Category: ରାଜ୍ୟ

ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ

ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…

ସାଇକେଲ୍‌ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ ମହାପାତ୍ର

ବିଧାନସଭାରେ ସାଇକେଲରେ ପହଞ୍ଚିଲେ ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର । ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏହି ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ସମେତ ଶପଥ ନେଲେ ନବନିର୍ବାଚିତ ବିଧାୟକ

ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ । ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି…

ଆଜିଠୁ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। କାମଚଳା ବାଚସ୍ପତି(ପ୍ରୋଟେମ୍‌‌ ସ୍ପିକର୍‌‌) ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତ ନବନିର୍ବାଚିତ ବିଧାୟକଙ୍କୁ ଶପଥ…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।

ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ବାଲେଶ୍ବର ଜିଲ୍ଲା ଟାଉନ ଥାନ ଅନ୍ତର୍ଗତ ସୁନହଟ ଛକ ନିକଟରେ ଏକ ନାଳରେ ରକ୍ତ ଭାସିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥତିକୁ କାବୁ କରିବା ପାଇଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ…

ସ୍କୁଲ ଖୋଲିବା ପ୍ରସଙ୍ଗ: ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାଜ୍ୟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତାକାଲି ସରୁଛି ଖରାଛୁଟି। ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଜିଲ୍ଲାରେ ପାଗ…

ଆସନ୍ତାକାଲି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କାଲି ଜାରି ହେବ ପିଏମ୍‌ କିଶାନ ନିଧି ଯୋଜନାର ସପ୍ତଦଶ କିସ୍ତି । ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜନ ହେବ କାର୍ଯ୍ୟକ୍ରମ । ବରଗଡ଼ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି…

ବଡ଼ ଖବର: ବନ୍ଦ ହେବନି ମିଶନ ଶକ୍ତି ଯୋଜନା

ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ…

ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବସିବ ବିଜେଡିର ବୈଠକ

ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ।…