Category: ରାଜ୍ୟ

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

ଏଥର ସାବାଡ଼ ହେବେ ମଦ୍ୟପ। ଏହା ମଧ୍ୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ଏ ଦିଗରେ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହ ଚୋରା ମଦ ବିକ୍ରି…

ଆଇଏଏସସ୍ତରରେ ବଡ଼ଧରଣର ଅଦଳବଦଳ

ଆଇଏଏସସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି। ୧୯ ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି । ବିଜୟ କୁମାର ଦାଶ ଗଜପତି, ସ୍ମୃତିରଞ୍ଜନ ପ୍ରଧାନ କେନ୍ଦ୍ରାପଡ଼ା, ପାରୁଲ ପଟୱାରି ରାୟଗଡ଼ା, ଅମୃତ ଋତୁରାଜ କନ୍ଧମାଳ, ସିଦ୍ଧେଶ୍ବର ବଳିରାମ ବୋନ୍ଦର ସମ୍ବଲପୁର, ହେମକାନ୍ତ ସାଏ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ସଚିବ; ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଆଜି ଲୋକସେବା ଭବନରେ କେନ୍ଦ୍ର କୋଇଲା ବିଭାଗ ସଚିବ ଶ୍ରୀ ଅମ୍ରିତ ଲାଲ ମୀନା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ମୀନାଙ୍କ ସହିତ କୋଲ୍ ଇଣ୍ଡିଆର ଅଧ୍ୟକ୍ଷ ଶ୍ରୀ ପି.ଏମ୍‌ ପ୍ରସାଦ…

ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ଆମେରିକାକୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦରେ ଥିବା ଆମେରିକାର କନସୋଲ ଜେନେରାଲ୍ ଜେନିଫର୍ ଲାରସନ ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଜିଙ୍କୁ ଆମେରିକା ଏବଂ ଓଡିଶା ମଧ୍ୟରେ ଭାଗିଦାରୀକୁ ମଜଭୁତ କରିବାର ଉପାୟ ବିଷୟରେ ଆଲୋଚନା କରିବାକୁ ଡାକିଥିଲେ। କନସୋଲ ଜେନେରାଲଙ୍କୁ…

ରାଜଧାନୀରେ ଟ୍ରାଫିକ ପୋଲିସ ପିନ୍ଧିବେ ଗେରୁଆ ରଙ୍ଗର ରେନ୍‌କୋଟ୍

ବର୍ଷା ବେଳେ ରାଜଧାନୀର ଟ୍ରାଫିକ ପୋଷ୍ଟରେ ମୁତୟନ ଥୂବା ପୋଲିସ କର୍ମଚାରୀ ବ୍ୟବହାର କରିବେ ଗେରୁଆ ରଙ୍ଗର ରେନ୍‌କୋଟ୍ । ସେଥିପାଇଁ ସେମାନଙ୍କୁ ଗେରୁଆ ରଙ୍ଗର ରେନ୍‌କୋଟ୍ ପ୍ରଦାନ କରାଯାଇଛି । ସୂଚନା ମୁତାବକ; ବର୍ଷା ବେଳେ ରାଜଧାନୀର ଟ୍ରାଫିକ ପୋଷ୍ଟରେ…

ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍‌; କମୁଛି ଜଳସ୍ତର

ଉପରମୁଣ୍ଡରେ ବର୍ଷା କମିଥିବାରୁ ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି । ଦୁଇଟି ଗେଟ୍ ବନ୍ଦ ହେବା ପରେ ବର୍ତ୍ତମାନ ୮ଟି ଗେଟ୍‌ ଦେଇ ପ୍ରବାହିତ ହେଉଛି ବନ୍ୟାଜଳ। ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ୍ ଗେଟ୍…

ରାଜ୍ୟରେ ଆହୁରି ବର୍ଷିବ ବର୍ଷା, ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି

୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି…

ସେପ୍ଟେମ୍ବରରେ ୩ରେ ହେବ ରାଜ୍ୟସଭା ଉପନିର୍ବାଚନ; ଓଡ଼ିଶାରୁ ଗୋଟିଏ ଆସନ

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ୩ ସେପ୍ଟେମ୍ବରରେ ହେବ ଉପନିର୍ବାଚନ । ଏଥିପାଇଁ ୧୪ ଅଗଷ୍ଟରେ ପ୍ରକାଶ ପାଇବ ବିଜ୍ଞପ୍ତି । ରାଜ୍ୟସଭାରେ ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ । ସେଥିମଧ୍ୟରୁ ଓଡିଶାରେ ରହିଛି ଗୋଟିଏ…

­ରାଜ୍ୟରୁ ହଟିଲା ଫାଇଭ୍‌-ଟି ଚାର୍ଟର ଓ ମୋ ସରକାର 

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍‌-ଟି ଚାର୍ଟର । ଫାଇଭ୍‌-ଟି ଚାର୍ଟର ହଟାଇଛନ୍ତି ରାଜ୍ୟ ସରକାର । ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ହଟାଗଲା । କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ…

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁଓଡ଼ିଆ ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଲା ନୂଆ ଦାୟିତ୍ଵ । ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ…