ରାଜ୍ୟ ବଡ଼ ଖବର: ବନ୍ଦ ହେବନି ମିଶନ ଶକ୍ତି ଯୋଜନା June 17, 2024 Nirvay ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବସିବ ବିଜେଡିର ବୈଠକ June 17, 2024 Papirani ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ।…
ରାଜନୀତି ରାଜ୍ୟ ଜୁନ ୧୮ ଓ ୧୯ରେ ଶପଥ ନେବେ ନବନିର୍ବାଚିତ ବିଧାୟକ June 17, 2024 Nirvay ଆସନ୍ତା ୨୦ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ। ଏହା ପୂର୍ବରୁ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନବନିର୍ବାଚିତ ବିଧାୟକ ଶପଥ ଗ୍ରହଣ କରିବେ। ପ୍ରୋଟେମ୍ ସ୍ପିକର ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ…
ରାଜନୀତି ରାଜ୍ୟ ଜନତାଙ୍କ ମୁଖ୍ୟମନ୍ତ୍ରୀ: ୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିଲେଣି June 17, 2024 Nirvay ନିଜକୁ ଜନତାଙ୍କ ମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି ଶ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ପଦବୀ ସମ୍ଭାଳିବାର ୫ ଦିନରେ ସେ ଲକ୍ଷେ ଲୋକଙ୍କୁ ଭେଟି ସାରିଲେଣି। ସକାଳୁ ରାତି ଯାଏଁ ଲୋକେ ତାଙ୍କୁ ଭେଟି ନିଜର ସମସ୍ୟା ଜଣାଉଛନ୍ତି। ଜନତାଙ୍କ ସମସ୍ୟାକୁ…
ଖେଳ ତାଜା ଖବର ରାଜନୀତି ରାଜ୍ୟ ଦାୟିତ୍ଵ ନେବା ପରେ କଳିଙ୍ଗ ଷ୍ଟାଡିୟମରେ କ୍ରୀଡାମନ୍ତ୍ରୀଙ୍କ ସମୀକ୍ଷା June 17, 2024 Papirani କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସୁରଜ ସୂର୍ଯ୍ୟବଂଶ ଆଜି କଳିଙ୍ଗ ଷ୍ଟାଡିୟମରେ ସମୀକ୍ଷା କରିଛନ୍ତି । ମନ୍ତ୍ରୀ ପଦ ଘୋଷଣା ପରେ ପ୍ରଥମ ଥର କରି କଳିଙ୍ଗ ଷ୍ଟାଡିୟମରେ ଷ୍ଟାଡିୟମରେ ପହଞ୍ଚି କ୍ରୀଡା ବିଭାଗର…
ତାଜା ଖବର ରାଜନୀତି ରାଜ୍ୟ କଟକ ସଦରର ନବନିର୍ବାଚିତ ବିଧାୟକଙ୍କ ଉପରେ ଆକ୍ରମଣ June 17, 2024 Papirani କଟକ ସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍ ଉପରେ ଆକ୍ରମଣ। ଗତକାଲି ବିଳମ୍ବିତ ରାତିରେ କିଶନନଗରକୁ ଫେରୁଥିବା ବେଳେ କଟକ ସୋମପୁର ଛକରେ ତାଙ୍କ କାର ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ରାତି…
ରାଜ୍ୟ ଓଡ଼ିଆ ସଂସ୍କୃତିରେ ମହାଲକ୍ଷ୍ମୀ ସ୍ନାନର ମାହାତ୍ମ୍ୟ June 17, 2024 Nirvay ଓଡ଼ିଆ ସଂସ୍କୃତିର ମୂଳ ଭିତ୍ତି କହିଲେ ତା’ର ବାର ମାସରେ ପଡୁଥିବା ତେର ପର୍ବ ଓ ସାଢ଼େ ଚାରି କୋଟି ଓଡ଼ିଆଙ୍କର ପ୍ରାଣରୂପୀ ନାଆର ନାବିକ ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କୁ ବୁଝାଏ | ଜଗନ୍ନାଥ ସିନା ସାରା ଜଗତକୁ ପାଳନ୍ତି,…
ତାଜା ଖବର ରାଜ୍ୟ BSKY ଯୋଜନାକୁ ନେଇ ଆସିଲା ବଡ଼ ଖବର June 16, 2024 Nirvay ରାଜ୍ୟରେ ବଢ଼ିବ ସ୍ବାସ୍ଥ୍ୟ ବୀମା ପରିସର। ଏବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁଥିବା ବେଳେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଛି ବିଜେପି। ତେବେ ବଡ କଥା ହେଉଛି ଆଗକୁ ଆୟୁଷ୍ମାନ ଭାରତ ଲାଗୁ ହେବ…
ରାଜ୍ୟ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଶୀଘ୍ର ବସିବ ସ୍ଵତନ୍ତ୍ର ମ୍ୟାନେଜିଂ କମିଟି ବୈଠକ June 16, 2024 Nirvay ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ପ୍ରତିକ୍ରିୟା । ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଖୁବ୍ ଶୀଘ୍ର ବସିବ ସ୍ଵତନ୍ତ୍ର ମ୍ୟାନେଜିଂ କମିଟି ବୈଠକ । ଏନେଇ ଗଠିତ ହେବ ସ୍ବତନ୍ତ୍ର କମିଟି । ସମସ୍ତ…
ତାଜା ଖବର ରାଜ୍ୟ ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା June 16, 2024 Nirvay ଆଜି ପୁରୀ ଶ୍ରୀମନ୍ଦିରରେ ଏକ ଅଘଟଣ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି। ବଳପୂର୍ବକ ସିଂହଦ୍ୱାର ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ସୃଷ୍ଟି ହୋଇଥିଲା…