Category: ରାଜ୍ୟ

ପ୍ରଧାନମନ୍ତ୍ରୀ ଆବାସ ପାଇଁ ମିଳିବ ୧ ଲକ୍ଷ ୮୦ ହଜାର 

ଗୃହ ଏବଂ ସହରାଞ୍ଚଳ ଗରିବ ଲାଘବ ମନ୍ତ୍ରଣାଳୟ ଦ୍ଵାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମଏୱାଇ) ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ପାଇବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ…

ଆଖି ବୁଜିଲା ଚନ୍ଦକା ଅଭୟାରଣ୍ୟର ସବୁଠୁ ବଡ଼ ଦନ୍ତା ‘ରାମୁ’

ଆଖି ବୁଜିଲା ଚନ୍ଦକା ଡମପଡ଼ା ଅଭୟାରଣ୍ୟର ସବୁଠୁ ବଡ଼ ଦନ୍ତା ‘ରାମୁ’ । ବିଦ୍ୟୁତ ଆଘାତରେ ଜୀବନ ଯାଇଥିବା ସନ୍ଦେହ । ବିଦ୍ୟୁତ୍ ବିଭାଗ ଠାରୁ ଖବର ପାଇବା ପରେ ଘଟଣାସ୍ଥଳରେ ବନ ବିଭାଗ ଆସି ପହଞ୍ଚି ମୃତଦେହ ଜବତ କରିଛି…

ନବୀନ ନିବାସରେ ପାଳନ କରାଗଲା ରକ୍ଷା ବନ୍ଧନ; ନବୀନଙ୍କ ହାତରେ ବାନ୍ଧିଲେ କୁନି କୁନି ଝିଅମାନେ ରାକ୍ଷୀ

ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ…

ଆସନ୍ତା ବର୍ଷରୁ ଫେରିବ କଲେଜ ଛାତ୍ର ସଂସଦ ନିର୍ବାଚନ

ଆସନ୍ତା ବର୍ଷରୁ କଲେଜ ଛାତ୍ର ସଂସଦ ନିର୍ବାଚନ। ଏ ନେଇ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅଥିତି ଭାବେ ଯୋଗ ଦେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନ, ପୂର୍ତ୍ତ…

ବିଧାନସଭାର ଦ୍ବିତୀୟ ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…

ଓଡ଼ିଶା ଫେରିବେ ବାଂଲାଦେଶରେ ଥିବା ଓଡ଼ିଆ ଶ୍ରମିକ

ବାଂଲାଦେଶରେ ରାଜନୈତିକ ହିଂସା ଲାଗି ରହିଥିବା ବେଳେ ସ୍ଥିତି ଅଣାୟତ୍ତ ହୋଇଛି। ଏଭଳି ପରିସ୍ଥିତିରେ ଓଡ଼ିଆ ଶ୍ରମିକ ଓଡ଼ିଶା ଫେରିବେ ବୋଲି ଶ୍ରମ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ବାଂଲାଦେଶରୁ ସ୍ବଦେଶ ଫେରିବେ ଓଡ଼ିଆ ଶ୍ରମିକ। ୧୫ ରୁ…

ବେଆଇନ ପାର୍କିଙ୍ଗ ଯୋଗୁଁ ବନ୍ଦ ହେଲା ବିଶାଲ ମେଗା ମାର୍ଟ

ଆକ୍ସନ ମୋଡ଼ରେ ସରକାର। ବେଆଇନ ପାର୍କିଙ୍ଗ ଯୋଗୁଁ ବନ୍ଦ ହୋଇଛି ରସୁଲଗଡସ୍ଥିତ ବିଶାଲ ମେଗା ମାର୍ଟ। ବେଆଇନ ପାର୍କିଙ୍ଗ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ବିଶାଲ ମେଗା ମାର୍ଟ ଆଗରେ ଥିବା ସର୍ଭିସ ରୋଡ଼ ପର୍ଯ୍ୟନ୍ତ ବେଆଇନ ଭାବେ ଗାଡି ପାର୍କିଙ୍ଗ…

ବନ୍ଧୁକ ମୁନରେ ୫ ଲକ୍ଷ ଲୁଟ

ରାଜଧାନୀରେ ବଡ଼ ଧରଣର ଡକାୟତି। ବନ୍ଧୁକ ମୁନରେ ଲୁଟିନେଲେ ୫ ଲକ୍ଷ ଟଙ୍କା। କୋରିଅର ସଂସ୍ଥାର କାର୍ଯ୍ୟାଳୟରେ ସଶସ୍ତ୍ର ଡକାୟତି ହୋଇଛି। ଟମାଣ୍ଡୋ ଥାନା ଭଗବାନପୁର ଅଞ୍ଚଳରୁ ଡକାୟତି ହୋଇଛି। ସିଟିକ୍ସ ସଲ୍ୟୁସନ୍ ପ୍ରାଇଭେଟ୍ ଲିମିଟେଡ୍‌ରୁ ଡକାୟତି ହୋଇଥିବା ସୂଚନା ମିଳିଛି…

ସିମ୍‌ବକ୍ସର ଆତଙ୍କୀ କନେକ୍ସନ; କଟକରୁ ମିଳିଲା ଆଉ ୫

ରାଜଧାନୀରେ ସିମ ବକ୍ସ ଜବତ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ କଟକରୁ ଆଜି ଆଉ ୫ ସିମ ବକ୍ସ ମିଳିଛି। ରାଜେନ୍ଦ୍ରନଗରର ଏକ ଭଡ଼ା ଘରୁ ସିମ୍‌ବକ୍ସ ଜବତ କାରାକାଯାଇଛି। ୮ ମାସ ହେଲା ରାଜୁ ମଣ୍ଡଳ ଏହି ଘରେ…