Category: ରାଜ୍ୟ

ପୁରୀ ଜିଲ୍ଲା ହଇଜା ଭୟାନକ ସ୍ଥିତି; ଉଦବେଗ ପ୍ରକାଶ କଲେ ନବୀନ

ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ନବୀନ । ସେ ନିଜ ସୋସିଆଲ ମଡିଆ…

ପୂର୍ବତନ ଭିସିଙ୍କୁ ହତ୍ୟା ମାମଲାରେ ଦୋଷୀକୁ ମିଳିଲା ଆଜୀବନ କାରାଦଣ୍ଡ

ସମ୍ବଲପୁର ବିଶ୍ବ ବିଦ୍ୟାଳୟର ପୂର୍ବତନ କୂଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କୁ ହତ୍ୟା ମାମଲାରେ ଦୋଷୀକୁ ମିଳିଲା ଆଜୀବନ କାରାଦଣ୍ଡ। ଦୋଷୀ ପ୍ରବୀଣ ଧୁରିଆକୁ ଆଜୀବନ ଶୁଣାଇଲେ ଏଡିଜେ କୋର୍ଟ । ଟଙ୍କା ନ ଦେବାରୁ ଘରେ ପଶି କୁଳପତି ପୂର୍ବତନ…

ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ମଧୁସୂଦନ ପାଢ଼ୀ

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ । ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ସେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି । ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର…

ଗିରଫ ହେଲେ ବଣାଇ ଆଇଟିଡିଏ ପିଏ ବିଶ୍ୱଦର୍ଶୀ ସାହୁ

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏ ପିଏ ବିଶ୍ୱଦର୍ଶୀ ସାହୁଙ୍କୁ ଗିରଫ କରିଛି । ଜବତ ସମ୍ପତ୍ତିର ସନ୍ତୋଷ ଜନକ ଉତ୍ତର ନ ଦେଇପାରିବାରୁ ଭିଜିଲାନ୍ସ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ…

କଟକ ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆସନ୍ତା ଫେବୃୟାରୀ ୯ରେ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଏଥିପାଇଁ ଆଜି କଟକ ବାରବାଟି ଷ୍ଟାଡିୟମରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୯ ତାରିଖରେ ହେବାକୁ ଥିବା ମ୍ୟାଚ୍ ପାଇଁ ପ୍ରସ୍ତୁତିକୁ ନେଇ…

କାଲିଠାରୁ ରାସ୍ତାରେ ଚାଲିପାରିବନି ବୀମା ନ ଥିବା ଗାଡ଼ି

କାଲିଠାରୁ ରାସ୍ତାରେ ଚାଲିପାରିବନି ବୀମା ନ ଥିବା ଗାଡ଼ି । ରାସ୍ତାରେ ବୀମା ନଥିବା ଗାଡ଼ି ଗଡିଲେ ଏଥର କଟିବ ଚାଲାଣ । ଇ-ଡ଼ିଟେକ୍ସନ ପ୍ରକ୍ର଼ିୟାରେ ଜାରିହେବ ଇ-ଚାଲାଣ ।,ପ୍ରଥମ ଥର ଧରା ପଡ଼ିଲେ ୧ ହଜାର ଟଙ୍କା ଜରିମାନା ସ୍ଥିର…

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ଶ୍ରୀପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ମରାମତି କାର୍ଯ୍ୟ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ସୂଚନା ଦେଇଛନ୍ତି । ସେ…

ସ୍ଥାୟୀ ନିଯୁକ୍ତି ଦାବି କଲେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ

ସ୍ଥାୟୀ ନିଯୁକ୍ତି ଦାବିରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀମାନେ ଆସନ୍ତା ୨ ତାରିଖରୁ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଢ଼ କୋଟି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖିଥିବା ଆଜି…

ପୁଣି ମହାକୁମ୍ଭରେ ଲାଗିଲା ନିଆଁ

ମହାକୁମ୍ଭରେ ପୁଣି ଅଗ୍ନିକାଣ୍ଡ । ପ୍ରୟାଗରାଜ ମହାକୁମ୍ଭର ସେକ୍ଟର ୨୨ରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୧୫ଟି ତମ୍ବୁ ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ…

୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ

ଓଡିଶାରେ ମୋହନ ଭାଗବତ । ଆଜି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ପ୍ରମୁଖ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟାରେ…