Category: ରାଜ୍ୟ

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ମାମଲା; ସାମ୍ନାକୁ ଆସିଲା ବଡ଼ ଟ୍ୱିଷ୍ଟ୍

ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାକୁ ନେଇ ବଡ଼ ଟ୍ୱିଷ୍ଟ । ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଉପୁଜିଛି ବିବାଦ । ମୃତ ଘୋଷିତ ହୋଇଥିବା ଦିଲ୍ଲୀପ ସାମନ୍ତରାୟ ଜୀବିତ କି ମୃତ ତାକୁ ନେଇ ନ୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ଗତ…

ସରିଲା ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ଚଳିତ ବର୍ଷ ଚିଲିକାରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ ଅଧିକ ଥିବା ସତ୍ତ୍ୱେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଜଣାପଡିଛି। ଚଳିତ ବର୍ଷ ଆଜିର ଗଣନା ରିପୋର୍ଟ ଅନୁସାରେ,…

ଚାରା ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ବାବୁ ସିଂ

ଭୁବନେଶ୍ୱର: ନବୀନ ସରକାରରେ ପଂଚାୟତ ଠାରୁ ବ୍ଲକ ସବୁଆଡେ ଅଫିସରମାନେ ଦୁର୍ନୀତିରେ ଉବୁଟୁବୁ । ଗତ ୨୪ବର୍ଷର ନବୀନ ସରକାର ଓଡ଼ିଶାବାସୀଙ୍କୁ କେବଳ ପ୍ରତାରଣା ନୁହେଁ ବରଂ ଦୁର୍ନୀତିର ପାହାଡ ଭେଟିରେ ଦେଇଛନ୍ତି । ଓଡ଼ିଶାର ଦୁର୍ନୀତିର କର୍ଣ୍ଣଧାରା ତଥା ମୁଖମଣ୍ଡଳ…

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ; ୫ଟି ରେଞ୍ଜରେ ୨୧ଟି ଟିମ୍ ନିୟୋଜିତ

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୫ଟି ରେଞ୍ଜରେ ସକାଳ ୬ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଛି । ବାଲୁଗାଁ, ସାତପଡ଼ା, ନୂଆପଡ଼ା, ଟାଙ୍ଗୀ ଓ ରମ୍ଭା ରେଞ୍ଜରେ ଗଣନା ହୋଇଛି । ପ୍ରତି ଟିମରେ ୬ ରୁ ୭…

ଟୁରିଷ୍ଟ ବସ୍‌ ଦୁର୍ଘଟଣା; ଗାଡିରେ ଥିଲେ ୪୦ରୁ ଅଧିକ ଯାତ୍ରୀ

କାମାକ୍ଷାନଗର : ସାମ୍ନାକୁ ଆସିଲା ଟୁରିଷ୍ଟ ବସ୍‌ ସହ ଟ୍ରକ ଓ ହାଇଓ୍ୱା ଧକ୍କା ଦୁର୍ଘଟଣା ଘଟଣା । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି…

ଓଡ଼ିଶାର ୮ ଉତ୍ପାଦକୁ GI ଟ୍ୟାଗ୍‌

ଓଡ଼ିଶାର ୮ ଉତ୍ପାଦକୁ GI ଟ୍ୟାଗ୍‌ ମିଳିଛି । ରାଜ୍ୟର ୮ଟି ଉତ୍ପାଦକୁ ଭୌଗଳିକ ସଂକେତ ବା ଜିଆଇ ଟ୍ୟାଗ୍‌ ମିଳିଛି। ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ସାମାଜିକ ଗଣମାଧ୍ୟମ ଟ୍ୱିଟରରେ ଏହି ସୂଚନା ଦେଇଛି । ଏଥିରେ…

ସମ୍ବଲପୁର ଦୁର୍ଘଟଣା: ବସ୍‌ ଧକ୍କାରେ ଛାତ୍ର ମୃତ

ସମ୍ବଲପୁର: ସମ୍ବଲପୁର ସହରରେ ଆଜି ସଂଧ୍ୟାରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସ୍କୁଲ୍‌ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ରଜଣକ ସ୍କୁଟିରେ ଯାଉଥିଲା ବେଳେ ଟାଉନ୍‌ ଥାନା ଅଧୀନ ମୁଦିପଡ଼ା ସ୍ଥିତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ସମ୍ମୁଖରେ ବସ୍‌ଟି…

ବିକଶିତ ଭାରତ କାର୍ଯ୍ୟକ୍ରମକୁ ଧସେଇ ପଶିଲେ ଦୁବୃର୍ତ୍ତ

ଭଦ୍ରକ; ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀର ଚୁଡାକୁଟି ପଞ୍ଚାୟତ ରାଲିରେ ଜୋର ଜବରଦସ୍ତ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି କିଛି ଦୁବୃର୍ତ୍ତ । ସୂଚନା ଅନୁସାରେ ଧାମନଗରରେ ବିଜେପିର ବିକଶିତ ଭାରତ ସଙ୍କଳ୍ପ ରଥ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ଅତର୍କିତ ଭାବରେ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ଓଡ଼ିଶାର ଅନ୍ୟତମ ପ୍ରଜ୍ଞାପୁରୁଷ ତଥା ଲକ୍ଷ ଲକ୍ଷ ଆଦିବାସୀମାନଙ୍କର ଆଶାର ପ୍ରାଣକେନ୍ଦ୍ର ଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକୁ ଆଜି ୧୫ବର୍ଷ ବିତିଗଲାଣି । କିନ୍ତୁ ବଡ ଆଶ୍ଚର୍ଯ୍ୟର ବିଷୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ତଦନ୍ତ କମିଶନ ରିପୋର୍ଟ…

ନବୀନଙ୍କ ନୂଆ ବର୍ଷ ଭେଟି: ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି କଲେ ବୃଦ୍ଧି

ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ…