Category: ରାଜ୍ୟ

ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…

ଅରିନ୍ଦମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଅନୁପମ ଅତିରିକ୍ତ ସଚିବ ଭାବେ ନିଯୁକ୍ତ

କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

କଳା ହିଁ ଜୀବନ: ଦୃଢ଼ ଇଛାଶକ୍ତି ବଳରେ ବଳୀୟାନ ଶ୍ବେତପଦ୍ମା

ଇଛାଶକ୍ତି ଆଗରେ ହାରମାନିଛି ଶାରୀରିକ ଅସୁସ୍ଥତା। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କେନ୍ଦୁଝର ଜିଲ୍ଲା ବ୍ରାହ୍ମଣୀ ଗାଁରେ ଜନ୍ମିତ ଶ୍ଵେତପଦ୍ମା ମିଶ୍ର। ସେ ଦୂରାରୋଗ୍ୟ ସ୍ନାୟବିକ ରୋଗରେ ପୀଡିତ। ବାପା-ମା’, ସାନ ଭାଇ, ଭାଉଜ ଓ ଜେଜେ ମା’ଙ୍କୁ ନେଇ…

ଆନ୍ଦୋଳନ ଥମିଲା: କାଲିଠୁ ସ୍ବାସ୍ଥ୍ୟସେବା ସ୍ବାଭାବିକ

ଏସ୍‌ସିବି ନର୍ସିଂ ଅଫିସର ଓ ହାଉସ ସର୍ଜନ ବିବାଦରୁ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଫଳରେ ଆଉଟଡୋର, ୱାର୍ଡ, ICU, OTରେ କାର୍ଯ୍ୟ ବନ୍ଦ ହୋଇଥିଲା। ହେଲେ ଏବେ ଆନ୍ଦୋଳନରୁ ଓହରିଛି ହାଉସ ସର୍ଜନ ସଂଘ। କଳାବ୍ୟାଜ ପିନ୍ଧି ନର୍ସିଂ ସଂଘ…

ନବୀନଙ୍କ ଛାୟା ମନ୍ତ୍ରୀମଣ୍ଡଳ

ଦଳ ଗଠନ ହେବା ଦିନଠୁ ରାଜ୍ୟବାସୀଙ୍କୁ ଶାସନ କରି ପ୍ରଥମ ଥର ହାରିବାର ସ୍ୱାଦ ଚାଖିଛି ବିଜେଡି। ପ୍ରଥମ ଥର ବିରୋଧୀ ଦଳ ଭାବେ ଉଭା ହୋଇଛି । ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ଇତିହାସ ରଚିବାକୁ…

ଯୋଜନା ବୋର୍ଡ ଭାଙ୍ଗିବା ପାଇଁ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିଲେ ସରକାର । ଯୋଜନା ବୋର୍ଡ ଭାଙ୍ଗିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ ।ପୂର୍ବ ସରକାର ସମୟରେ ଏହି ପଦକୁ ଏକ ରାଜନୈତିକ ଥଇଥାନ କେନ୍ଦ୍ର ଭାବରେ ବ୍ୟବହାର କରାଯାଉଥିଲେ । ନୂତନ ସରକାର ଆସିବ…

ସୁନା ବେଶରେ ଦର୍ଶନ ଦେଉଛନ୍ତି ରଥାରୁଢ ଚତୁର୍ଦ୍ଧା ମୂର୍ତ୍ତି

ସୁନା ଅଳଙ୍କାରରେ ସଜ୍ଜିତ ହେଲେ ତିନି ଠାକୁର । ରାଜରାଜେଶ୍ୱର ବେଶରେ ଦର୍ଶନ ଭ ଦେଉଛନ୍ତି ରଥାରୁଢ ଚତୁର୍ଦ୍ଧାମୂରତି। ଶ୍ରୀଅଙ୍ଗରେ ସୁଶୋଭିତ ହୋଇଛି ମହଣ ମହଣ ସୁନା। ଜଗାର ସୁନାବେଶ ଦେଖିବା ପାଇଁ ବଡ଼ଦାଣ୍ଡ ପାଲଟିଛି ଜନ ସମୁଦ୍ର । ଦିବ୍ୟ…

ଓଡ଼ିଶା ସହିତ ୫ଟି ରାଜ୍ୟକୁ ମିଳିପାରେ ସ୍ୱତନ୍ତ୍ର ଆର୍ଥିକ ଅନୁଦାନ

ଦିଲ୍ଲୀ ପାଇଁ ସ୍ଵତନ୍ତ୍ର ବର୍ଗ ମାନ୍ୟତା ପାଇଁ ଦାବି ମଧ୍ୟରେ କେନ୍ଦ୍ରର ଏନଡିଏ ସରକାର ବିକାଶ ଦୃଷ୍ଟିରୁ ପ୍ରାୟ ଛଅଟି ପଛୁଆ ରାଜ୍ୟକୁ ସ୍ଵତନ୍ତ୍ର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ବିଚାର କରିପାରନ୍ତି। ଅଧିକାରୀ କହିଛନ୍ତି ଯେ ବିହାର ଏହି ଛଅଟି…

ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ବେଳେ ଶ୍ରୀମନ୍ଦିରକୁ ପ୍ରବେଶ ସହ ଦର୍ଶନ ମନା

ଗୁରୁବାର ପୁଣିଥରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଯାଉଛି । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁଭ ବେଳା ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ଭିତରେ ଖୋଲିବ ତାଲା । ସନ୍ଧ୍ୟା ସୁଦ୍ଧା ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର…