Category: ରାଜ୍ୟ

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣକୁ ବିଜେଡିର ବିରୋଧ 

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣକୁ ନେଇ ସାମ୍ବାଦିକ ସମ୍ମିଳନୀରେ ପୁର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ବିଧାୟକ ଦିବ୍ୟା ଶଙ୍କର ମିଶ୍ର କହିଛନ୍ତି ଯେ ଓଡ଼ିଶାର ଗର୍ବ ବିଜୁ ପଟ୍ଟନାୟକଙ୍କ ନାଆରେ ହୋଇଥିବା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇକରଣ…

ରାଜ୍ୟ ସରକାର କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଛାଡ଼ ପାଇଁ କେନ୍ଦ୍ର ପାଖରେ ଦାବି ରଖନ୍ତୁ: ବିଜେଡି

ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ପୂର୍ବତନ ରାଜ୍ୟ ସମ୍ପାଦକ ତଥା ପୂର୍ବତନ କେନ୍ଦୁପତ୍ର ୱେଲଫେୟାର ବୋର୍ଡ଼ର ଉପଦେଷ୍ଟା ଶ୍ରୀ ସଞ୍ଜିତ ମହାନ୍ତି କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସ୍‌ଟିକୁ ଉଚ୍ଛେଦ କରିବା ଦାବିକୁ କେନ୍ଦ୍ର ସରକାରଙ୍କର…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ହୋଇଛି ୧୭୫୦ ପଞ୍ଜୀକରଣ 

ଆଜି ରାଜ୍ୟରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିବା ସହ ତୁରନ୍ତ ସମାଧାନ ନିମନ୍ତେ ସଂପୃକ୍ତ…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ବିଜେପିର ସାଂସଦ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ବିଜେପି ଲୋକସଭା ସାଂସଦ ଏବଂ ରାଜ୍ୟସଭା ସାଂସଦ । ସଂସଦ ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ସାଂସଦଙ୍କ ସହ ଆଲୋଚନାରେ ଓଡ଼ିଶାର ସମସ୍ତ ୨୦ ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ ଉପସ୍ଥିତ…

କଟକ ସଦର ଥାନା ଆଇଆଇସିଙ୍କ ବିରୁଦ୍ଧରେ ତଦନ୍ତ ନିର୍ଦ୍ଦେଶ

କଟକ ଭାଣପୁର ଅଞ୍ଚଳରେ ବୋଲବମ୍ ଭକ୍ତଙ୍କ କ୍ୟାମ୍ପରେ କଟକ ସଦର ଥାନା ଆଇଆଇସି ଗାଡ଼ି ପୁରେଇ ସେମାନଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପରେ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ଅତିରିକ୍ତ ଡିସିପି। ଅଭିଯୋଗ ଅନୁସାରେ କଟକ ସଦର ଥାନା…

ଝାରସୁଗୁଡା ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍ 

ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟରେ ନୋଟିସ । ସେପ୍ଟେମ୍ବର ୨୩ରେ କୋର୍ଟରେ ହାଜର ହେବାକୁ ଦିଆଗଲା ନିର୍ଦ୍ଦେଶ । ନିର୍ବାଚନ ପୂର୍ବରୁ ସତ୍ୟପାଠରେ ଅପରାଧିକ ମାମଲା ଲୁଚାଇଥିବା ନେଇ ଅଭିଯୋଗରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ ଦୀପାଳି ଦାସ । ସୂଚନା…

ପିସିସି ସଭାପତି ପାଇଁ କେବେ ଇଚ୍ଛୁକ ନଥିଲେ ତାରା ବାହିନୀପତି !

ଦିଲ୍ଲୀରୁ ଫେରିବା ପରେ ପିସିସି ସଭାପତିକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ସେ କହିଛନ୍ତି ପିସିସି ସଭାପତି ପାଇଁ କେବେ ଇଚ୍ଛୁକ ନଥିଲି କି ନାହିଁ। କିନ୍ତୁ କଂଗ୍ରେସ ବିଧାୟକ ଦଳ ନେତା ହେବା ମୋର…

ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ଆସିବ: ଯୋଗାଣ ମନ୍ତ୍ରୀ

ପଶ୍ଚିମବଙ୍ଗ ସରକାରର ଅସହଯୋଗ ପରେ ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆମଦାନୀ ହେଉଥିଲା। ଓଡ଼ିଶା ତାର ସ୍ୱାଭିମାନ ପାଇଁ ପଶ୍ଚିମବଙ୍ଗ ଉପରେ ଆଉ ନିର୍ଭର କଲା ନାହିଁ। ଏବେ ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆସୁଛି। ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ମଗାଯିବ ବୋଲି…

ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ନେଇ ଚର୍ଚ୍ଚା

ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ନେଇ ଚର୍ଚ୍ଚା ଜୋର ଧରିଛି। କିଏ ହେବେ ରାଜ୍ୟ ପୋଲିସ ମୁଖିଆ, ତାକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି । ଏହା ମଧ୍ୟରେ ୩ ବରିଷ୍ଠ ଆଇପିଏସଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟରୁ ଚିଠି ହୋଇଛି। ୧୯୮୮…

ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ସରକାରୀ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ…