Category: ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଇପିଏସ ଅଫିସର ୱାଇ. ବି. ଖୁରାନିଆ

ରାଜ୍ୟରେ ନୂଆ ଡିଜିପି ନିଯୁକ୍ତ ହେବେ। ଏ ନେଇ ନିକଟରେ ୩ ଜଣ ଆଇପିଏସ ଅଫିସରଙ୍କୁ ସେମାନଙ୍କ ତଥ୍ୟ ଦେବା ପାଇଁ ଚିଠି ହୋଇଥିଲା। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି…

ଶାନ୍ତି ଥିଲେ ହିଁ ପ୍ରଗତି ସମ୍ଭବ: ପୂର୍ବତନ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଶାନ୍ତି ପ୍ରତିଷ୍ଠା ପାଇଁ ନିବେଦନ କରିଚ୍ଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଓଡ଼ିଶା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ…

ଏସସିବିରେ ଦୁଷ୍କର୍ମ ଘଟଣା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ

ଚିକିତ୍ସା କରାଇବାକୁ ଯାଇ ଡାକ୍ତରଙ୍କ ଦ୍ୱାରା ଦୁଷ୍କର୍ମର ଶୀକାର ହୋଇଛନ୍ତି ରୋଗୀ। କଟକ ବଡ଼ ମେଡିକାଲରେ ଏଭଳି ଘଟଣା ଦେଖିବାକୁ ମିଳିଛି। କାର୍ଡିଓଲୋଜି ବିଭାଗର ରେସିଡେଣ୍ଟ ଡାକ୍ତର ୨ ରୋଗୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। କାର୍ଡିଓଲୋଜି ବିଭାଗରେ ଇକୋ ପରୀକ୍ଷା…

ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ଏନଜିଟିର ରୋକ; ଅନେକ ପ୍ରକଳ୍ପ ବାଧାପ୍ରାପ୍ତ ଆଶଙ୍କା

ମୟୂରଭଞ୍ଜ ଜିଲ୍ଲାରେ ଲଘୁଖଣିଜ ଦ୍ରବ୍ୟର ପରିଚାଳନା ପାଇଁ ଜିଲ୍ଲା ସର୍ଭେ ରିପୋର୍ଟ (DSR)କୁ ତୃଟିପୁର୍ଣ୍ଣ ଦର୍ଶାଇ ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ରୋକ ଲଗାଇଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) । ମୟୂରଭଞ୍ଜ ଜିଲ୍ଲାର ବେତନଟୀ ତହସିଲ ଅନ୍ତର୍ଗତ ବୁଢାବଳଙ୍ଗ ବାଲିଶଯ୍ୟା-୧ର…

ମାଟିତଳୁ ଜବତ ହେଲା ନକ୍ସଲ ପୋତିଥିବା ୩୮ ଲକ୍ଷ ଟଙ୍କା

ଛତିଶଗଡର ଗରିଆବନ୍ଦ ଗୋବରା ଓ ପେଣ୍ଡ୍ରା ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବାବେଳେ ଏ ସମ୍ପର୍କରେ ଜାଣିପାରି ସିଆର୍‌ପିଏଫ୍‌ ଯବାନ ଓ ଛତିଶଗଡ଼ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ କରିଥିଲେ। ସେହି ସମୟରେ ମେଟାଲ୍‌ ଡିଟେକ୍ଟରରେ ସିଗ୍‌ନାଲ୍‌ ଦେଖାଇଥିଲା। ଏହା ପରେ…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ଭାଙ୍ଗ

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ । ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ ଓ ଓଡିଶା ଆକ୍ଟ ୧୦, ୨୦୧୩ ର ଧାରା ୨ର କ୍ଲଜ (t) ଅନୁଯାୟୀ…

ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାପାଳଙ୍କ ମାଧ୍ୟମରେ ଫିଡ୍‌ବ୍ୟାକ ସଂଗ୍ରହ କରିବା ଏକ ପ୍ରହସନ: ବିଜେଡି

ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୁଭଦ୍ରା…

ଓଡ଼ିଶାରେ ହେବାକୁ ଥିବା ସର୍ଭିସ ରୋଡକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସମିଟ୍

ଓଡ଼ିଶାରେ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜାତୀୟ ରାଜପଥର ନିର୍ମାଣ ନେଇ ଆଜି କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଭୁବନେଶ୍ୱରରୁ…

ଭୁବନେଶ୍ୱର ମଧ୍ୟ ବିଧାୟକଙ୍କୁ ହାଇକୋର୍ଟର ନୋଟିସ୍ 

ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ହାଇକୋର୍ଟଙ୍କ ନୋଟିସ । ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି ହୋଇଛି। ସେପ୍ଟେମ୍ବର ୯ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ…

କଳାଟଙ୍କାର ପାହାଡ ସୃଷ୍ଟି କରିଥିବା ବିଜେଡି ସରକାରର ଗେହ୍ଲାପୁଅମାନେ ଏବେ ଜେଲ୍ ମୁହାଁ: ବିଜେପି

ବିଜୁ ଜନତା ଦଳ ସରକାର ସମୟରେ କିଭଳି ଦୁର୍ନୀତି ଖୁଲମଖୁଲା ଚାଲିଥିଲା, ସରକାରୀ ଅର୍ଥକୁ ବେଧଡକ୍ ଲୁଟ୍ କରି ସରକାରୀ ଅଧିକାରୀମାନେ କଳାଟଙ୍କାର ପାହାଡ ତିଆରି କରିଥିଲେ ଏହାର ପ୍ରମାଣ ଏବେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହେବା ପରେ ସାମ୍ନାକୁ…