Category: ରାଜ୍ୟ

Additional Security Deposits: ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ଡିମାଣ୍ଡ ବିରୋଧରେ ବିଜେଡିର ବିଶାଳ ବିକ୍ଷୋଭ

ଆଜି ଭୁବନେଶ୍ୱର, ପାୱାର ହାଉସ ଛକ ସ୍ଥିତ ଟାଟା ପାୱାର ଅଫିସ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଓ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଶାଳ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି ।…

Dhauli Gangrape Case: ଗଣଦୁଷ୍କର୍ମ ଯୋଗୁଁ ରାଜ୍ୟରେ ହା ହା କାର ପରିସ୍ଥିତି: କଂଗ୍ରେସ

ରାଜ୍ୟରେ ବଢ଼ୁଥିବା ଦୁଷ୍କର୍ମ, ଗଣ ଦୁଷ୍କର୍ମ, ଯୌନ ଉତ୍ପୀଡ଼ନ, ଛାତ୍ରବାସରେ ନାବାଳିକା ଗର୍ଭଧାରଣ ଓ ବିଭିନ୍ନ ଅତ୍ୟାଚାର ପ୍ରସଙ୍ଗକୁ ନେଇ ରାଜ୍ୟ ମହିଳା କଂଗ୍ରେସ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର, ପୋଲିସ ଓ…

Calendar 2026: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ୨୦୨୬ର କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି…

Odisha Congress Crisis: ମୋ ଚିଠିର ପ୍ରଭାବ ପଡିଛି, କଂଗ୍ରେସ ଦଳର ସ୍ଥିତିରେ ପରିବର୍ତ୍ତନ ହେବ- ମହମ୍ମଦ ମୋକିମ

କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ପ୍ରତିକ୍ରିୟା ଦେଲେ ମହମ୍ମଦ ମୋକିମ । ସେ କହିଛନ୍ତି କିଛି କେନ୍ଦ୍ରୀୟ ନେତା ମୋ ସହ କଥା ହୋଇଛନ୍ତି । ମୁଁ ଯାହା ଚିଠିରେ ଲେଖିଥିଲି ସେ ବାବଦରେ ପଚାରି ବୁଝିଛନ୍ତି ।…

Malkangiri Violence: ମାଲକାନଗିରି ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦ ଘଟଣା; ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆଯୋଗ ପକ୍ଷରୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନୋଟିସ

ମାଲକାନଗିରି ଜିଲ୍ଲାରେ ବେଙ୍ଗଲି ଅଧିବାସୀ ଓ ଆଦିବାସୀ ସଂଘର୍ଷ ଘଟଣାରେ ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆୟୋଗ ପକ୍ଷରୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନୋଟିସ୍ ଜାରି ହୋଇଛି । କୋୟା ଜନଜାତିର ଜଣେ ମହିଳାଙ୍କ ହତ୍ୟାର ରିପୋର୍ଟ ମାଗିଛନ୍ତି ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି…

MLA Salary Hike: ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପ୍ରସ୍ତାବ

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକରେ ବଡ ନିଷ୍ପତ୍ତି ହୋଇଛି । ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବିଭିନ୍ନ ଚର୍ଚ୍ଚା ଲାଗି ରହିଥିବା ବେଳେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ…

Vigilance Raid: ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଦଶମନ୍ତପୁର ଥାନା ଅଧିକାରିଣୀ । କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା ଆଇଆଇସି ସୁକମା ହାଁସଦା ଲାଞ୍ଚ ନେବା ଅଭିଯୋଗରେ ଧରାପଡ଼ିଛନ୍ତି । ମାମଲାର ରଫାଦଫା କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗି ଫସିଲେ।…

Common Area Registration: ୨୦ ହଜାର ଦେଲେ ଏରିଆ ରେଜିଷ୍ଟ୍ରେସନ୍

ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜୀକରଣ। ରିଅଲ ଇଷ୍ଟେଟ୍ ପ୍ରକଳ୍ପର ସଂପୂର୍ଣ୍ଣ କମନ ଏରିଆ ଏଣିକି ୨୦ ହଜାର ଟଙ୍କାରେ ପଞ୍ଜୀକରଣ କରାଯିବ । ଏ ନେଇ ଆଜି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…

Ambulance Corridor: ଖଣ୍ଡଗିରିରୁ ଏମ୍ସକୁ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର

ଖଣ୍ଡଗିରିରୁ ଏମ୍ସକୁ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର। ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି । ଏହା ମଧ୍ୟରୁ ଗୋଟିଏ ଲେନ୍‌ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ ବୋଲି ଏ ନେଇ ପୂର୍ତ୍ତ ବିଭାଗର…

Keonjhar Lecturer Murder: କେନ୍ଦୁଝରରେ ମହିଳା ଅଧ୍ୟାପିକାଙ୍କର ମୃତ୍ୟୁ ଘଟଣା: ପୁରୁଷ ବନ୍ଧୁଙ୍କୁ ଗିରଫ

କେନ୍ଦୁଝରରେ ମହିଳା ଅଧ୍ୟାପିକାଙ୍କର ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ କଲା ଟାଉନ୍ ଥାନା ପୋଲିସ। ଗତକାଲି କେନ୍ଦୁଝର ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ମୃତ୍ୟୁ ହୋଇଥିଲା। ମାମଲାରେ ତାଙ୍କ ପୁରୁଷ ବନ୍ଧୁ ରୁଦ୍ର ମିଶ୍ରଙ୍କୁ ଗିରଫ କରିଛି ପୋଲିସ। ଗତକାଲି…