ତାଜା ଖବର ରାଜ୍ୟ ହାତୀର ମୃତଦେହ ଠାବ September 13, 2024 Nirvay ଭବାନୀପାଟଣାରେ ପୁଣି ଏକ ମାଈ ହାତୀର ମୃତଦେହ ଠାବ ହୋଇଛି। କଳାହାଣ୍ଡି ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡ଼ିମାଲ ଗାଁ ନିକଟ ଆମ୍ବ ବଗିଚାରୁ ମୃତଦେହ ଠାବ ହୋଇଛି। ହାତୀର ବୟସ ପ୍ରାୟ ୮ ବର୍ଷ ବୋଲି ଜଣାପଡିଛି। ତେବେ କିପରି ହାତୀର…
ତାଜା ଖବର ରାଜ୍ୟ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ September 13, 2024 Nirvay ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି। ତେଣୁ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ…
ତାଜା ଖବର ରାଜ୍ୟ ବିଭିନ୍ନ ସବଡିଭିଜନ୍ରେ ଶୀତଳଭଣ୍ଡାର ଖୋଲାଯିବା ନେଇ ବୈଠକ September 12, 2024 Nirvay କୃଷିଭବନ ସମ୍ମିଳନୀ କକ୍ଷରେ ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟର ବିଭିନ୍ନ ସବଡିଭିଜନ୍ରେ ଶୀତଳଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଶୀତଳଭଣ୍ଡାର ସେବା…
ତାଜା ଖବର ରାଜ୍ୟ ଆକାଶମାର୍ଗରୁ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ; ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ September 12, 2024 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ୭ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ…
ତାଜା ଖବର ରାଜନୀତି ରାଜ୍ୟ ପାଣ୍ଡିଆନଙ୍କ ଉପରେ ୱେବ ସିରିଜ; ‘ସଚିବ- ଦ ମ୍ୟାନ୍ ଇନ୍ ଏ ହରି’ September 12, 2024 Nirvay ସାଧାରଣ ନିର୍ବାଚନ ସରିଯାଇଛି। ବିପୁଳ ସଂଖ୍ୟାରେ ଭୋଟ ହାତେଇ ବିଜୁ ଜନତା ଦଳ ପୁନଶ୍ଚ ସରକାର ଗଢିବା ସହ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ଶ୍ରୀ ନବୀନ ପଟ୍ଟନାୟକଙ୍କ ଇତିହାସ ରଚିବାର ସ୍ବପ୍ନ ଭାଙ୍ଗିଗଲା। ଆଶା ଆଶାରେ ରହିଗଲା।…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ କାର୍ଯ୍ୟାଳୟରେ ସଦସ୍ୟତା ଅଭିଯାନ, ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ, ସୁଭଦ୍ରା ଯୋଜନା, ଶହେ ଦିନ ବିଜେପି ସରକାରର ଉପଲବ୍ଧି ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୈଠକ September 12, 2024 Papirani ରାଜ୍ୟରେ ବିଜେପି ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଛି । ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବାଠାରୁ ଆରମ୍ଭ କରି ଧାନ କ୍ୱିଂଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି…
ତାଜା ଖବର ରାଜ୍ୟ ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏଏସଆଇ September 12, 2024 Papirani ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) । ଏନେଇ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ…
ତାଜା ଖବର ରାଜନୀତି ରାଜ୍ୟ ବନ୍ୟା ସ୍ଥିତି ସମୀକ୍ଷା ପାଇଁ ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 12, 2024 Papirani ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏମ୍ଭି-୩ BSF ପଡ଼ିଆରେ ହେଲିକପ୍ଟରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ସଚିବ । ମାଲକାନଗିରିରେ ଆକାଶ ମାର୍ଗରେ ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସୂଚନଯୋଗ୍ୟ;…
ତାଜା ଖବର ରାଜ୍ୟ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି September 12, 2024 Papirani ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଜାରି ହେଲା ଗାଇଡଲାଇନ୍। କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ ସେହି ସମ୍ପର୍କରେ ବିସ୍ତୃତ ଗାଇଡଲାଇନ ଜାରି ହୋଇଛି ।ପୁନଃ ନିଯୁକ୍ତି ପାଇଁ ଚୟନ କରିବ କମିଟି । ଏହି କମିଟିରେ ମୁଖ୍ୟ…
ତାଜା ଖବର ରାଜନୀତି ରାଜ୍ୟ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 12, 2024 Papirani ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ହୋଇଛି ନିଯୁକ୍ତି ମେଳା । ଆଜି ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଯୋଜିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୪୭୬ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ନିଯୁକ୍ତି ପାଇଥିବା…