ରାଜ୍ୟ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ଦେହାନ୍ତ August 5, 2024 Nirvay କଟକ ଏସସିବି ମେଡିକାଲରେ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥ(୬୨)ଙ୍କ ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ସେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଏସସିବି ଟ୍ରମା କେୟାର ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ପରଲୋକ…
ରାଜନୀତି ରାଜ୍ୟ ଆଦିବାସୀଙ୍କ ହିତରେ ମିଶନ ମୋଡ଼ରେ କାମ କରିବ ମୋହନ ସରକାର August 4, 2024 Nirvay ଆଦିବାସୀ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଆକ୍ସନ ମୋଡ଼କୁ ଆସିଛି ମୋହନ ସରକାର। ସେମାନଙ୍କ ହିତ ସାଧନ ଓ ଉନ୍ନତି ହେବ ସରକାରର ପ୍ରାଥମିକତା। ଏଥିପାଇଁ ସମସ୍ତେ ଏକାଠି ହୋଇ କାମ…
ତାଜା ଖବର ରାଜ୍ୟ ଓଡ଼ିଶା ଧନୀ, ଓଡ଼ିଶାର ଲୋକେ ମଧ୍ୟ ଧନୀ ହେବେ: ମନମୋହନ ସାମଲ August 4, 2024 Nirvay ଗଜପତି ଜିଲ୍ଲା ଗସ୍ତରେ ଥିବା ବେଳେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆଜି ପାରଳାଖେମୁଣ୍ଡିଠାରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି। ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଭଲପାଇବା ପାଇଁ…
ରାଜନୀତି ରାଜ୍ୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ଜୁଏଲ ଓରାମ August 4, 2024 Nirvay କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କର୍ମୀମାନଙ୍କୁ ଆଜି ଗୁରୁମନ୍ତ୍ର ଦେଇଛନ୍ତି। ବିଧାୟକ, ମନ୍ତ୍ରୀଙ୍କ ସ୍ଥାନ ଉପରେ ରହିଛି ବୋଲି କହିଲେ। ଜିଲ୍ଲାପାଳ ଓ ଅଫିସର ଆମ କଥା ମାନିବା ଦରକାର। ଅଫିସରଙ୍କଠାରୁ କର୍ମୀ, ବିଧାୟକ, ସାଂସଦ ଗୁରୁତ୍ବ ପାଇବା ଉଚିତ। ଯାହା ନବୀନଙ୍କ…
ତାଜା ଖବର ରାଜ୍ୟ ବୁର୍ଲାରେ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ August 4, 2024 Nirvay ଆଜି ବୁର୍ଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା ବୈଠକ କରିଛନ୍ତି। ବନ୍ୟା ନିୟନ୍ତ୍ରଣର ସମୀକ୍ଷା କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। ଏଥିସହ ହୀରାକୁଦରୁ ପାଣି ନେଉଥିବା ଶିଳ୍ପ ସଂସ୍ଥାଠୁ ବକେୟା ଜଳକର…
ତାଜା ଖବର ରାଜ୍ୟ ସ୍କୁଲ ଅପଗ୍ରେଡେସନ୍ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା August 4, 2024 Nirvay ଛାତ୍ରଛାତ୍ରୀ ହେଉଛନ୍ତି ବିକଶିତ ଭାରତ ଗଠନର ମୂଳଦୁଆ । ତେଣୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ଶିକ୍ଷା ପାଇଁ ଚଳିତ ବଜେଟରେ ଅଧିକ ବ୍ୟୟବରାଦ ମଧ୍ୟ ହୋଇଛି । ସମସ୍ତ ପିଲା…
ତାଜା ଖବର ରାଜ୍ୟ ସେବାୟତଙ୍କ ମଧ୍ୟରେ ବିବାଦ: ମହାପ୍ରଭୁଙ୍କ ନୀତି ବିଳମ୍ବ August 4, 2024 Nirvay ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ପୂଜା ବସିଥିବା ସମୟରେ ପ୍ରଧାନୀ ସେବାୟତ ଚଢ଼ିଯାଇଥିଲେ। ଫଳରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଏଭଳି ସ୍ଥିତି ଉପୁଜିଛି। ସୂର୍ଯ୍ୟପୂଜା ଚାଲିଥିବା ବେଳେ ପୂଜାପଣ୍ଡା ଓ ପ୍ରଧାନୀ ସେବାୟତଙ୍କ ମଧ୍ୟରେ ବିବାଦ…
ରାଜ୍ୟ ଆଜି ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ August 4, 2024 Nirvay ଶ୍ରାବଣ ଅମାବାସ୍ୟା ଅବସରରେ ଆଜି ଶ୍ରୀମନ୍ଦିରରେ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବାର ପରମ୍ପରା ରହିଛି।…
ତାଜା ଖବର ରାଜ୍ୟ ପାଟ୍ରୋଲିଂ ବେଳେ ମଝି ଚିଲିକାରେ ଫଶିଗଲା ଡଙ୍ଗା August 4, 2024 Nirvay ଡଲଫିନ୍ ସୁରକ୍ଷା ପାଇଁ ଚିଲିକାକୁ ୪ ବନ କର୍ମଚାରୀ ଯାଇଥିଲେ । ହେଲେ ମଝି ଚିଲିକାରେ ଫଶିଗଲା ବନ ବିଭାଗର ପାଟ୍ରୋଲିଂ ଡଙ୍ଗା। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜହ୍ନିକୁଦା ନିକଟରେ ଫଶିଯାଇଛି। ଫସିଥିବା ବନ କର୍ମଚାରୀମାନେ ଚିଲିକା ନୂଆପଡ଼ା ବନ୍ୟପ୍ରାଣୀ…
ରାଜନୀତି ରାଜ୍ୟ ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ August 4, 2024 Nirvay ଏସସି/ଏସଟି କର୍ମଚାରୀ କଲ୍ୟାଣ ପରିଷଦ ପକ୍ଷରୁ ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…