Category: ରାଜ୍ୟ

ଜମି ପଟ୍ଟା ପାଇବେ ହୀରାକୁଦ ବିସ୍ଥାପିତ

ପୂରଣ ହେବାକୁ ଯାଉଛି ଦୀର୍ଘଦିନର ଦାବି। ହୀରାକୁଦ ନଦୀବନ୍ଧ ଯୋଜନାରେ ଜମି, ଘର ଓ ଭିଟାମାଟି ହରାଇଥିବା ପରିବାର ଦୀର୍ଘ ୭୦ ବର୍ଷ ପରେ ନ୍ୟାୟ ପାଇବେ। ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା । ବିସ୍ଥାପିତଙ୍କୁ ୧୦ ଡିସିମିଲ ଲେଖାଏଁ ଜମି…

ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଦିଦିଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି । ଏ ଦିଗରେ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା…

ଗାଡ଼ି ପାର୍କିଙ୍ଗକୁ ନେଇ ଡବଲ ମର୍ଡର ଘଟଣା: ୨ ଗିରଫ

ଭୁବନେଶ୍ବର ଗାଡ଼ି ପାର୍କିଙ୍ଗକୁ ନେଇ ଡବଲ ମର୍ଡର ଘଟଣାରେ ୨ ଅଭିଯୁକ୍ତ ଗିରଫ କରିଛି ପୋଲିସ। ପ୍ରଦୀପ ମଲ୍ଲିକ ଏବଂ ଗଣେଶ ମଲ୍ଲିକଙ୍କୁ ଚଣ୍ଡିଖୋଲରୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ହତ୍ୟା ସମୟରେ ବ୍ୟବହୃତ ଏକ ଗାଡି ଜବତ ହୋଇଛି। ଏଥିସହ…

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ସ୍ପଷ୍ଟତା ଦରକାର: ଆଇନ ମନ୍ତ୍ରୀ

୨୦୨୪ ସାଧାରଣ ନିର୍ବାଚନ ବେଳେ ଓ ତା’ ପୂର୍ବରୁ ହେଲିକପ୍ଟରରେ ଜିଲ୍ଲାରୁ ଜିଲ୍ଲା ଚକ୍କର କାଟୁଥିଲେ ଭି.କେ ପାଣ୍ଡିଆନ। ଲୋକଙ୍କ ସହିତ ସେଲ୍‌ଫି ଉଠାଇବା ସହ ଅଭିଯୋଗ ସଂଗ୍ରହ କରୁଥିଲେ। ଏଥିପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି ତା’ର ତଥ୍ୟ ମାଗି…

ପୋଲିସ-ଗୋରୁ ମାଫିଆ ମୁହାଁମୁହିଁ: ଗୋରୁ ବେପାରୀ ଗୁରୁତର

କେନ୍ଦୁଝର ପଣ୍ଡାପଡ଼ ଥାନା ପିଠାଗୋଳାରେ ୩ଟି ପିକଅପରେ ଗୋରୁଚାଲାଣ ହେଉଥିବା ଖବର ପାଇ ପୋଲିସ ପିଛା କରିଥିଲା । ଗୋରୁଗାଡ଼ିକୁ ଅଟକାଇବା ବେଳେ ଗୋରୁ ମାଫିଆାନେ ପୋଲିସ ଉପରକୁ ଗୁଳିମାଡ଼ କରିଥିଲେ। ଫଳରେ ପୋଲିସ ପାଲଟା ଗୁଳିଚାଳନା କରିବାରୁ ଜଣେ ଗୋରୁ…

ଆଳୁ ଜଗିଛି ସିସିଟିଭି

ଓଡ଼ିଶାରେ ଆଳୁ ରାଜନୀତି ସରଗରମ ହେଉଥିବାବେଳେ ପଶ୍ଚିମବଙ୍ଗ ସରକାରର ବୈମାତୃକ ମନୋଭାବ ସମସ୍ୟାକୁ ଦ୍ବିଗୁଣିତ କରିଛି। ଏପଟେ ଓଡ଼ିଶା ବଜାରରେ ଆଳୁ ଦର କିଲୋ ପ୍ରତି ୪୦ରୁ ୫୦ ଟଙ୍କା ବିକ୍ରି ହେଉଥିବା ବେଳେ ଖାଉଟିଙ୍କୁ ବାଧୁଛି। ସେପଟେ ଅସହଯୋଗର ସବୁ…

ଅଗଷ୍ଟ ୧୫ରେ ଆସିବ ସୁଭଦ୍ରା ଯୋଜନାର ଏସଓପି

ସ୍ବାଧୀନତା ଦିବସ ଅବସରରେ ତଥା ଅଗଷ୍ଟ ୧୫ ତାରିଖରେ ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ଏସଓପି। ଏହି ସଂପର୍କରେ ଆଜି ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା କହିଛନ୍ତି ସୁଭଦ୍ରା ଯୋଜନା କିଏ ପାଇବେ ଓ କିଏ ପାଇବେନି ତାହା…

ରେଳ ପ୍ରକଳ୍ପ ନେଇ କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ରେଳ…

ପାଣ୍ଡିଆନଙ୍କ ବାବଦରେ ଆରଟିଆଇ ତଥ୍ୟ ନେଇ ପ୍ରଦୀପ ପ୍ରଧାନଙ୍କ ଟାର୍ଗେଟ୍

ଚଳତବର୍ଷ ନିର୍ବାଚନ ବେଳେ ଓ ତାପୂର୍ବରୁ ଜିଲ୍ଲାରୁ ଜିଲ୍ଲା ବୁଲୁଥିବା ଭି.କେ ପାଣ୍ଡିଆନଙ୍କ ହେଲିକପଟର ଗସ୍ତରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ତାହାକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାରିଆଡେ ଚାଲିଥିବା ବେଳେ ଏବେ ପାଣ୍ଡିଆନଙ୍କ ବାବଦରେ ଆରଟିଆଇ ତଥ୍ୟ ନେଇ ଟାର୍ଗେଟ…

ବିଜେପି ଶାସନରେ ପୂର୍ବୋଦୟ ଭାରତର ନେତୃତ୍ୱ ନେବ ଓଡ଼ିଶା: ମନମୋହନ ସାମଲ

ଚଳିତ ଆର୍ଥୀକ ବର୍ଷ ବଜେଟରେ ରେଳବାଇ ବିକାଶ କ୍ଷେତ୍ରରେ ଓଡିଶାକୁ ୧୦୮୫୬ କୋଟି ଟଙ୍କାର ସର୍ବକାଳୀନ ସର୍ବାଧିକ ପରିମାଣର ଆର୍ଥୀକ ଅନୁଦାନ ମିଳିଛି । ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଂଚଳର ବିକାଶ ପାଇଁ ଯଶ୍ୱସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ…