ତାଜା ଖବର ରାଜ୍ୟ ସାମ୍ବାଦିକା ମଧୁମିତା ଆତ୍ମହତ୍ୟା ଘଟଣାରେ ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଲା ପୋଲିସ August 1, 2024 Papirani ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଘଟଣାରେ ଅଧିକ ତଥ୍ୟ ହାସଲ କରିବା ପାଇଁ ଅଭିଯୁକ୍ତ ସ୍ୱାମୀ ଶ୍ରୀଧର ଜେନାଙ୍କୁ ରିମାଣ୍ଡରେ ଆଣିଲା ପୋଲିସ । ଦିନିକିଆ ରିମାଣ୍ଡରେ ଆଣି ଘର ସର୍ଚ୍ଚ କରିବା ପାଇଁ ଅଭିଯୁକ୍ତ ଶ୍ରୀଧରଙ୍କୁ ଧଉଳି ପୋଲିସ ଆଣିଥିବା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହେଲେ ଅପରାଜିତା ଷଡ଼ଙ୍ଗୀ August 1, 2024 Papirani ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପବ୍ଲିକ ଆକାଉଣ୍ଟ ସଂସଦୀୟ କମିଟିରେ ଉଭୟ ସଦନ ରାଜ୍ୟସଭା ଓ ଲୋକସଭାରେ ମୋଟ୍ ୧୫ ଜଣ ସଦସ୍ୟ ନିର୍ବାଚିତ ହୋଇଥିବା ବେଳେ ସେଥିମଧ୍ୟରୁ…
ତାଜା ଖବର ରାଜ୍ୟ ୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା August 1, 2024 Nirvay ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ…
ତାଜା ଖବର ରାଜ୍ୟ ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଉଦ୍ଧାର ହେଲେ ମହିଳା August 1, 2024 Nirvay ମହାନଦୀରେ ପ୍ରାୟ ୫୦ କିଲୋମିଟର ଭାସି ଆସିଲେ ମହିଳା। ଛତିଶଗଡ଼ ପୁରଥରୁ ମହାନଦୀ ପାଣିରେ ଭାସି ଆସି ସୁରକ୍ଷିତ ଅବସ୍ଥାରେ ଝାରସୁଗୁଡ଼ା ପଲସଦାରୁ ଉଦ୍ଧାର ହେଇଛନ୍ତି। ପଲସଦାଠାରେ ମତ୍ସ୍ୟଜୀବୀମାନଙ୍କ ଦ୍ୱାରା ମହିଳାଙ୍କୁ ଉଦ୍ଧାର କରାଯାଇଛି। ତେବେ ମହିଳା ଜଣଙ୍କ କିଏ ଓ…
ରାଜନୀତି ରାଜ୍ୟ ପିସିସି ସଭାପତି ରେସରେ ତାରା ବାହିନୀପତି August 1, 2024 Nirvay କିଏ ଧରିବେ ଓଡ଼ିଶାରେ କଂଗ୍ରେସ ନେତୃତ୍ବର ମଙ୍ଗ । ଏ ନେଇ ଦିଲ୍ଲୀରେ ଅଙ୍କକଷା ଆରମ୍ଭ ହୋଇଛି । କାହା ନେତୃତ୍ବରେ ଓଡ଼ିଶାରେ କଂଗ୍ରେସ କେତେ ଲାଭବାନ ହେବ। କଂଗ୍ରେସ ହାଇକମାଣ୍ଡ ଏମିତି ଜଣେ ନେତାଙ୍କୁ ପିସିସି ଗାଦିରେ ବସାଇବାକୁ ଚାହୁଁଛନ୍ତି…
ତାଜା ଖବର ରାଜ୍ୟ ପିଏମ ଫସଲ ବୀମା ଆବେଦନ ଅବଧି ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ବଢ଼ିଲା July 31, 2024 Nirvay ଚଳିତ ଖରିଫ ଋତୁ ପାଇଁ ପିଏମ ଫସଲ ବୀମା ଯୋଜନା (ପିଏମଏଫବିୱାଇ) ଅଧିନରେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଜୁଲାଇ ୩୧ ଶେଷ ତାରିଖ ଥିଲାବେଳେ ଆଉ ୧୦ ଦିନ ବୃଦ୍ଧି ନେଇ ନିର୍ଦ୍ଦେଶନାମା ଜାରି…
ତାଜା ଖବର ରାଜ୍ୟ ଅଗଷ୍ଟ ୫ରେ ପ୍ରକାଶ ପାଇବ ପିଜି ମେରିଟ୍ ଲିଷ୍ଟ July 31, 2024 Nirvay ପିଜି ନାମଲେଖା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଗଷ୍ଟ ୫ ଅପରାହ୍ନ ୪ଟାରେ ପିଜି ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୫ରୁ ୧୨ ତାରିଖ ମଧ୍ୟରେ ଚଏସ୍ ଫିଲିଂ ହେବ । ଅଗଷ୍ଟ ୨୦…
ତାଜା ଖବର ରାଜ୍ୟ ସାଂଘାତିକ ଅଭିଯୋଗ: ନିବେଦିତା ମାଡାମଙ୍କ ବିନା ଅନୁମତିରେ କିଛି କାମ ହୁଏନି July 31, 2024 Nirvay ଭିଜିଲାନ୍ସ ପଞ୍ଝାରେ ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି। ମଙ୍ଗଳବାର ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ଶ୍ରୀମତୀ ମହାନ୍ତିଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ବିଲ୍ ପାସ କରିଦେବା…
ତାଜା ଖବର ରାଜନୀତି ରାଜ୍ୟ ଦୁର୍ନୀତି ଅଭିଯୋଗରେ ଦୁଇଟି ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର July 31, 2024 Papirani ରାଜ୍ୟରେ ଦୁର୍ନୀତି ଅଭିଯୋଗରେ ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମକୁ ଭାଙ୍ଗିଲେ ରାଜ୍ୟ ସରକାର। ଏଣିକି ରାଜ୍ୟ ସରକାର ଦୁଇଟି ବୋର୍ଡର ବ୍ୟାପାର ବୁଝିବେ ବୋଲି ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ତାଜା ଖବର ଦେଶ ରାଜନୀତି ରାଜ୍ୟ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ July 31, 2024 Papirani ୨୦୨୦ ମସିହାରେ ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦ ଓ ବିଜେଡି ଦଳରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା ଦେଇଥିବା ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା…