Category: ରାଜ୍ୟ

RR Swain appointed Chairman of OUSSSC: ରଶ୍ମୀ ରଞ୍ଜନ ସ୍ୱାଇଁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ

ଜମ୍ମୁ କଶ୍ମୀରର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ରଶ୍ମୀ ରଞ୍ଜନ ସ୍ୱାଇଁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି । ଏହି ନୂଆ ଆୟୋଗ ପୋଲିସ, ଏକ୍ସାଇଜ ଏବଂ ଅନ୍ୟାନ୍ୟ ସେବାରେ ନିଯୁକ୍ତି ପାଇଁ ସ୍ୱଚ୍ଛ…

Rajya Sabha Election: ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍‌ ଜାରି କଲା ବିଜେପି

ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍‌ ଜାରି କଲା ବିଜେପି । ମାର୍ଚ୍ଚ ୧୬ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଓଡ଼ିଶାରେ ଶାସକ ଭାରତୀୟ ଜନତା ପାର୍ଟି (ବିଜେପି) ଏକ କଡ଼ା ହ୍ୱିପ୍ ଜାରି କରିଛି, ଯେଉଁଥିରେ ସମସ୍ତ ବିଧାୟକଙ୍କୁ…

PM Kisan 22nd Installment: ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ ଟଙ୍କା; ୯ କୋଟି ୩୨ ଲକ୍ଷ ଚାଷୀ ଉପକୃତ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଆସାମର ଗୌହାଟୀରେ ଦେଶର ଅନ୍ନଦାତାଙ୍କୁ ‘ପିଏମ୍-କିଷାନ ଯୋଜନା’ର ୨୨ତମ କିସ୍ତି ପ୍ରଦାନ କରିଛନ୍ତି । ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଯାଇଛି ୨ ହଜାର ଲେଖାଏଁ ଟଙ୍କା । ସାରା ଦେଶର…

Teaching Posts Vacant In Adarsha Vidyalayas: ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୧୮୨୯ ଶିକ୍ଷକ ପଦବୀ

ରାଜ୍ୟର ସମସ୍ତ ଆଦର୍ଶ ବିଦ୍ୟାଳୟରେ ମୋଟ ୧୮୨୯ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ…

Jiban Pradip Dash Quits BJP: ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ । ରବୀନ୍ଦ୍ର ଜେନା ବିଜେପିରେ ସାମିଲ୍ ହେବାର ମାତ୍ର ଦୁଇ ଦିନ ପରେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ଜୀବନ ପ୍ରଦୀପ ଦାଶ । ଜୀବନ ପ୍ରଦୀପ ମୂଲ୍ୟଭିତ୍ତିକ ରାଜନୀତିରୁ…

Rabindra Joining BJP: ରବୀନ୍ଦ୍ର ଜେନାଙ୍କୁ ଦଳରେ ସାମିଲ କରିବା ନେଇ କେହି ମୋତେ ମାଗିନାହାନ୍ତି ସହମତି: ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ବର ବିଜେପିରେ ରବୀନ୍ଦ୍ର ଜେନାଙ୍କ ସାମିଲ୍‌ ପରେ ବିଜେପିରେ ଅସନ୍ତୋଷକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏ ନେଇ ଆଜି ମୁହଁ ଖୋଲିଲେ ବରିଷ୍ଠ ନେତା ତଥା ସାଂସଦ ପ୍ରତାପ ଷଡ଼ଙ୍ଗୀ । ସେ କହିଛନ୍ତି ରବୀନ୍ଦ୍ରଙ୍କୁ ଦଳରେ ସାମିଲ କରିବା…

Madhubabu Pension Scheme: ମଧୁବାବୁ ପେନସନ ଯୋଜନାରେ ଭତ୍ତା ଅପେକ୍ଷାରେ ରହିଛନ୍ତି ୬ ଲକ୍ଷ ବ୍ୟକ୍ତି: ନିତ୍ୟାନନ୍ଦ ଗଣ୍ଡ

ମଧୁବାବୁ ପେନସନ ଯୋଜନାରେ ଭତ୍ତା ଅପେକ୍ଷାରେ ରହିଛନ୍ତି ୬ ଲକ୍ଷ ବ୍ୟକ୍ତି। ରାଜ୍ୟରେ ଏବେ ୬ ଲକ୍ଷ ୩୬ ହଜାର ୮୫୮ ଜଣ ଆବେଦନକାରୀ ଭତ୍ତା ଅପେକ୍ଷାରେ ଅଛନ୍ତି। ଏନେଇ ଗୃହରେ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ସାମାଜିକ…

Mobile Connectivity in Odisha: ଓଡ଼ିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗ ସୁଦୃଢ଼ ​​ପାଇଁ ୨,୨୨୯ କୋଟି ଟଙ୍କା

କେନ୍ଦ୍ର ଉତ୍ତର-ପୂର୍ବାଞ୍ଚଳ ଯୋଗାଯୋଗ ଏବଂ ବିକାଶ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍. ସିନ୍ଧିଆ ଗତକାଲି ରାଜ୍ୟ ସଭାରେ ଗ୍ରାମୀଣ ଏବଂ ଦୁର୍ଗମ ଅଞ୍ଚଳରେ ମୋବାଇଲ୍ ସଂଯୋଗ ବିସ୍ତାର ପାଇଁ ଓଡ଼ିଶାର ଟେଲିକମ୍ ଅପରେଟରମାନଙ୍କୁ ପ୍ରଦାନ କରାଯାଇଥିବା ସହାୟତା ବିଷୟରେ ସୂଚନା ଦେଇଛନ୍ତି ।…

ASI Arrested: ଲାଞ୍ଚ ନେଇ ଗିରଫ ହେଲେ ଏଏସଆଇ ଅରୂପାନନ୍ଦ ଦାସ ଗିରଫ; ଘରୁ ମିଳିଲା ୩.୩୧ଲକ୍ଷ ଟଙ୍କା

ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ପୋଲିସ ଷ୍ଟେସନର ସହକାରୀ ସବ-ଇନ୍ସପେକ୍ଟର ଅରୂପା ନନ୍ଦ ଦାସ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ ହୋଇଛନ୍ତି। ରାସ୍ତାପାର୍ଶ୍ୱରେ ଥିବା ଏକ ଢାବାର ମାଲିକଙ୍କ ଠାରୁ ମଦ ଦୋକାନ ଚଳାଇବା ପାଇଁ ୨୫ହଜାର ଟଙ୍କା…

NEP 2020: ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା: ନିତ୍ୟାନନ୍ଦ ଗଣ୍ଡ

ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା । ତୃତୀୟରୁ ଅଷ୍ଟମ ଶ୍ରେଣୀ ଯାଏଁ ସୁସ୍ଥ ରହିବା ଓ ଶାରୀରିକ ଶିକ୍ଷା ଦିଆଯିବ । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ…