କୁ ଆକ୍ରମଣ କରି…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଜି ଦାୟିତ୍ବ ନେଇଛନ୍ତି ଡ. ଅରବିନ୍ଦ ପାଢ଼ୀ। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ତାଙ୍କ ସ୍ଥାନରେ ଅତିରିକ୍ତ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ। ଦାୟିତ୍ବ ଗ୍ରହଣ ପରେ ସେ ଆଜି ମହାପ୍ରଭୁଙ୍କୁ ଦର୍ଶନ…

୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ

ଆସନ୍ତା ୨୬ ତାରିଖ ରବିବାର ସକାଳ ୧୦ଟା ୩୦ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ୧୦ଟା ୩୦ରେ ବୋର୍ଡ କାର୍ଯ୍ୟାଳୟରେ ଫଳ ପୁସ୍ତିକା ଲୋକର୍ପଣ ହେବ। ଏହାପରେ ୧୧ଟା ୩୦ରେ ଇଣ୍ଟରନେଟ୍‍ରେ ଉପଲବ୍ଧ ହେବ ପରୀକ୍ଷାଫଳ । ଏନେଇ ସାମ୍ବାଦିକ ସମ୍ମିଳନୀରେ…

ବୁଥ ରିଗିଂ ଆଶଙ୍କାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ରାଜ୍ୟରେ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ, ପ୍ରଚାର ସାଙ୍ଗକୁ ପ୍ରସ୍ତୁତି ସରିଛିବି। ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ…

ପିପିଲିରେ ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସହ ୨ ଗୁରୁତର

ନିର୍ବାଚନ ପୂର୍ବରୁ ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲି ବ୍ଲକ ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମେତ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ…

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ

ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଭୋଟରଙ୍କ ହାତରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ…