Category: ରାଜ୍ୟ

ବିଧାନସଭାରେ ଚମ୍ପୁଆ ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିତ; ବିଜେପି ଆଡ଼କୁ ଯାଉଛନ୍ତି କି କହି କଲେ ତେରଛା ବାଣ

ଆଜି ବିଧାନସଭାର ବଜେଟ ଅଧିବେଶନରେ ଆରମ୍ଭ ହୋଇଥିବା ବେଳେ । ସେଠାରେ ପହଞ୍ଚୁ ପହଞ୍ଚୁ ଚମ୍ପୁଆ ବିଜେଡି ବିଧାୟକଙ୍କ ଉପରେ ବର୍ଷିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଚମ୍ପୁଆ ବିଧାୟକଙ୍କୁ ତାଗିତ କରି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି…

ବୁର୍ଲା ଭୀମସାରରେ ଚିକିତ୍ସା ଅବ୍ୟବସ୍ଥା; ମୋବାଇଲ ଟର୍ଚ୍ଚ ଲଗାଇ ରୋଗୀଙ୍କୁ ଦିଆଗଲା କେମୋ

ସାମ୍ନାକୁ ଆସିଲା ବୁର୍ଲା ଭୀମସାରରେ ଚିକିତ୍ସା ଅବ୍ୟବସ୍ଥାର ଏକ କରୁଣ ଚିତ୍ର । ମୋବାଇଲ ଲାଇଟ୍ ଲଗାଇ କ୍ୟାନ୍ସର ରୋଗୀଙ୍କୁ ଦିଆଗଲା କେମୋ । ଯାହାର ଭିଡିଓ ଭାଇରାଲ ହେବାକୁ ଲାଗିଛି ।ଏଭଳି ଅଭାବନୀୟ ଦୃଶ୍ୟ ସମ୍ବଲପୁର ବୁର୍ଲା ଭୀମସାର କର୍କଟ…

ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି

ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଦ୍ୟାଧର ପତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ବିଦ୍ୟାଧର ପତି ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ବର ଶୈଳଶ୍ରୀବିହାରରେ ୧୪୬୦ ବର୍ଗଫୁଟ୍‌ର…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ଲୁଟେରା ଗିରଫ

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ । ରାଜ୍ୟ ବାହାରୁ ଲୁଟେରାକୁ ଗିରଫ କଲା କମିଶନରେଟ୍ ପୋଲିସ । ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ଆଜି ତାକୁ କୋର୍ଟରେ ହାଜର କରାଯିବ।…

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆସ୍ଥିତ ପୈତୃକ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ…

ରାଜ୍ୟ ସରକାରଙ୍କୁ ନବ ଦାସ ହତ୍ୟା ମାମଲାରେ ରିପୋର୍ଟ ମାଗିଲେ ହାଇକୋର୍ଟ

ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାରେ ରିପୋର୍ଟ ମାଗିଛି ଓଡିଶା ହାଇକୋର୍ଟ । ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା…

ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥ ପାଇଁ ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବିଜେଡି: ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ଆଜି ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟନାୟକ ଡବଲ ଇଞ୍ଜିନ ସରକାରକୁ ଦାୟିତ୍ବହୀନ ବୋଲି କହିଛନ୍ତି । ସେ ପୁଣି କହିଛନ୍ତି ଯେ…

ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଜୁଏଲ ଓରାମଙ୍କ ଚିଠି

ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ । ଦାୟିତ୍ୱରେ ଦୀର୍ଘ ଦିନ ଅନୁପସ୍ଥିତି ପାଇଁ ଆଇଏଏସ ପରାଗ ହର୍ଷଦ ଗଭାଲିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରମନ୍ତ୍ରୀ ଜୁଏଲ…

ବାରବାଟୀରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର

ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ…

ଦଳକୁ ଫେରିଲେ ନିସର୍ତ୍ତରେ ଗ୍ରହଣ: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ

ଦୀର୍ଘ ୮ ମାସ ପରେ ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ।ଗତକାଲି ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଥିବା ବେଳେ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀଙ୍କୁ ଉପରୁ…