Category: ରାଜ୍ୟ

ଆସନ୍ତା ୬ ତାରିଖ ଦିନ ପଦ୍ମ ଧରିବେ ସୁନନ୍ଦା ଦାସ

ଆସନ୍ତା ୬ ତାରିଖରେ ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ବିଜେପି ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବା ନେଇ ସୂଚନା ଦେଲେ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ । ସୂଚନା ଯୋଗ୍ୟ; ୨୦୧୯ରେ ବିଜେଡି…

ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କେନ୍ଦୁଝରରେ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଷ୍ଟିଲପ୍ଲାଣ୍ଟ୍ । କେନ୍ଦୁଝରରେ ଜେଏସଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ ବୋଲି ଆଜି କେନ୍ଦୁଝର ଗସ୍ତ ଅବସରରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶାର ବିକାଶ କେନ୍ଦୁଝରରୁ ଆରମ୍ଭ ହେବାକୁ…

ଭୁବନେଶ୍ୱର ରେ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ର ନୂଆ ଶାଖା

ଭୁବନେଶ୍ୱରରେ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (ଏନଏସଡି) ର ଏକ ଶାଖା ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାର ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ରାଜ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହା ଭୁବନେଶ୍ୱରର ଗୁରୁ କେଳୁଚରଣ ମହାପାତ୍ର…

ଜିଏସଟି ରେଡ଼ ସମୟରେ ଅସୁସ୍ଥ ହୋଇ ମୃତ୍ୟୁବରଣ କଲେ ଜୟପୁର ସୁନା ବ୍ୟବସାୟୀ

ଜୟପୁରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁ ବାସବି ଜୁଏଲାରୀ ଦୋକାନ ମାଲିକଙ୍କ ମୃତ୍ୟୁ । ଜୁଏଲାରୀ ବ୍ୟବସାୟୀ ‘ନାନୀ ବାବୁ’ନାମରେ ପରିଚିତ ହରି ପ୍ରସାଦଙ୍କ ମୃତ୍ୟୁ ଏବେ ସମଗ୍ର ବ୍ୟବସାୟୀଙ୍କୁ ଚକିତ କରିଛି। କିଛି ଦିନ ତଳେ ଅକ୍ଟୋବର ୨୯ ଧନତେରାସରେ…

ସୁଭଦ୍ରା ଯୋଜନାରେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କ ପାଇଁ ଆସିବ ଗାଇଡ଼ ଲାଇନ; ଉପମୁଖ୍ୟମନ୍ତ୍ରୀ

‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା। ସେ କହିଛନ୍ତି, ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ପର୍ଯ୍ୟାୟର ଟଙ୍କା ମିଳିବ। କିନ୍ତୁ ଏହା ପୂର୍ବରୁ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ। ବାଦ୍‌ ପଡ଼ିଥିବା…

ରତ୍ନ ଭଣ୍ଡାରରେ ନାହିଁ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ : ପୃଥ୍ଵୀରାଜ ହରିଚନ୍ଦନ

ଆଜି ପ୍ରକାଶ ପାଇଛି ପୁରୀ ଜଗନ୍ନାଥ ମନ୍ଦିରରେ ରତ୍ନ ଭଣ୍ଡାରର ପ୍ରାଥମିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡଙ୍ଗ ନାହିଁ ବୋଲି ସୂଚନା ଦେଇଛନ୍ତି ଓଡ଼ିଶା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ୍ ।…

ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତର ; ଯାଞ୍ଚ ପାଇଁ ଗାଁକୁ ସ୍ବାସ୍ଥ୍ୟ ଟିମ୍‌

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗାଁରେ ଏକ ଅଘଟଣ ଘଟିଯାଇଛି । ଆମ୍ବ ଟାକୁଆ ଯାଉ ଖାଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି…

ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ ଲାଗିଲା କଟକଣା

ଆଜିଠୁ ମେ ୩୧ ପର୍ଯ୍ୟନ୍ତ ୭ ମାସ ମାଛଧରା ଉପରେ କଟକଣା ଜାରି କଲେ ସରକାର। ଏହି ସମୟରେ ଦୂର ସମୁଦ୍ରରୁ କୂଳକୁ ଆସୁଛନ୍ତି ଅଣ୍ଡା ଦାନ କରିବାକୁ ଲକ୍ଷ୍ୟ ଲକ୍ଷ୍ୟ ଅଲିଭ ରିଡଲେ କଇଁଛ ସେଥିପାଇଁ ସେମାନଙ୍କ ସୁରକ୍ଷାକୁ ପ୍ରାଧାନ୍ୟ…

ସକାଳୁ ସକାଳୁ କଟକ ଓ ଭୁବନେଶ୍ୱରରେ ଅଦିନିଆ ବର୍ଷା

ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା । ଆଜି ସକାଳୁ ସକାଳୁ ଟ୍ୱିନ ସିଟିରେ ଅଦିନିଆ ବର୍ଷା ସମେତ ବିଜୁଳି , ଘଡଘଡି ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି…

ମାର୍କେଟ ବିଲ୍ଡିଂର ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ

ଦୀପାବଳିରେ ରାଜଧାନୀରେ ବଡ଼ ଅଘଟଣ । ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ମାର୍କେଟ ବିଲ୍ଡିଂ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ ।ଏକ ନମ୍ବର ହାଟକୁ ସଂଯୋଗ କରୁଥିବା ଅଣ୍ଡର ଗ୍ରାଉଣ୍ଡ ମାର୍କେଟରେ ଅଗ୍ନିକାଣ୍ଡ ଘଟି…