Category: ରାଜ୍ୟ

ବାତ୍ୟା ଆଗରୁ ବୃଦ୍ଧାଙ୍କୁ କାନ୍ଧେଇ ଆଣିବା ଘଟଣା; ଆଶା ଦିଦିଙ୍କୁ ପ୍ରଶଂସା କରିବା ସହ ଘର ଓ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ। ସୂଚନା…

ଝାଡ଼ଖଣ୍ଡ ପାଇଁ ଜାରି ହୋଇଥିବା ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଝାଡ଼ଖଣ୍ଡ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିଛି । ସମସ୍ତ ଦଳ ପ୍ରଚାର ମଧ୍ୟ ଆରମ୍ଭ କରି ଦେଇଛି । ତେଣୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ଜାରି କଲା ଷ୍ଟାର ପ୍ରଚାରକ ତାଲିକା । ୪୦ ଜଣିଆ ଷ୍ଟାର…

ନିର୍ଭୟରେ ଖବର ପ୍ରକାଶ ପରେ ହଟିଲେ ଆଇପିଏସ୍ ଅଫିସର ସନ୍ତୋଷ ବାଲା

ପଡ଼ିଲା ନିର୍ଭୟ ପ୍ରଭାବ। ଆକ୍ସନ ମୋଡ଼ରେ ସରକାର । ନିଜ ପଦବୀରୁ ହଟିଲେ ଓଡ଼ିଶା ପୋଲିସ ଗୃହ ନିର୍ମାଣ ଓ କଲ୍ଯାଣ ନିଗମ (ଓପିଏଚଡବ୍ଲୁସି )ର ଅଧ୍ଯକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ ବାଲା । ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ୍‍…

ରାଜ୍ୟରୁ ଟଳିଲା ବାତ୍ୟା ବିପଦ; ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ

ଓଡିଶା ଉପକୂଳରେ ଗୁରୁବାର ଧାମରା ଓ ଭିତରକନିକା ନିକଟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗରେ ପ୍ରବେଶ ପରେ ଦୁର୍ବଳ ହୋଇଗଲା ବାତ୍ୟା ‘ଦାନା’। ଏହାରି ମଧ୍ୟରେ ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା।…

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ପୁଣି ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ ହୋଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଛାତ୍ରଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ନେଇ…

କାଲି ଆକାଶମାର୍ଗରୁ ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

କାଲି ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶମାର୍ଗରୁ କାଲି ଦିନ ୧୦ଟାରେ କରିବେ ପରିଦର୍ଶନ । କାଲି ଆକାଶ ମାର୍ଗରୁ ବାତ୍ୟା ଦାନା ଦ୍ଵାରା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ…

ଲ୍ୟାଣ୍ଡଫଲ ପରେ ଦୁର୍ବଳ ହେଲା ବାତ୍ୟା ଦାନା

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୀଷଣ ବାତ୍ୟା ରୁ “ବାତ୍ୟା”ରେ ପରିଣତ ହେଲା ଦାନା । ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ୍‌ କରିଥିଲା ସାମୁଦ୍ରିକ ବାତ୍ୟା ‘ଦାନା’। ସ୍ଥଳଭାଗକୁ ସ୍ପର୍ଶ କରିବା ସହିତ ତାଣ୍ଡବ ଲୀଲା ଆରମ୍ଭ କରିଥିଲା ବାତ୍ୟା। କେନ୍ଦ୍ରାପଡ଼ା ଜିଲ୍ଲା…

ସରିଲା ବାତ୍ୟା; ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ବିଳମ୍ବିତ ରାତିରେ ଭିତରକନିକାର ହାବେଳିଖଟି ନେଚର କ୍ୟାମ୍ପରେ ସ୍ଥଳଭାଗ ଛୁଇଁଛି ‘ଦାନା’ । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି । ଆଗାମୀ…

ଆରମ୍ଭ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ଆରମ୍ଭ ହେଲା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ।ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା ଦାନା । ତେବେ ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ଧରି ଚାଲିବ ଅଥାତ୍ ଏହି ପ୍ରକ୍ରିୟା ଭୋର୍‌ ସକାଳ…

ମାଡ଼ି ଆସୁଛି ବାତ୍ୟା ଦାନା: ଆକ୍ସନ ମୋଡ଼୍ ରେ ରାଜ୍ୟ ସରକାର; ୫.୮୪ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ‘ଦାନା’ । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା…